Home

ବୋର୍ଡ ପରୀକ୍ଷା ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନିଅ

ନୂଆଦିଲ୍ଲୀ,୧୮ା୬(ପି.ଟି.): କରୋନା ମହାମାରୀ ଯୋଗୁ ଅଟକି ରହିଥିବା ବୋର୍ଡ ପରୀକ୍ଷା ହେବ କି ନାହିଁ ସେନେଇ ସପ୍ତାହକ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀକୁ ଦୃଷ୍ଟିରେ ରଖି ବାକି ରହିଥିବା…

ଚାଇନା କିପରି ଦଖଲ କଲା ଭାରତୀୟ ଅଞ୍ଚଳ

ନୂଆଦିଲ୍ଲୀ,୧୮ା୬(ପି.ଟି.): ଚାଇନା କିପରି ଭାରତୀୟ ଅଞ୍ଚଳକୁ ଦଖଲ କଲା ଏବଂ କ’ଣ ପାଇଁ ୨୦ ଯବାନ ଶହୀଦ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏ ସମ୍ପର୍କରେ ଦେଶବାସୀଙ୍କୁ ଜଣାଇବା ଆବଶ୍ୟକ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ଭାରତର କେତେ…

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଏଥିପାଇଁ ବିଭିନ୍ନ ଚେରମୂଳିରୁ ଶ୍ରୀଅଙ୍ଗ ସୁସ୍ଥ ଲାଗି ପଥି ପ୍ରସ୍ତୁତ କରାଯାଉଛି।…

ତମ୍ବୁ ବିବାଦରୁ ୬ ଘଣ୍ଟା ସଂଘର୍ଷ

ନୂଆଦିଲ୍ଲୀ,୧୮ା୬: ଗଲଓ୍ବାନ ନଦୀ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ ୧୪ରେ ଏକ ଟେଣ୍ଟ ବା ତମ୍ବୁକୁ ନେଇ ବିବାଦର ସୂତ୍ରପାତ ହୋଇଥିଲା। ଚାହୁଁ ଚାହୁଁ ଏହା ରକ୍ତାକ୍ତ ସଂଘର୍ଷର ରୂପ ନେଇଥିଲା। ଉକ୍ତ ସ୍ଥାନରେ ଚାଇନା ପକ୍ଷରୁ ଏକ ଟେଣ୍ଟ ନିର୍ମାଣ କରାଯାଇଥିଲା।…

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ ପାର୍ଶ୍ୱ ଦେବୀଦେବଙ୍କୁ ଜଳଯନ୍ତ୍ରରେ ସେଟ୍‌ କରାଯାଇ ଶିଖର ଡମ୍ବରୁ ଫିଟିଂ କରାଯାଇଛି। ପ୍ରତିରଥରେ ୧୧…

ଗଲଓ୍ବାନ ଉପରେ ଦାବି ଦୋହରାଇଲା ଚାଇନା

ବେଜିଂ,୧୮ା୬: ଲଦାଖସ୍ଥିତ ଗଲଓ୍ବାନ ଉପତ୍ୟକା ଉପରେ ବୁଧବାର ପୁଣିଥରେ ନିଜର ଦାବି ଦୋହରାଇଛି ଚାଇନା। ଏହି ଅଞ୍ଚଳ ସବୁବେଳେ ଚାଇନାର ଥିଲା ବୋଲି ବେଜିଂ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଭୂଖଣ୍ଡର ସ୍ଥିତାବସ୍ଥାରେ ଚାଇନା ସେନାର ଏକତରଫା ପରିବର୍ତ୍ତନ ଉଦ୍ୟମ ଯୋଗୁ…

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଡିଜିଟାଲ ଘର ନମ୍ବର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀରେ ଡିଜିଟାଲ ଡୋର୍‌ ନମ୍ବରିଂ ସିଷ୍ଟମ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସହରର ପ୍ରତି ଲୋକଙ୍କ ଘରେ ଡିଜିଟାଲ ନମ୍ବର ବୋର୍ଡ ଲଗାଇବାକୁ ବିଏମ୍‌ସି ପକ୍ଷରୁ ବୁଧବାର ନବଯୁଗ ସ୍ପାସିଆଲ ଟେକ୍ନୋଲୋଜିସ୍‌ ଆଣ୍ଡ୍‌ ଜିପର୍‌…

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ପ୍ରଶାସନ ପକ୍ଷରୁ ତ୍ୱରିତ୍ୱ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟ ସମେତ ଏହାର ଆଖପାଖ…

କରୋନା ପଜିଟିଭ୍‌ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀଙ୍କ…

୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ ଓ ଗଡ଼ିଶାଗୋଦା ଥାନାର ୧୧ଜଣ ପୋଲିସ କର୍ମଚାରୀଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଠାଇ…

ଭୂମିହୀନଙ୍କୁ ଘରଡିହ ଯୋଗାଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ସମସ୍ତ ପରିବାରଙ୍କ କଚ୍ଚାଘରକୁ ପକ୍କାଘରରେ ପରିଣତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ଗତ ୫ ବର୍ଷ ମଧ୍ୟରେ ୨୫ଲକ୍ଷ ୧୮ହଜାର ୪ଶହ ୯୭ ପକ୍କାଗୃହ ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ କୁମାର…

ଏନ୍‌ଜିଟି କାଠଗଡ଼ାରେ ସୁକିନ୍ଦା ରେଲୱେ ସାଇଡିଂ

ଯାଜପୁର ଅଫିସ, ୧୮ା୬: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା (ଆବେଦନ ନମ୍ବର-୩୪/୨୦୨୦)ରେ ରୁଜୁ ହୋଇଛି। ଏହି ମାମଲା ଉପରେ ଏନ୍‌ଜିଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?