Home

ଯବାନଙ୍କଠାରୁ ସାହସୀ ଆଉ କେହି ନୁହଁନ୍ତି: ବିରାଟ କୋହଲି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। କ୍ରିକେଟରମାନେ ମଧ୍ୟ ଶହୀଦ ଯବାନଙ୍କୁ ସଲାମ କରିଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି…

କୁକୁର ପାଇଁ ଏହି ଦୁଇ ଦେଶରେ ହୋଇଥିଲା ଯୁଦ୍ଧ

ଇତିହାସରେ ଆଜିପର୍ଯ୍ୟନ୍ତ ଅନେକ ଯୁଦ୍ଧ ହୋଇସାରିଛି। ଯେଉଁଥିରେ ବିଶ୍ୱଯୁଦ୍ଧ ପରି ମହାନ ଯୁଦ୍ଧ ସ୍ଥାନ ପାଇଛିି। ସାଧାରଣତଃ ପ୍ରତ୍ୟେକ ଯୁଦ୍ଧ କ୍ଷମତା କିମ୍ବା ସାମ୍ରାଜ୍ୟ ବିସ୍ତାର ପାଇଁ ହୋଇଥାଏ। ମାତ୍ର ଏମିତି ଏକ ଅଦ୍ଭୁତ ଯୁଦ୍ଧ ହୋଇଥିଲା, ଯାହାର କାରଣ ସମସ୍ତଙ୍କୁ…

ସୁଶାନ୍ତ ମାନସିକ ଅବସାଦରେ ଥିବା ଜାଣି ନ ଥିଲି: ପିତା କେ କେ ସିଂ

ମୁମ୍ବାଇ,୧୭।୬: ବଲିଉଡ ହିରୋ ସୁଶାନ୍ତ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି। ମାନସିକ ଅବସାଦ ଯୋଗୁ ସୁଶାନ୍ତ ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ପୋଲିସ ସୁଶାନ୍ତଙ୍କ ରୁମ୍‌ରୁ ଡିପ୍ରେସନ୍‌…

ପରଦା କଳାର ସହର ଧଳାପଥର

ଖୋର୍ଦ୍ଧା ଅଫିସ,୧୭ା୬: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ ବର୍ଷ ପୂର୍ବେ ହସ୍ତତନ୍ତରେ ଏହି କଳାକୁ ଧଳାପଥର ଅଞ୍ଚଳର ଉଦୟନାଥ ସାହୁ ଅତି…

ଶହୀଦ ଘୋଷିତ ହୋଇଥିବା ଯବାନ ଜୀବିତ ହେଲେ: ଫୋନ୍‌ କରି ସ୍ତ୍ରୀଙ୍କୁ କହିଲେ ଠିକ ଅଛି

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଦୁଇପକ୍ଷଙ୍କ ମଧ୍ୟରେ ହୋଇଥିବା ହିଂସକ ସଂଘର୍ଷରେ ବିହାର ସାରଣ ଜିଲାର ଯବାନ ସୁନୀଲ କୁମାର ଶହୀଦ ହୋଇଥିବା ଖବର ମିଳିଥିଲା। ତେବେ ପ୍ରକୃତରେ ଭୁଲ ବଶତଃ ଏଭଳି ସୂଚନା…

ଡ୍ରାଗନ ନାଲି ଆଖି ଦେଖାଇବାର ୩ ମୁଖ୍ୟ କାରଣ

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଉତ୍ତେଜନା ଦେଖାଦେଇଛି। ତେବେ ସୀମା ବିବାଦ ପଛରେ ଚାଇନାର ନିହିତ ସ୍ବାର୍ଥ ରହିଛି। ୩ ମୁଖ୍ୟ କାରଣ ଯୋଗୁ ଡ୍ରାଗନ ଭାରତକୁ ନାଲି ଆଖି ଦେଖାଇବା ଆରମ୍ଭ କରିଥିବା…

ଶହୀଦ ଯବାନଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ଦୀପଦାନ

ପୁରୀ ଅଫିସ, ୧୭।୬: ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ୨ ଓଡ଼ିଆଙ୍କ ସମେତ ୨୦ ଯବାନ ଶହୀଦ ହୋଇଛନ୍ତି। ଭାରତ ମାତାର ସୁରକ୍ଷା ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପୁରୀବାସୀଙ୍କ…

ବରଗଡ଼ରୁ ୧୧ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୨ ସେନା କର୍ମଚାରୀ, ଗର୍ଭବତୀ

ବରଗଡ଼ ଅଫିସ, ୧୭।୬: ବରଗଡ଼ ଜିଲାରୁ ବୁଧବାର ପୁଣି ୧୧ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଭଟଲି ବ୍ଲକ ଅନ୍ତର୍ଗତ ନଳାଚୂଆଂରୁ ୩ଜଣ ଚିହ୍ନଟ ହୋଇଥିବା ବେଳେ ବଡ଼ମାଳରୁ ୨, ବେହେରାପାଲିର ୧, ବରଗଡ଼…

କୂଟନୀତି ନୁହେଁ ମୂକନୀତି: ୪୪ ଦିନ ଧରି ଭାରତ-ଚାଇନା ବିବାଦ ନେଇ ମୋଦି-ଜୟଶଙ୍କର ନୀରବ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ସୀମାରେ ଗଲଓ୍ବାନ ଘାଟିରେ ଥିବା ପଏଣ୍ଟ ୧୪ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମେ ୫ଠାରୁ ଦୁଇପକ୍ଷଙ୍କ ମଧ୍ୟରେ ବିବାଦର ସୂତ୍ରପାତ ଘଟିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନୀରବତା…

ଚିନ୍ତା ବଢ଼ାଉଛନ୍ତି ଝିଣ୍ଟିକା ପ୍ରଜାତିର କୀଟ: ପଙ୍ଗପାଳ ସନ୍ଦେହରେ ସ୍ଥାନୀୟ ବାସିନ୍ଦା ଭୟଭୀତ

ମହାକାଳପଡ଼ା,୧୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ ପାର୍ଶ୍ୱବର୍ତ୍ତୀ ପିତାପାଟ ଗାଁର ବିଭିନ୍ନ ଗଛରେ ଝିଣ୍ଟିକା ପ୍ରଜାତିର କୀଟଗୁଡ଼ିକ ଗଛପତ୍ର ଖାଇ ନଷ୍ଟ କରୁଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଏହି କୀଟ ପଙ୍ଗପାଳ ବୋଲି ଲୋକେ…

ଚାଇନାବାସୀ ସୁଧୁରି ଯାଅ: ବୀରେନ୍ଦ୍ର ସେହ୍ବାଗ

ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସେନାଙ୍କ ମଧ୍ୟରେ ସଂଘର୍ଷ ଘଟି ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩ ସୈନ ପ୍ରାଣ ହରାଇଛନ୍ତି। ପରେ ଦୁଇ ଦେଶର ସେନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଶହୀଦଙ୍କୁ…

ଶୌଚ ହେବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ମହିଳା, ଡାକ୍ତରଖାନାରେ ଭର୍ତ୍ତି

ପାଟଣା,୧୭ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ବୁଧବାର ଭୋର୍‌ରୁ ଜଣେ ୬୦ ବର୍ଷୀୟା ମହିଳା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ମହିଳା ଜଣକ ଶୌଚ ହେବାକୁ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତାହାତୀ ଆକ୍ରମଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?