Home

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ ଜଣ ମନୋନୀତ ହୋଇଛନ୍ତି। ସେଥିରୁ ଗଞ୍ଜାମ ବ୍ଲକର ଶିବପ୍ରସାଦ ଜେନା କବାଡ଼ି ପ୍ରତିଯୋଗିତାରେ ଭାଗ…

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ୍‌ ରହିଥିବା ଜଣାପଡ଼ିଛ। ପୁଣି ଅସହ୍ୟ ଶୀତ ଯୋଗୁ ଜନଜୀବନ…

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ ଏକ ଦୃଢ଼ ଆରମ୍ଭ କରିଥିଲେ। କିନ୍ତୁ ବର୍ତ୍ତମାନ ମାତ୍ର ଗୋଟିଏ ମ୍ୟାଚ୍ ପରେ, ସେ…

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା ୟୁଟ୍ୟୁବର ବର୍ଷା ସାହୁ ମୁହଁ ଖୋଛନ୍ତି। ସେ କହିଛନ୍ତି, ବିବାହ ପରେ ଇଛି ଦିନ…

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କହିଛନ୍ତି ଯେ, ସେ ଗତ…

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି । ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି ।…

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ଦିଲ୍ଲୀ ମାତ୍ର ୩୮ତମ ଓଭରରେ ୨୯୯…

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ ସ୍ଥିର କରିବା ଏବଂ ଆମେରିକା-ଭାରତ ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ରୋକିବା ପାଇଁ ପ୍ରକୃତ…

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା । ଏହାରି ଭିତରେ ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି…

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ ଜ୍ୟୋତି କୋଶଳ କଳା ମଣ୍ଡଳକୁ ଅଣାଯିବା ପରେ ମଠଖାଇ ମହୋତ୍ସବର ଅଧ୍ୟକ୍ଷ ତଥା ପୂର୍ବତନ…

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ…

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର କରିବେ। ବିଶ୍ୱର ଅନ୍ୟ ଦେଶଗୁଡ଼ିକ 6G ଆଡ଼କୁ ଦୌଡ଼ୁଥିବାବେଳେ ରାଜସ୍ଥାନର ଜଲୋର ଜିଲାର ୧୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?