କ୍ବାରାଣ୍ଟାଇନ କେନ୍ଦ୍ରରେ ଯୁବକଙ୍କୁ ସାପ କାମୁଡିଲା
ସଜନାଗଡ, ୧୮ା୫(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ତେଲିପାଳ ସେବାଶ୍ରମ କ୍ବାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ତେଲିପାଳ ପଞ୍ଚାୟତ ବାସିନ୍ଦା ତେଲେଙ୍ଗାନା ଫେରନ୍ତା କୃଷ୍ଣ ରାଉତ (୨୨) ସୋମବାର ସାରେ ସାପ କାମୁଡାରେ ଗୁରୁତର ହୋଇପଡିଛନ୍ତି। ତାଙ୍କର ଚିକିତ୍ସା ପାଇଁ ପ୍ରଥମେ ବରହମପୁର…
ଛାଡ଼ି ପଳାଉଥିଲା ବସ୍, ପୋଲିସ ହସ୍ତକ୍ଷେପ ପରେ ଝାଡ଼ଖଣ୍ଡ ଫେରିଲେ ୧୪ ପ୍ରବାସୀ
ଦେବଗଡ଼,୧୮ା୫(ଡି.ଏନ.ଏ.): ତାମିଲନାଡୁରେ ଫସି ରହିଥିବା ଦେବଗଡ ଜିଲା ରିଆମାଳ ବ୍ଲକ୍ର ୧୬ଜଣ ପ୍ରବାସୀ ଏକ ବସ୍ (ନଂ-ଟିଏନ୍-୩୨ ଏସି-୨୭୯୯)ରେ ଆସି ପହଞ୍ଚିଛନ୍ତି। ହେଲେ ସେଥିରେ ଥିବା ଝାଡ଼ଖଣ୍ଡ ଚାଇଁବସାର ଅନ୍ୟ ୧୪ ଜଣ ଶ୍ରମିକଙ୍କୁ ଦେବଗଡ଼ ସହରରେ ଛାଡି ବସ୍ଟି ଖସି…
ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା
ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍ଇଜିଏସ୍ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ଏ ସମ୍ପର୍କରେ ବାହାନଗା ବିଡିଓ, ତହସିଲଦାର, ସୋର…
ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ
ରସୁଲପୁର, ୧୮।୫ (ଡି.ଏନ୍.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି। ଲଗାତର…
ନୟାଗଡ଼ରେ ଆଉ ୩ କରୋନା ଆକ୍ରାନ୍ତ
ନୟାଗଡ଼ ଅଫିସ/ଗଣିଆ,୧୮ା୫(ଡି.ଏନ୍.ଏ.): ଗଣିଆ ବ୍ଲକର ୩ଜଣ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୩୧, ୪୭ ଓ ୪୮ ବର୍ଷର ପ୍ରବାସୀ ଶ୍ରମିକ ଚିହ୍ନଟ ହୋଇଛନ୍ତି। ଏମାନେ…
ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ
କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ ଏନ୍ଡିଆର୍ଏଫ୍ର…
ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ ସାମନ୍ତରାୟ ସୋମବାର ଏହି କ୍ଷମତା ପ୍ରୟୋଗ କରି କୁଞ୍ଜବନ ଓ ବାମ୍ବଡା ଗ୍ରାମର ୫ଟି…
ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ
ବରଗଡ଼ ଅଫିସ୍,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନବିକ୍ରିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ସୋମବାର ଜୟ କିସାନ ଆନ୍ଦୋଳନ ନେତୃତ୍ୱରେ…
ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ
ବିନିକା୧୮ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ହେଲେ ସେ ମା’ଙ୍କୁ ମୁଖାଗ୍ନି ଦେଇ ପାରି ନାହାନ୍ତି। ଏବେ ସେ…
ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍
ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍ ୨୦…
ମୁକାବିଲା ପାଇଁ ପୋଲିସ ସଜାଗ-ଡିଜିପି
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୧୮।୫-ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରିଥିଲେ। ସେ ପ୍ରଥମେ ପୂର୍ବାହ୍ନ ୧୧ଟା ୨୦ମିନିଟ୍ରେ ବାଲେଶ୍ୱର…
ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ
ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍ରେ ବଲାଙ୍ଗୀର ସମେତ ଓଡିଶାର ୩୦ଜିଲାର ପ୍ରାୟ ୪ ହଜାର ପ୍ରବାସୀ ଆସିଥିଲେ। ଭୋର ୪ଟାରେ ବିଶାଖାପାଟଣାରୁ ଆସିଥିବା…
Archives


