Home

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ହସ୍ପିଟାଲରେ…

ବର୍ଷା ଆରମ୍ଭରୁ ଧସିଲା ଗାର୍ଡ୍‌ଓ୍ବାଲ୍‌ : ନିର୍ମାଣ ନ ସରୁଣୁ ସ୍ଥିତି ବେହାଲ

ଭଦ୍ରକ ଅଫିସ, ୧୭ା୬- ନିର୍ମାଣ କାର୍ଯ୍ୟ ନ ସରୁଣୁ ସ୍ଥିତି ବେହାଲ ହୋଇପଡ଼ିଛି। ବର୍ଷା ଆରମ୍ଭରୁ ଗାର୍ଡଓ୍ବାଲ୍‌ (ସୁରକ୍ଷା ପ୍ରାଚରୀ) ଧସି ଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଡ୍ରେନେଜ ବିଭାଗ ଅଧୀନ ଧାମନଗର ବ୍ଲକ ପଳିକିରି ଅଞ୍ଚଳ ଯ’…

ଚୀନ୍‌ ରାଷ୍ଟ୍ରପତିଙ୍କ କୁଶପୁତ୍ତଳିକା ଦାହ: ଶହୀଦ ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି

କଟକ ଅଫିସ,୧୭ା୬: କଟକ ମାରୱାଡ଼ି ସମାଜ ପକ୍ଷରୁ ବୁଧବାର ସ୍ଥାନୀୟ ନୟାସଡ଼କଠାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଶହୀଦ ୨୦ ଜଣ ଯବାନଙ୍କ ମଧ୍ୟରେ ଓଡ଼ିଶାର ମୟୂରଭଞ୍ଜ ଜିଲାର ନନ୍ଦୁରାମ ସୋରେନ ଓ କନ୍ଧମାଳ ଜିଲାର ଚନ୍ଦ୍ରକାନ୍ତ ପ୍ରଧାନ…

ସହରରେ ବି ସେମାନଙ୍କୁ ସ୍ବପ୍ନ: ଦୁଇ ବୃଦ୍ଧାଙ୍କୁ ମିଳିପାରୁନି ରାଶନ କାର୍ଡ଼, ଆବାସ, ବିଜୁଳି

କଟକ ଅଫିସ,୧୭ା୬: ପ୍ରଶାସନିକ କାର୍ଯ୍ୟାଳୟଠାରୁ ଦୂରରେ ଥିବା ଗ୍ରାମାଞ୍ଚଳରେ ସରକାରୀ ସୁବିଧା ଅପହଞ୍ଚ ଥିବା ସମସ୍ତେ ଜାଣନ୍ତି। କିନ୍ତୁ ଖୋଦ୍‌ ସହରରେ ଯଦି ସାଧାରଣ ଲୋକ ତାହା ପାଇବାରୁ ବଞ୍ଚତ୍ତ ହୁଅନ୍ତି, ତେବେ ଏଥିରେ ବ୍ୟବସ୍ଥାର ଦୋଷ ବୋଲି ଧରାଯିବ। କଟକ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ କରୋନାରେ ପୀଡ଼ିତ

ପାଟନା,୧୭।୬: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପ ଏବେ ଭାରତରେ ଦିନକୁ ଦିନ ଜଟିଳ ହେବାରେ ଲାଗିିଛି। ଏହାର ମୁକାବିଲା ପାଇଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଏହା କବଳରୁ କେହି ବର୍ତ୍ତିପାରୁ ନାହାନ୍ତି।…

ବିଶ୍ୱ ଚାମ୍ପିୟନ ସ୍ପ୍ରିଣ୍ଟର କୋଲ୍‌ମ୍ୟାନ୍‌ ସସ୍‌ପେଣ୍ଡ

ଓ୍ବାଶିଂଟନ, ୧୭ା୬ (ଏପି): ଡ୍ରଗ୍ସ ଟେଷ୍ଟ ବେଳେ ଅନୁପସ୍ଥିତ ଯୋଗୁ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ (ଏଆଇୟୁ) ୧୦୦ମିଟର ବିଶ୍ୱ ଚାମ୍ପିୟନ ଖ୍ରିଷ୍ଟିଆନ କୋଲ୍‌ମ୍ୟାନଙ୍କୁ ସାମାୟିକ ସସ୍‌ପେଣ୍ଡ କରିଛି। ଓ୍ବାଲର୍‌ଡ ଆଥଲେଟିକ୍ସ ଆଣ୍ଟି-ଡୋପିଂ ରୁଲ୍ସ କିମ୍ବା ଇଣ୍ଟିଗ୍ରିଟି କୋଡ୍‌ ଅଫ୍‌ କଣ୍ଡକ୍ଟ ଅଧୀନରେ…

ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ଆବେଦନ କଲେ ରମେଶ

ବେଙ୍ଗାଲୁରୁ ୧୭ା୬ (ପି.ଟି.): ଭାରତୀୟ ପୁରୁଷ ହକି ଦଳର ପୂର୍ବତନ ହକି କୋଚ୍‌ ରମେଶ ପରମେଶ୍ୱରନ ସମ୍ମାନଜନକ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ଆବେଦନ କରିଛନ୍ତି। କୋଚିଂରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କୋଚ୍‌ଙ୍କୁ ଦେଶର ଏହି ସର୍ବୋଚ୍ଚ ସମ୍ମାନ ଦିଆଯାଇଥାଏ। ହକି…

ସୋସାଇଟି ପଞ୍ଜୀକରଣ ଆଇନ୍‌ ସଂଶୋଧନ ନିଷ୍ପତ୍ତିକୁ ବିରୋଧ

ବାଲେଶ୍ୱର ଅଫିସ,୧୭।୬- ବାଲେଶ୍ୱର ଫକୀରମୋହନ ଗୋଲେଇ ନିକଟସ୍ଥ ନିଜସ୍ବ କାର୍ଯ୍ୟାଳୟରେ ବରିଷ୍ଠ ନାଗରିକ ମଞ୍ଚର ଏକ ବୈଠକ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ସୋସାଇଟି ପଞ୍ଜୀକରଣ ଆଇନ୍‌ ସଂଶୋଧନ ନିଷ୍ପତ୍ତିକୁ ଦୃଢ଼ ବିରୋଧ…

ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା ଏସି ଗାଡି ଧକ୍କା ଦେବା ଫଳରେ ଛାତ୍ର ଜଣଙ୍କ ଗୁରୁତର ଆହତ ହୋଇ ଚିକିତ୍ସାଧୀନ…

ସୂର୍ଯ୍ୟପରାଗ ଯୋଗୁ ପରିବର୍ତ୍ତନ ହେଲା ମା’ ବୈଷ୍ଣୋଦେବୀଙ୍କ ଆଳତୀ ସମୟ

ଜମ୍ମୁ,୧୭।୬: ସୂର୍ଯ୍ୟପରାଗ ଜୁନ ୨୧ରେ ପଡ଼ୁଥିବାରୁ ମା’ ବୈଷ୍ଣୋଦେବୀଙ୍କ ଆଳତୀ ସମୟରେ ପରିବର୍ତ୍ତନ କରାଯାଇଛି। ସକାଳ ୬ଟା ୨୦ରେ ହେବାକୁ ଥିବା ଆଳତୀ ଏବେ ଦ୍ୱିପ୍ରହର ୨ଟା ୨୦ରେ କରାଯିବ। ଏନେଇ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କରୋନା…

ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଲେ ମହିଳା

ଜୟପୁର,୧୭।୬: କରୋନା ମହାମାରୀ ସଙ୍କଟ ମଧ୍ୟରେ ରାଜସ୍ଥାନର ନାଗୋରରୁ ଏକ ଭଲ ଖବର ସାମ୍ନାକୁ ଆସିଛି। ଡିଡଓ୍ବାନାର ଉତ୍ତମ ହସ୍ପିଟାଲରେ ସଞ୍ଜୁ ଦେବୀ ନାମ୍ନୀ ଜଣେ ମହିଳା ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ସବୁଠାରୁ ବଡ଼ କଥା ହେଉଛି ସଞ୍ଜୁଙ୍କ ନର୍ମାଲ…

ସୋସିଆଲ ମିଡିିଆରେ ଟ୍ରୋଲ ହେବା ପରେ କମେଣ୍ଟ ସେକ୍ସନ ବନ୍ଦ କଲେ ସୋନମ

ମୁମ୍ବାଇ : ରବିବାର ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଖାଲି ସିନେ ଜଗତ ନୁହେଁ, ସମଗ୍ର ଦେଶବାସୀଙ୍କୁ ଚକିତ କରିଛି। ସମସ୍ତେ ଏହି ଆତ୍ମହତ୍ୟାର କାରଣ ଖୋଜୁଛନ୍ତି। ସୁଶାନ୍ତଙ୍କ ଘରୁ ମଧ୍ୟ ସୁଇସାଇଡ୍‌ ନୋଟ୍‌ ଜବତ ହୋଇନାହିଁ। ଅନ୍ୟପଟେ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?