Home

୬୧ରୁ ୬୦ ନମୁନା ନେଗେଟିଭ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିହ୍ନଟ ପାଇଁ ପଠାଯାଇଥିବା ୬୧ଟି ନମୁନାରୁ ୬୦ଟି ନେଗେଟିଭ୍‌ ବାହାରିଛି। ବୁଧବାର ୫ଟି ସାମ୍ପୁଲ୍‌କୁ ପରୀକ୍ଷା ପାଇଁ ପଠାଯାଇଥିଲା। ସବୁଗୁଡ଼ିକ ନେଗେଟିଭ୍‌ ଆସିଥିବା ଗୀତଗୋବିନ୍ଦ ସଦନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା…

ସ୍ତ୍ରୀଙ୍କୁ ମିଛ କହି ପ୍ରେମିକାଙ୍କ ସହ ଇଟାଲୀ ଯାଇଥିଲେ ବ୍ୟକ୍ତି, ଏବେ କରୋନାରେ ଆକ୍ରାନ୍ତ

ରୋମ୍‌: ବଲିଉଡ୍‌ର ଏକ ପ୍ରସିଦ୍ଧ ଗୀତ ଅଛି, ଯାହାକୁ ଆପଣ ନିଶ୍ଚିତ ଶୁଣିଥିବେ। ଗୀତଟି ହେଲା ପ୍ୟାର୍‌ ହମେ କିସି ମୋଡ୍‌ ପେ ଲେ ଆୟା, କ୍ୟା କରେ ହାୟ, କୋଇ ତ ବତାୟେ ଅବ୍‌ କ୍ୟା ହୋଗା…। ଏହି ଗୀତ…

ଦେଶ ସେବା କରିବାକୁ ରାଜି ନିର୍ଭୟା ମାମଲାର ଦୋଷୀ, ତାଙ୍କୁ ଫାଶୀ ଦିଆ ନ ଯାଉ: ଓକିଲ ଏ.ପି. ସିଂହ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ସମସ୍ତ ଆବେଦନ ଖାରଜ ହୋଇଯିବା ପରେ ଶୁକ୍ରବାର ଭୋର ୫ଟା ୩୦ରେ ଏମାନେ ଫାଶୀ ଖୁଣ୍ଟରେ ଝୁଲିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ହେଲେ ଏହାକୁ ନେଇ ମୁଖଁ ଖୋଲିଛନ୍ତି ଦୋଷୀଙ୍କ ପକ୍ଷର…

କରୋନା କଟକଣା: ଲୋକସେବା ଭବନ ପାସ୍‌ ବନ୍ଦ; ଥଣ୍ଡାଜ୍ୱର ଥିଲେ ଛୁଟିରେ ରହିପାରିବେ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇଛି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ…

ବାହାଘର ଭୋଜିରେ ତହସିଲଦାରଙ୍କ ଚଢ଼ାଉ: ଅଧିକ ଲୋକଙ୍କୁ ନ ଡାକିବାକୁ ଦେଲେ ନିର୍ଦ୍ଦେଶ

ରାୟଗଡ଼ା ଅଫିସ,୧୯।୩: କରୋନା ମୁକାବିଲା ପାଇଁ ସବୁସ୍ତରରୁ ଉଦ୍ୟମ ଚାଲିଛି। ରାଜ୍ୟ ସରକାରଙ୍କ ଠାରୁ ଆରମ୍ଭକରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି। ଏହାକୁ ଏଡ଼ାଇବା ପାଇଁ ଅଧିକାଂଶ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ରାୟଗଡ଼ା ଜିଲା ସରକାରୀ…

ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌

ସାରା ବିଶ୍ୱ ଏବେ କରୋରା ଭୟରେ। ଏଥିଲାଗି ଦେଶବ୍ୟାପୀ ହାଇଆଲର୍ଟ ଜାରି କରାଯିବା ସହ ବିଭିନ୍ନ କଟକଣା ଲଗାଯାଇଛି। କରୋନାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ବାହାରକୁ ନ ବାହାରି ଘରେ…

ନିର୍ଭୟା ମାମଲା: ଫାଶୀ ଖୁଣ୍ଟରେ ଝୁଲିବାକୁ ଆରମ୍ଭ ହେଲା କାଉଣ୍ଟ ଡାଉନ୍‌!

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଦୋଷୀମାନେ ଫାଶୀରେ ଝୁଲିବା ପୂର୍ବରୁ ଗୋଟିଏ ପରେ ଗୋଟିଏ ଅଭିଯୋଗ ଆଣି କୋର୍ଟଙ୍କ…

କରୋନା କଟକଣା: ମା’ ମଝିଘରିଆଣୀ ମନ୍ଦିରରେ ସର୍ବସାଧାରଣ ଦର୍ଶନ ମନା

ରାୟଗଡ଼ା ଅଫିସ,୧୯।୩: କୋରନା ଭୂତାଣୁ ଜନିତ ସଂକ୍ରମଣର ମୁକାବିଲା ପାଇଁ ରାୟଗଡ଼ା ଜିଲା ପ୍ରଶାସନ ଏବଂ ମଝିଘରିଆଣୀ ମନ୍ଦିର ଟ୍ରଷ୍ଟ ବୋର୍ଡର ମିଳିତ ନିଷ୍ପତ୍ତି କ୍ରମେ ଶୁକ୍ରବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ମା’ ମଝିଘରିଆଣୀ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…

ଏଣିକି ମଦ ଦୋକାନରେ ଧାଡ଼ି: ଗ୍ରାହକଙ୍କୁ ଦେବା ପୂର୍ବରୁ ସାନିଟାଇଜ୍‌ ହେବ ବୋତଲ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଶ୍ୱର ପ୍ରମୁଖ ସମସ୍ୟା ରୂପେ ଉଭା ହୋଇଛି କରୋନା। ଏହି ଭୂତାଣୁ ସଂକ୍ରମଣର ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ବିଶେଷକରି ଭିଡ ସ୍ଥାନରେ କରୋନା ସଂକ୍ରମଣର ଭୟ ରହୁଥିବାରୁ ଶପିଂ ମଲ୍‌ଠାରୁ ଆରମ୍ଭ…

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି: ୫୦ ପ୍ରତିଶତ କର୍ମଚାରୀ ଘରେ ବସି କରିବେ ଅଫିସ କାମ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସର ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ବି ଓ ସି ଗ୍ରୁପର ୫୦ ପ୍ରତିଶତ ସରକାରୀ କର୍ମଚାରୀ ନିତିଦିନ କାର୍ଯ୍ୟାଳୟ ଆସିବେ ବୋଲି କହିଛନ୍ତି। ବାକି ୫୦ ପ୍ରତିଶତ କର୍ମଚାରୀ ଘରେ ରହି କାମ କରିବେ ବୋଲି କେନ୍ଦ୍ର…

ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା: ଭାରତର ୧୩ଟି ରାଜ୍ୟର ୩୩ ଧର୍ମସ୍ଥଳୀରେ କଟକଣା; ଇଟାଲିରେ ଚର୍ଚ୍ଚ-ଇରାନରେ ମସଜିଦ୍‌ ବନ୍ଦ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଥିପାଇଁ ପ୍ରତି ଦେଶର ସରକାର ଭିଡ଼ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବା ସହିତ…

ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ବଲିଉଡ୍‌ର ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍‌ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା। ମାତ୍ର ସେ ଏହି ଦୁଇଟିଯାକ ଫିଲ୍ମ ରିଜେକ୍ଟ କରିଦେଇଥିଲେ। ଯେଉଁଥିପାଇଁ ତାଙ୍କୁ ଆଜି ପର୍ଯ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri