Home

କୋଣାର୍କରେ ଏନ୍‌ଡିଆରଏଫ୍‌ ଟିମ୍‌ : ଲୋକଙ୍କୁ ସତର୍କ କଲା ପ୍ରଶାସନ

ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୯ରେ ପୁରୀ ଏଲୋ…

ବାତ୍ୟା ମୁକାବିଲା ପାଇଁ ତତ୍ପରତା: ସ୍ବତନ୍ତ୍ର ସେଲ୍‌ ଖୋଲିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପୂର୍ବତଟ ରେଳପଥ। ଫାଇଲିନ୍‌, ହୁଡ୍‌ହୁଡ୍‌, ତିତ୍‌ଲି ଓ ଫନୀ ବାତ୍ୟାରେ ରେଳପଥର ବିପୁଳ ସମ୍ପତ୍ତି ନ ହୋଇଥିଲା। ଏହାର ପୁନରାବୃତ୍ତି ନ ହେବା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ…

ସଂଗରୋଧ କେନ୍ଦ୍ରରେ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଘଟଣାର ତଦନ୍ତ ଜାରି

ବ୍ରହ୍ମଗିରି, ୧୯।୫(ଡି.ଏନ୍‌.ଏ) : ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଗୋରୁଆଳସ୍ଥିତ ଏକ ସଂଗରୋଧ କେନ୍ଦ୍ରରେ ସୋମବାର ବିଳମ୍ବତ ରାତିରେ ଜଣେ ନାବାଳିକାକୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଗୋରୁଆଳସ୍ଥିତ ପୁଲକେଶ୍ବରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ହୋଇଥିବା…

ରାଶନକାର୍ଡ ଅନିୟମିତତାର ତଦନ୍ତ ପାଇଁ ଓଏଚ୍‌ଆର୍‌ସିଙ୍କୁ ଅଭିଯୋଗ

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଯାଜପୁର ଜିଲାର ଧର୍ମଶାଳା, ବିଞ୍ଝାରପୁର ଓ ଓରେଇ ଆଦି ଅଞ୍ଚଳରେ ଭୂତ କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ସାମଗ୍ରୀ ଓ ଟଙ୍କା ହରିଲୁଟ ହେଉଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଘଟଣାର ତଦନ୍ତ ଦାବି କରି ରାଜ୍ୟ…

୬୪ ଦିନରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ: ଅନ୍ୟ ଦେଶ ତୁଳନାରେ ସ୍ଥିତି ନିୟନ୍ତ୍ରଣରେ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। କରୋନା ସଂକ୍ରମଣ କ୍ଷେତ୍ରରେ ଭାରତର ସ୍ଥିତି ପୃଥିବୀର ଅନ୍ୟ ଦେଶ ତୁଳନାରେ ନିୟନ୍ତ୍ରଣରେ ରହିଛି। କରୋନା ଓ୍ବାଲର୍‌ଡ ମିଟର ତଥ୍ୟ ଅନୁସାରେ ଭାରତରେ ୬୪ ଦିନ ମଧ୍ୟରେ ସଂକ୍ରମିତଙ୍କ…

ବିଏମ୍‌ସି ଅଞ୍ଚଳରେ ପୂର୍ବ କଟକଣା ବଳବତ୍ତର

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ନ କରିବା ପର୍ଯ୍ୟନ୍ତ ଭୁବନେଶ୍ୱରରେ ପୂର୍ବ କଟକଣା ବଳବତ୍ତର ରହିବ। ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ଜିଲାପାଳ ଓ ପୌରାଞ୍ଚଳ ଅଧିକାରୀ କ’ଣ ଖୋଲିବ ଓ କ’ଣ ବନ୍ଦ…

ଧରିତ୍ରୀ ପ୍ରଭାବ: ବିନାନୁମତିରେ ଖୋଲାଥିବା ଦୋକାନ ବନ୍ଦ ହେଲା

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍‌ଡାଉନ ଜାରି ରହିଥିବାବେଳେ ମାର୍କେଟ, କମ୍ପ୍ଲେସ ଓ ମଲ୍‌ ବନ୍ଦ ପାଇଁ ନିର୍ଦ୍ଦେଶ ଥିଲା। ହେଲେ ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ବ୍ୟବସାୟୀମାନେ ରବିବାର ଦୋକାନ ଖୋଲିଥିଲେ। ଏ ନେଇ ଧରିତ୍ରୀରେ ‘ମାର୍କେଟ ବିଲ୍ଡିଂରେ ଚାଲିଲା ବେପାର’ ଶୀର୍ଷକ ଖବର ପ୍ରକାଶିତ…

କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ଡେରାବିଶ ବ୍ଲକ ମୁକୁନ୍ଦପୁର ନୋଡାଲ…

ପ୍ରବାସୀ ଶ୍ରମିକଙ୍କ ପାଇଁ ଚପଲ ବ୍ୟବସ୍ଥା କଲା ଆଗ୍ରା ପୋଲିସ

ଆଗ୍ରା,୧୯।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଦେଶର ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକ ଭିଟାମାଟିକୁ ଫେରିବା ଲାଗି ଚାହିଁ ବସିଛନ୍ତି। ଉତ୍ତରପ୍ରଦେଶର…

ବଇଁଆ ବନାପୁର କ୍ୱାରାଣ୍ଟାଇନରେ କୋଲକାତା ଫେରନ୍ତାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ,୧୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବଇଁଆ ବନାପୁର ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଜଣେ କୋଲକାତା ଫେରନ୍ତା ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରପଦା ଗ୍ରାମର ଦେବେନ୍ଦ୍ର ରାଉତ। ଗତ ରବିବାର ରାତିରେ ଦେବେନ୍ଦ୍ର କୋଲକାତାରୁ ଫେରି ଭଣ୍ଡାରିପୋଖରୀ…

ଗର୍ଭବତୀ ମହିଳାଙ୍କୁ ମେଡିକାଲ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୯।୫: ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପକ୍ଷରୁ ବେଶ ତତ୍ପରତା ଦେଖାଦେଇଛି। ବାତ୍ୟା ପାଇଁ ପ୍ରଶାସନ ବାସୁଦେପୁର, ଧାମରା ଓ ଚାନ୍ଦବାଲି ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗର୍ଭବତୀଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ ଏହି ସବୁ…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ଅତିକ୍ରମ କଲା

ନୂଆଦିଲ୍ଲୀ,୧୯।୫: ଗୋଟିଏ ପଟେ କରୋନା ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ ଏହା ଏବେ ୫୬ ଦିନ ପୂରଣ କରିଛି। ହେଲେ ଏବେବି ଦେଶରେ ଗତ ୨୪ ଘଣ୍ଟାରେ ୪,୯୭୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସମସ୍ତଙ୍କୁ ଚିନ୍ତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri