Home

କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୫୦ ଲକ୍ଷ: ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର

ଓ୍ବାଶିଂଟନ,୨୦।୫: ପୃଥିବୀରେ କରୋନା ମହାମାରୀ ଜାରି ରହିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୦ ଲକ୍ଷ ୨ ହଜାର ୫୯୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୭୨ ରହିଛି। ୧୯ ଲକ୍ଷ ୭୦ ହଜାର ୯୧୮…

ପଶ୍ଚିମବଙ୍ଗ ମୁହାଁ ଅମ୍ଫନ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ପାରାଦୀପଠାରୁ ଧିରେ ଧିରେ ଦୂରେଇ ଯାଇ ପଶ୍ଚିମବଙ୍ଗର ଦୀଘା ମୁହାଁ ହୋଇଛି । ବର୍ତ୍ତମାନ ପାରାଦୀପଠାରୁ ୧୫୦ କିଲୋମିଟର ଦୂରରେ ରହିଛି । ଅମ୍ଫନ୍‌ ପ୍ରଭାବରେ ବାଲେଶ୍ଵର, ଭଦ୍ରକ ଜିଲ୍ଲାରେ ଏବେ ପବନର ବେଗ ବଢ଼ିବାରେ…

ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍‌ ଦେଇ ଘରକୁ ପଠାଗଲା

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍‌ଚାର୍ଜ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେଥିମଧ୍ୟରୁ…

ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ କେନ୍ଦ୍ରାପଡ଼ାବାସୀ ଆତଙ୍କିତ: ୧୨୦ କିମି ବେଗରେ ବହୁଛି ପବନ, ୮ ହଜାର ଲୋକ ସ୍ଥାନାନ୍ତର

କେନ୍ଦ୍ରାପଡା ଅଫିସ, ୨୦ା୫: ସାମୁଦ୍ରିକ ଝଡ଼ ‘ଅମ୍ପନ’ କେନ୍ଦ୍ରାପଡ଼ା ଜିଲାରେ ବିଶେଷଭାବେ ପ୍ରଭାବ ପକାଇଛି। ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା, ପବନ ବୁଧବାର ସକାଳେ ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିମି ବେଗରେ ପବନ ବହିବା…

ବେଙ୍ଗାଲୁରୁ ସାଇରେ କୋଭିଡ୍‌-୧୯ ପଜିଟିଭ୍:‌ ଖେଳାଳିଙ୍କୁ ସ୍ଥାନାନ୍ତର କରିବନି ହକି ଇଣ୍ଡିଆ

ନୂଆଦିଲ୍ଲୀ,୨୦।୫(ପି.ଟି.): ବେଙ୍ଗାଲୁରୁ ସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ସେଣ୍ଟରରେ ଜଣେ କରୋନା ଭାଇରସ୍‌ ପଜିଟିଭ ସମ୍ପନ୍ନ କର୍ମଚାରୀ ତଥା ରୋଷେୟା ମୃତ୍ୟୁବରଣ କରିଛନ୍ତି। ତେବେ ଏହା ସତ୍ତ୍ୱେ ଅଲିମ୍ପିକ୍ସ ପାଇଁ ପ୍ରସ୍ତତି ଚଲାଇଥିବା ଭାରତୀୟ ପୁରୁଷ ଓ ମହିଳା…

୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ କଲା ବ୍ଲକ ପ୍ରଶାସନ

ବନ୍ତ,୨୦ା୫(ଡି.ଏନ୍‌.ଏ.): ବାତ୍ୟା ‘ଅମ୍ଫନ୍‌’କୁ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକବାସୀ ଭୟଭୀତ ଥିବା ବେଳେ ଏହାର ମୁକାବିଲା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ା ବୁଧବାର ମଧ୍ୟାହ୍ନ ସୁଦ୍ଧା ବ୍ଲକର ବିଭିନ୍ନ ବିଦ୍ୟାଳୟ, ପଞ୍ଚାୟତ ଗୃହ, ବାତ୍ୟା…

କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ

ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ ବିକଶିତ ରାଷ୍ଟ୍ରମାନେ ଆଫ୍ରିକୀୟ ଦେଶ ଗୁଡ଼ିକଠାରୁ ଶିକ୍ଷାଲାଭର ଆବଶ୍ୟକତା ରହିଛି। ଆଫ୍ରିକୀୟ ଦେଶରେ କରୋନା…

ରାସ୍ତା ମଝିରେ ଅନୁଷ୍କାଙ୍କୁ ଛାଡ଼ି ପଳାଇଥିଲେ ବିରାଟ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ତାଙ୍କ କ୍ରିକେଟର ସ୍ବାମୀ ବିରାଟ କୋହଲି ବେଶ୍‌ ସୁନ୍ଦର ତଥା ଚର୍ଚ୍ଚିତ ଯୋଡ଼ି। କିଛି ନା କିଛି ଘଟଣାକୁ ନେଇ ଏହି ଦୁଇଜଣ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଲକ୍‌ଡାଉନ୍‌ ସମୟରେ ବିରାଟ ଅନୁଷ୍କାଙ୍କ…

ବାତ୍ୟା ‘ଅମ୍ଫନ’ର ପ୍ରଭାବ: ଖଇରାରେ ଶତାଧିକ କଚ୍ଚାଘର ଭାଙ୍ଗିଲା

ଖଇରା,୨୦।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ବହୁ କ୍ଷତିଗ୍ରସ୍ତ ହୋଇଛି। ଝଡ଼ବର୍ଷା ସହ ପବନରେ ବେଗ ବଢ଼ିବାରେ ଲାଗିଛି। ବହୁ ଚାଳଛପର ଓ ଆଜବେଷ୍ଟସ୍‌ ଘର ଭାଙ୍ଗିପଡ଼ିଛି। ସେହିପରି ବହୁ ଗଛ…

ବରୀରେ ବାତ୍ୟା ‘ଅମ୍ପନ’ର ପ୍ରଭାବ: ଯୋଗାଯୋଗ ବିଚ୍ଛିନ୍ନ, ବିଦ୍ୟୁତ୍‌ ସରବରାହ ବନ୍ଦ

ରତ୍ନଗିରି/ବରୀ, ୨୦।୫(ଡି.ଏନ୍‌.ଏ./ସ୍ବ.ପ୍ର.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବ ଯାଜପୁର ଜିଲା ବରୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ପ୍ରବଳ ପବନ ବହିବା ସହ ବର୍ଷା ଲାଗିରହିଛି। ପ୍ରବଳ ପବନ ଯୋଗୁ ରାସ୍ତା ଉପରେ ବହୁ…

ଅମ୍ଫନ୍‌ର ପ୍ରଭାବରେ ବର୍ଷା, ପବନ ଜାରି: ଜନଜୀବନ ବ୍ୟାହତ

କେନ୍ଦୁଝର/ରାଇସୁଆଁ ,୨୦ା୫(ସ୍ବ.ପ୍ର./ଡିଏନଏ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ର ପ୍ରଭାବରେ କେନ୍ଦୁଝର ଜିଲାରେ ମଙ୍ଗଳବାର ରାତିରୁ ବର୍ଷା ଓ ପବନ ଜାରି ରହିଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଯାତାୟାତ ବନ୍ଦ ରହିଥିବା ବେଳେ ଦୋକାନବଜାର ବନ୍ଦ ରହିଛି। ଅନେକ ସ୍ଥାନରେ ବର୍ଷା ପାଲି…

ବଲାଙ୍ଗୀରରେ ଫେଲ୍‌ ମାରିଛି କରୋନା କଟକଣା: ବଜାରରେ ପ୍ରବଳ ଭିଡ଼

ବଲାଙ୍ଗୀର ଅଫିସ,୨୦ା୫: କରୋନାର ଭୟାବହତା କମିନାହିଁ ା ତେଣୁ ଲକ୍‌ଡାଉନ୍‌କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ା ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମଧ୍ୟ ମିଳିଛି। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri