Home

ଦୁର୍ଗାମାଧବ ନାଏକ ଫାଓ ମୁଖ୍ୟ ରେଫରି

ସୁନ୍ଦରଗଡ, ୧୭।୪ (ଡି.ଏନ୍‌.ଏ.) ଫୁଟବଲ ଆସୋସିଏସନ ଅଫ୍‌ ଓଡିଶା (ଫାଓ) ତରଫରୁ ଜାତୀୟ ରେଫରୀ ଦୁର୍ଗାମାଧବ ନାଏକଙ୍କୁ ଓଡିଶାର ରେଫର ମୁଖ୍ୟ (ହେଡ ଅଫ୍‌ ରେଫରୀ) ଭାବେ ନିଯୁକ୍ତ କରାଯାଇଛି। ୧୯୯୮ରେ ସେ ରାଜ୍ୟସ୍ତରୀୟ ରେଫରି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୦୮ରେ…

ସହଯୋଗର ହାତ ବଢ଼ାଇଲେ ଶିଳ୍ପପତି: ଖବରକାଗଜ ବିତରକଙ୍କୁ ମିଳିଲା ଚାଉଳ

ବରଗଡ଼ ଅଫିସ୍‌,୧୭।୪: ଲକ୍‌ଡାଉନ କଟକଣା ଯୋଗୁ ଖବରକାଗଜ ବିତରକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଫଳରେ ସେମାନଙ୍କୁ କିଛି ସହାୟତା ପ୍ରଦାନ ଦାବିରେ କିଛିଦିନ ତଳେ ବରଗଡ଼ ଜିଲା ଖବରକାଗଜ ବିତରକମାନେ ଜିଲା ପ୍ରଶାସନ ନିକଟରେ ଫେରାଦ ହୋଇଥିଲେ। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ…

ରିଲିଫ ପାଣ୍ଠିକୁ ଦେବାକୁ ଘର ଘର ବୁଲି ଟଙ୍କା ସଂଗ୍ରହ

ସମ୍ବଲପୁର,୧୭ା୪(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ୍‌ ଡଙ୍ଗାପାଳ ଗ୍ରାମର କେତେକ ମହିଳା ୨୫ ହଜାର ୮ ଶହ ୩୩ ଟଙ୍କା ଆଦାୟ କରିଛନ୍ତି। ଶୁକ୍ରବାର ସ୍ଥାନୀୟ ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ‘ଉତ୍ସବ’ ସହଯୋଗରେ ମହିଳାମାନେ ଘର ଘର ବୁଲି ଏହି…

୮୩ ୟୁନିଟ୍‌ ରକ୍ତ ସଂଗୃହୀତ

ଆନନ୍ଦପୁର,୧୭। ୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀର ରାମଚନ୍ଦ୍ରପୁର ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ରକ୍ତଦାନ ଶିବିର…

ସାକ୍ଷୀଗୋପାଳ ବ୍ୟାଙ୍କ, ବଜାର ବୁଲି ଲକ୍‌ଡାଉନ ସ୍ଥିତି ପରଖିଲେ ସ୍ବତନ୍ତ୍ର ଅଧିକାରୀ

ସାକ୍ଷୀଗୋପାଳ, ୧୭।୪(ଡି.ଏନ୍‌.ଏ): କରୋନା ସଂକ୍ରମଣ ରୋକିବାକୁ ସାରା ରାଜ୍ୟରେ ଲକ୍‌ଡାଉନ ଜାରିରହିଛି। ଏହି ଅବସରରେ କରୋନା ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ପୁରୀ ଜିଲା ସାକ୍ଷୀଗୋପାଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଶେଷକରି ବ୍ୟାଙ୍କ ଓ ବଜାରରେ ଲୋକମାନେ ସାମାଜିକ ଦୂରତା ରକ୍ଷା…

ଲୋକଙ୍କୁ ମାସ୍କ, ସାନିଟାଇଜର ବାଣ୍ଟିଲା ଏମ୍‌ସିଏଲ୍‌

ସମ୍ବଲପୁର, ୧୭।୪ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ତାଳଚେର ଜଗନ୍ନାଥ କ୍ଷେତ୍ର ପକ୍ଷରୁ ପଦ୍ମାବତୀପୁର ଗ୍ରାମବାସୀଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରାଯାଇଛି । କୋଭିଡ- ୧୯ ସଂକ୍ରମଣକୁ ପ୍ରତିରୋଧ କରିବା ଲାଗି କମ୍ପାନୀ ପକ୍ଷରୁ ବିବିଧ କାର୍ଯ୍ୟକ୍ରମ ହାତକୁ…

୯୦ ବାଉଁଶ କାରିଗର ପରିବାର ପ୍ରଭାବିତ

ସମ୍ବଲପୁର,୧୭ା୪(ବ୍ୟୁରୋ): ମହାମାରୀ କରୋନା ଯୋଗୁ ସରକାରଙ୍କ କଟକଣା ଓ ଲକ୍‌ ଡାଉନ୍‌ ଘୋଷଣା ଅନେକ ଲୋକଙ୍କ ହାତରୁ ରୋଜଗାର ଛଡାଇ ନେଇଛି । ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି ବୁଣାକାର, ଶିଳ୍ପୀ, ଦିନମଜୁରିଆ, ବାଉଶଁ କାରିଗର ଭଳି କାରିଗର ପରିବାର ।…

ଲକ୍‌ଡାଉନ୍‌ରେ ଫି’କୁ ନେଇ ଘରୋଇ ସ୍କୁଲ ଉପରେ ସରକାରଙ୍କ ଛାଟ

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀରେ ଲକ୍‌ଡାଉନ୍‌ ସମୟରେ ଅଭିଭାବକଙ୍କଠାରୁ ମିଳୁଥିବା ଅଭିଯୋଗକୁ ଧ୍ୟାନରେ ରଖି ଉପମୂଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନୀଷ ସିସୋଡିଆ ସ୍କୁଲମାନଙ୍କ ପାଇଁ ଏକ କଡ଼ା ନିୟମ ତିଆରି କରିଛନ୍ତି। ଶୁକ୍ରବାର ଏନେଇ ସିସୋଡିଆ ଟୁଇଟ କରିଛନ୍ତି। ରାଜ୍ୟର ସମସ୍ତ ଘରୋଇ ସ୍କୁଲଗୁଡ଼ିକ…

ଗଞ୍ଜାମ ଜିଲାପାଳଙ୍କ ଆଉ ଏକ ପଦକ୍ଷେପ: ନିଜେ ରକ୍ତ ଦେବାପରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଗାଡ଼ିର କଲେ ଶୁଭାରମ୍ଭ

ଶେରଗଡ,୧୭।୪(ଡି.ଏନ୍‌.ଏ.): ବିଭିନ୍ନ ଯୋଜନାର ସଫଳ ରୁପାୟନ ଠାରୁ ଆରମ୍ଭ କରି କରୋନା ମୁକାବିଲା ପର୍ଯ୍ୟନ୍ତ ସବୁଥିରେ ଆଗରେ ରହିଛି ଗଞ୍ଜାମ ଜିଲା। ଏ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧୁବାଦ…

୧୬୭ ବର୍ଷରେ ପ୍ରଥମ ଥର ଭାଙ୍ଗିଲା ପରମ୍ପରା: ପ୍ରତିଷ୍ଠା ଦିବସରେ ଗଡିଲାନି ଯାତ୍ରୀବାହୀ ଟ୍ରେନ୍‌

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ ଏବେ‘ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହି ମହାମାରୀର ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଗାଡିମୋଟର ଚଳାଚଳ, ଟ୍ରେନ୍‌ ଓ ବିମାନ ସେବା ବାଧାପ୍ରାପ୍ତ ହୋଇଛି। ଫଳରେ ଲୋକଙ୍କ ଯାତାୟାତ ବନ୍ଦ…

ବନାରସରୁ ଫେରି କ୍ବାରାଣ୍ଟାଇନରେ ରହିଲେ ୪୩ ତୀର୍ଥଯାତ୍ରୀ

ସରଣ୍ଡା,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ବନାରସରେ ବରଗଡ଼, ସମ୍ବଲପୁର, ଢ଼େଙ୍କାନାଳ ଅଞ୍ଚଳର ସମୁଦାୟ ୪୩ଜଣ ତୀର୍ଥଯାତ୍ରୀ ଫସି ରହିଥିଲେ । ତେବେ ଗୁରୁବାର ରାତ୍ରିରେ ସେମାନେ ଏକ ବସ୍‌ ଯୋଗେ ଅତାବିରା ପହଞ୍ଚିଥିଲେ । ସେମାନେ ଏଠାକୁ ପହଞ୍ଚିବା ପରେ…

ପାରିଶ୍ରମିକ କାଟ୍‌ କଲା କାରଖାନା, ଜିଲାପାଳଙ୍କୁ ଫେରାଦ ହେଲା ଠିକା ଶ୍ରମିକ ସଂଘ

ବରଗଡ଼ ଅଫିସ୍‌,୧୭।୪: ଏସିସି ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା କର୍ତ୍ତୃପକ୍ଷ ଏଠାରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ମଜୁରୀ ତଥା ପାରିଶ୍ରମିକ କାଟ୍‌ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ଶୁକ୍ରବାର ବରଗଡ଼ ସିମେଣ୍ଟ ଠିକା ଶ୍ରମିକ ସଂଘ ଜିଲାପାଳଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri