Home

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ କାମନା କରିଛନ୍ତି। ଏକ୍ସରେ ଏକ ଭିଡିଓ ପୋଷ୍ଟ କରି ଯୁକ୍ରେନୀୟ ଲୋକମାନେ ଏକ ଇଚ୍ଛା…

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ଡବ୍ଲୁ. ବୁଶଙ୍କୁ ପାକିସ୍ତାନ ବିଷୟରେ ଚିନ୍ତା ପ୍ରକାଶ କରିଥିଲେ।…

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ ସାନ୍ତାଳୀ ଭାଷାକୁ ଅଷ୍ଟମ ଅନ୍ୟୁଚ୍ଛେଦରେ ସାମିଲ କରାଯାଇଥିଲା। ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ବିହାରର…

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ ୫,୦୦୦ ଜରିମାନା ଶୁଣାଇଛନ୍ତି। ଜରିମାନା ଦେବାକୁ ବିଫଳ ହେଲେ ଅତିରିକ୍ତ ଗୋଟିଏ ମାସ ଜେଲଦଣ୍ଡ…

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା ହେବାର ପ୍ରାୟ ଏକ ବର୍ଷ ପରେ ସ୍ତ୍ରୀ ବର୍ଷା ଗୁରୁବାର ଗଣମାଧ୍ୟମ ସାମ୍ନାରେ…

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି ମଞ୍ଚକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା…

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିଲା। ତାଙ୍କର ବଲିଉଡ ଅପେକ୍ଷା ଦକ୍ଷିଣ ଭାରତୀୟ ଶିଳ୍ପରେ ଅଧିକ ପ୍ରଭାବ…

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ ମାଓବାଦୀ ମାନେ ନୟାଗଡ଼ ପୋଲିସ ଅସ୍ତ୍ରାଗାରକୁ ଲୁଟି ନେଇ ଗଞ୍ଜାମ ଜିଲା ତାରସିଂ ଥାନା…

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା ଓ ପିଠାର ଆସର। ନୂଆ ପୋଷାକ ପରିଧାନ ସହ ଗାଁରେ ରହିଥିବା ପ୍ରାର୍ଥନା ଗୃହ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର ପାଙ୍ଗସା ଅଞ୍ଚଳରେ ଦାଦାବଟି ଆଦାୟ ଅଭିଯୋଗରେ ଜନତା ଅମୃତ ମଣ୍ଡଳଙ୍କୁ ହତ୍ୟା କରିଛନ୍ତି। ପୋଲିସ…

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ କେ. ନୂଆଗାଁ ଥାନା ଏଏସଆଇ ସି.ତାରକେଶର ରାଓ ଅଭିଯୁକ୍ତ ଭାଇ ତୋଫାନ ନାଇକଙ୍କୁ ଗୁରୁବାର…

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ, ନୂତନ ନୀତିରେ ଇନଷ୍ଟାଗ୍ରାମ, ହ୍ୱାଟସଆପ୍, ୟୁଟ୍ୟୁବ୍ ଏବଂ ଲିଙ୍କଡିନ୍ ଭଳି ପ୍ଲାଟଫର୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?