ବାତ୍ୟା ଅମ୍ଫନ: ଜଗତ୍ସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବେଶି ପ୍ରଭାବ ରହିବ, ମଙ୍ଗଳବାର ରାତିରୁ ବୁଧବାର ସନ୍ଧ୍ୟାଯାଏ ସତର୍କ
ଭୁବନେଶ୍ୱର, ୧୯।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଧୀରେ ଧୀରେ ବର୍ଷା ବଢ଼ୁଥିବା ବେଳେ ମଙ୍ଗଳବାର ରାତିରୁ ବୁଧବାର ସନ୍ଧ୍ୟା ଯାଏ ଏହାର ପ୍ରଭାବ ଅଧିକ ରହିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ମହାନିର୍ଦ୍ଦେଶକ…
ନୋଟ୍ ମାସ୍କ
ମିରଟ୍: ଲକ୍ଡାଉନ ପାଇଁ ଏବେ ସବୁଆଡ଼େ କଟକଣା। ରାତି ୭ରୁ ସକାଳ ୭ ଯିବାଆସିବା ବନ୍ଦ। ଏଥିସହ ବାଇକ୍ ଚାଳକଙ୍କ ଲାଗି ପାସ୍ ସହିତ ମାସ୍କ ଓ ହେଲ୍ମେଟ୍ ବାଧ୍ୟତାମୂଳକ। ଏବେ ଲକ୍ଡାଉନର ଚତୁର୍ଥ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ କେତେଜଣ…
କଥା କହିବାରେ ସମସ୍ୟା ହୋଇପାରେ କରୋନା ଲକ୍ଷଣ
ଜେନିଭା: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଦେଇଛି। ଅଦ୍ୟାବଧି ୪୮ ଲକ୍ଷରୁ ଅଧିକ ଲୋକ ଏହି ଭୂତାଣୁ କବଳରେ ଫସିଥିବା ବେଳେ ୩ ଲକ୍ଷରୁ ଅଧଇକ ଲୋକ ପ୍ରାଣ ହରାଇ ସାରିଲେଣି। ଏଭଳି ମହାସଙ୍କଟ ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ…
କରୋନା ଆକ୍ରାନ୍ତଙ୍କ ଆଶା ଟିଇଜି
କଲରାଡୋ: ଥ୍ରୋମ୍ବୋଇଲାଷ୍ଟୋଗ୍ରାଫି (ଟିଇଜି) ପରୀକ୍ଷା ଗୁରୁତର କରୋନା ଆକ୍ରାନ୍ତ ରୋଗୀଙ୍କୁ ସୁରକ୍ଷା ଦେବ। ଏହା ହୃଦ୍ଘାତ ଏବଂ କିଡ୍ନୀ ଫେଲ୍ ଭଳି ଜଟିଳ ବ୍ୟାଧି ଆଶଙ୍କାକୁ ଯଥେଷ୍ଟ ମାତ୍ରାରେ କମ୍ କରିଦେଇପାରିବ। କୋଭିଡ୍-୧୯ ଉପରେ ଗବେଷଣା କରୁଥିବା ଆମେରିକାର ବିଶେଷଜ୍ଞମାନେ ଏପରି…
୧୨ ଜିଲାରେ ୧୪୭ ଟିମ୍ ମୁତୟନ: ‘ଅମ୍ଫନ୍’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ
କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ ମୁକାବିଲା କରାଯାଇଥିଲା, ସେହିପରି ଏହି ବାତ୍ୟାକୁ ସାହସର ସହ ମୁକାବିଲା ପାଇଁ ଅଗ୍ନିଶମ କର୍ମଚାରୀମାନେ…
୬ ଜିଲାରେ ଏନ୍ଡିଆର୍ଏଫ୍, ଓଡ୍ରାଫ, ଅଗ୍ନିଶମ ବାହିନୀ ମୁତୟନ
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ୍କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ପ୍ରସ୍ତୁତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା…
୨୦ ବର୍ଷ ପରେ ପୁଣି ମହାବାତ୍ୟା ଭୟ: ଏରସମା ବ୍ଲକ ଅଞ୍ଚଳରେ ସର୍ବାଧିକ ୧୦ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା
ଜଗତ୍ସିଂହପୁର ଅଫିସ୍/ଏରସମା,୧୯ା୫(ସ୍ବ.ପ୍ର.): ଦୀର୍ଘ ୨୦ ବର୍ଷ ପରେ ଆସନ୍ତା ୨୦ ତାରିଖରେ ପୁଣି ଏକ ମହାବାତ୍ୟାର ଆଶଙ୍କା ରହିଛି। ଏହି ଖବର ବିଶେଷକରି ୧୯୯୯ ମହାବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ଅଞ୍ଚଳ ଏରସମା ବ୍ଲକର ଲୋକଙ୍କୁ ଆତଙ୍କିତ କରିଦେଇଛି। ତେବେ ସମ୍ଭାବ୍ୟ ପରିସ୍ଥିତି…
କ୍ୱାରାଣ୍ଟାଇନ୍ ପାଉଣାରୁ କଟିବ ଟିକେଟ ଖର୍ଚ୍ଚ
ଭୁବନେଶ୍ୱର, ୧୯ା୫(ବ୍ୟୁରୋ): ପ୍ରବାସୀ ଶ୍ରମିକମାନଙ୍କ ସକାଶେ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ବାହାରୁ ଫେରିବାକୁ ଥିବା ଶ୍ରମିକମାନଙ୍କ ଟିକେଟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏକ ବଡ ସଂଖ୍ୟାରେ ଶ୍ରମିକମାନେ ଶ୍ରମିକ…
ଟ୍ରମ୍ପ୍ଙ୍କ ଧମକ: ଚାଇନା ହାତରେ କଣ୍ଢେଇ ସାଜିଛି ଡବ୍ଲ୍ୟୁଏଚ୍ଓ, ୩୦ ଦିନରେ ସୁଧାର ନ ଆସିଲେ ଫଣ୍ଡିଂ ହେବ ବନ୍ଦ
ଓ୍ବାଶିଂଟନ,୧୯।୫: କରୋନା ସଂକ୍ରମଣ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)କୁ ଧମକ ଦେଇଛନ୍ତି। ଡବ୍ଲ୍ୟୁଏଚ୍ଓ ଚାଇନା ହାତରେ କଣ୍ଢେଇ ସାଜିଛି। କରୋନା ସଂକ୍ରମଣର ତଥ୍ୟ ଲୁଚାଇବା ପାଇଁ ଚାଇନାର କଥା ଅନୁସାରେ ଡବ୍ଲ୍ୟୁଏଚ୍ଓ କାମ କରିଥିବାରୁ ପରିସ୍ଥିତି…
ପୁରୀରେ ହାଲ୍କା ବର୍ଷା, ପବନ: ରଥଖଳାରେ ଚାଲିଛି କାମ
ପୁରୀ ଅଫିସ,୧୯ା୫: ବାତ୍ୟା ‘ଅମ୍ଫନ’ ପ୍ରଭାବରେ ପୁରୀରେ ହାଲ୍କା ବର୍ଷା, ପବନ ଆରମ୍ଭ ହୋଇଛି । ମଙ୍ଗଳବାର ସକାଳୁ ଆକାଶ ମେଘାଛନ୍ନ ରହିଥିବା ବେଳେ ୯ଟା ବେଳକୁ ଝିପିଝିପି ବର୍ଷା ହୋଇଥିଲା। କିଛି ସମୟପରେ ବର୍ଷା ବନ୍ଦ ହୋଇଯାଇଥିଲା। ପୂନର୍ବାର ମଧ୍ୟାହ୍ନ…
୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ
କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍ସି) ତତ୍ପର ହୋଇପଡ଼ିଛି। ସିଏମ୍ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ ବୈଠକ ବସିଛି। ‘ଅମ୍ଫନ୍’ ମୁକାବିଲା ପାଇଁ ୧୪ ଜଣଙ୍କୁ ସେକ୍ଟର ଅଫିସର ଭାବେ…
ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍ସିର ଗୁରୁତ୍ୱ
କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ…
Archives


