Home

ଖଲ୍ଲିିକୋଟ କଲେଜ ପକ୍ଷରୁ ଅନ୍‌ଲାଇନ୍‌ ଶିକ୍ଷାଦାନ : କ୍ଲାସ କଲେ ବିିିବିଏ, ଇଟିସି, ଏମ୍‌ଏଫଏ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୮ା୪-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା ଫଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏହି ସମୟରେ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ…

ସଂକ୍ରମଣ ରୋକିବ ‘ସେନ୍ସର ଚାଳିତ ବିଶୋଧନ ଯନ୍ତ୍ର’: ୩ ଦିନରେ ତିଆରି କରି ଚର୍ଚ୍ଚାରେ ଯୁବକ

ପଦ୍ମପୁର, ୧୮ା୪(ଡି.ଏନ.ଏ.)-ସାରା ବିଶ୍ୱ ଏବେ କରୋନା କବଳରୁ ମୁକ୍ତି ପାଇବା ପାଇଁ ଲଢ଼େଇ କରୁଛି। ଏଭଳି ସ୍ଥିତିରେ ମଣିଷ ଶରୀରକୁ ମାତ୍ର ଦୁଇ ସେକେଣ୍ଡରେ ପ୍ରାକୃତିକ ବିଶୋଧନ ଦ୍ରବଣ ବ୍ୟବହାର କରି ସେନ୍ସର ଦ୍ୱାରା ମୋଟରଚାଳିତ ସିଞ୍ଚନ ଯନ୍ତ୍ରରେ ପୁରା ମଣିଷ…

ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ…

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ପାଇଁ ଅପେକ୍ଷା ଯନ୍ତ୍ରଣାଦାୟକ

ନୂଆଦିଲ୍ଲୀ, ୧୭ା୪(ପି.ଟି.)-ନିଜର ଭବିଷ୍ୟତକୁ ନେଇ ଦ୍ୱନ୍ଦ୍ୱ ଓ ଉତ୍କଣ୍ଠାରେ ରହିଛନ୍ତି ଜାତୀୟ ରେକର୍ଡ ହାସଲକାରୀ ଲଙ୍ଗ୍‌ଜମ୍ପର ମୁରଲୀ ଶ୍ରୀଶଙ୍କର। କୋଭିଡ୍‌-୧୯ ମହାମାରୀର ଆବିର୍ଭାବ ତାଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବା ପାଇଁ ସେ ଯେଉଁ ଯୋଜନା…

୨୦୨୧ ଟୋକିଓ ଅଲିମ୍ପିକ୍ସ : ଧୈର୍ଯ୍ୟ ହରାଇ ନାହାନ୍ତି ସାନିଆ

ନୂଆଦିଲ୍ଲୀ, ୧୭।୪- ଦୀର୍ଘ ଦୁଇବର୍ଷ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଟେନିସରୁ ଦୂରେଇ ରହିବାପରେ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲେ ଭାରତର ସାନିଆ ମିର୍ଜା। ଲକ୍ଷ୍ୟଥିଲା ଟୋକିଓ ଅଲିମ୍ପିକ୍ସ। ମାତ୍ର କରୋନା ଭାଇରସ ସଂକ୍ରମଣ ପ୍ରଭାବରେ ଅଲିମ୍ପିକ୍ସ ୨୦୨୧କୁ ଘୁଞ୍ଚାଇ ଦିଆ ଯାଇଛି ଏବଂ ସମ୍ପୂର୍ଣ୍ଣ କ୍ରୀଡ଼ା…

୬୬ରେ ପହଞ୍ଚିଲା ରାଜଧାନୀର କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ,୧୭।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏଠାରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ମଧ୍ୟ ବଢି ଚାଲିଛି। ଶୁକବ୍ରାର ସୁଦ୍ଧା ସଙ୍ଗମ ବିହାରକୁ ନେଇ ରାଜଧାନୀ ଦିଲ୍ଲିୀର କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୬୬ରେ ପହଞ୍ଚିଛି। ସଙ୍ଗମ ବିହାରରେ…

ଭାରତ ବିଶ୍ୱକୁ ଔଷଧ ଯୋଗାଉଥିବା ବେଳେ ପାକିସ୍ତାନ ଦେଉଛି ଆତଙ୍କବାଦ: ସେନାମୁଖ୍ୟ

ଶ୍ରୀନଗର,୧୭।୪: କରୋନା ଭାଇରସକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି। ଭାରତ ଏହି ସମୟରେ ବିଶ୍ୱର ବିଭିନ୍ନ ଦେଶକୁ ଔଷଧ ଯୋଗାଉଥିବା ବେଳେ ପାକିସ୍ତାନ କିନ୍ତୁ ଆତଙ୍କବାଦଠାରୁ ଦୂରେଇ ଯାଇନି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି ଭାରତୀୟ ସେନାମୁଖ୍ୟ ମନୋଜ ମୁକୁନ୍ଦ…

କରୋନା ଟେଷ୍ଟ କଲେ ମୁଖ୍ୟମନ୍ତ୍ରୀ

ଅମରାବତୀ,୧୭।୪: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ଶୁକ୍ରବାର ତାଙ୍କର କୋଭିଡ-୧୯ ଟେଷ୍ଟ କରାଇଛନ୍ତି। ତେବେ ତାଙ୍କର ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି। ରାପିଡ ଟେଷ୍ଟ କିଟ୍‌ ମାଧ୍ୟମରେ ସେ ଏହି ଟେଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କୋରିଆରୁ ଶୁକ୍ରବାର ୧…

ଖୁସି ଖବର: ଗୋଟିଏ ଦିନରେ ସୁସ୍ଥ ହେଲେ ୧୦, ଚିହ୍ନଟ ହେଲେ ୧

ଥିରୁଭାନନ୍ତପୁରମ,୧୭।୪: କେରଳରେ କରୋନା ସଂକ୍ରମଣ ପ୍ରଥମେ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ଏବେ ସେଠାରୁ ଆସିଛି ଖୁସି ଖବର। ଶୁକ୍ରବାର ସେଠାରେ ଜଣେ ମାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ରୋଗୀ ସୁସ୍ଥ ହୋଇଥିବା କହିଛି…

୧ ଲକ୍ଷ କୋଭିଡ-୧୯ ରାପିଡ ଟେଷ୍ଟିଂ କିଟ୍‌ ଗ୍ରହଣ କଲା ଆନ୍ଧ୍ର ପ୍ରଦେଶ

ଅମରାବତୀ,୧୭।୪: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବାରୁ ଏବେ ଏହାର ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି ଉଭୟ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାର। ଏହି କ୍ରମରେ ଶୁକ୍ରବାର ଆନ୍ଧ୍ରପ୍ରଦେଶ ସରକାର ଦକ୍ଷିଣ କୋରିଆରୁ ଆସିଥିବା ୧…

କ୍ୱାରାଣ୍ଟାଇନକୁ ଗଲେ ୨୬ ପୋଲିସ

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ ଦିଲ୍ଲୀରେ ତା’ର କାୟା ବିସ୍ତାର କରି ଚାଲିଛି। ଜଣେ ଷ୍ଟେଶନ ହାଉସ ଅଫିସରଙ୍କ ସମେତ ଶୁକ୍ରବାର ୨୬ ଜଣ ପୋଲିସ କରୋନା ସଂକ୍ରମଣ ସନ୍ଦେହରେ କ୍ୱାରାଣ୍ଟାଇନକୁ ଯାଇଥିବା ସୂଚନା ମିଳିଛି। ପୂର୍ବରୁ ୨ କନଷ୍ଟେବଳ କରୋନା ପଜିଟିଭ…

୩ ମାସ ପର୍ଯ୍ୟନ୍ତ ଘରଭଡା ଆଦାୟ କରିବେନି ମାଲିକ

ମୁମ୍ବାଇ,୧୭।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଅନେକ ଲୋକଙ୍କ ଜୀବନଜୀବିକା ଉପରେ ଏହା ପ୍ରଭାବ ପକାଇଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ଷ୍ଟେଟ ହାଇସିଂ ଡିପାର୍ଟମେଣ୍ଟ ଶୁକ୍ରବାର ଘୋଷଣା କରିଛି କି ରାଜ୍ୟରେ ଘର ମାଲିକମାନେ ଅତିକମ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri