Home

ପିସ୍‌ ଟିଭିକୁ ୩ ଲକ୍ଷ ପାଉଣ୍ଡ ଜରିମାନା

ଲଣ୍ଡନ,୧୮ା୫(ପି.ଟି.): ଘୃଣିତ ବକ୍ତୃତା ପ୍ରସାରଣ ଲାଗି ବିବାଦୀୟ ଇସ୍‌ଲାମିକ୍‌ ବକ୍ତା ଜାକିର ନାଏକଙ୍କ ପିସ୍‌ ଟିଭିକୁ ବ୍ରିଟେନ୍‌ର ଗଣମାଧ୍ୟମ ନିୟନ୍ତ୍ରକ ଅଫ୍‌କମ୍‌ ୩ ଲକ୍ଷ ପାଉଣ୍ଡ ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରସାରଣ ନିୟମର ଉଲ୍ଲଂଘନ ପାଇଁ ପିସ୍‌ ଟିଭି ଉର୍ଦ୍ଦୁର ଲାଇସେନ୍ସଧାରୀଙ୍କ…

ଆଭ୍ୟନ୍ତରୀଣ ଅଙ୍ଗ ନଷ୍ଟ କରିପାରେ କରୋନା

ବେଜିଂ,୧୮ା୫(ପି.ଟି.): କରୋନା ଆକ୍ରାନ୍ତ ରୋଗୀଙ୍କର ବିଭିନ୍ନ ଆଭ୍ୟନ୍ତରୀଣ ଅଙ୍ଗ କ୍ଷତିଗ୍ରସ୍ତ ହୋଇପାରେ ବୋଲି ଚାଇନା ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷ ସତର୍କ କରାଇବା ସହ ରୋଗୀମାନଙ୍କ ସ୍ବାସ୍ଥ୍ୟବୀମା ସୀମାକୁ ବଢ଼ାଇଛନ୍ତି। କୋଭିଡ୍‌-୧୯ରୁ ଆରୋଗ୍ୟ ହୋଇଥିବା ଲୋକଙ୍କ ପାଇଁ ଚାଇନାର ଜାତୀୟ ସ୍ବାସ୍ଥ୍ୟ ଆୟୋଗ (ଏନ୍‌ଏଚ୍‌ସି)…

CORONAVIRUS UPDATE: ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ନୂଆ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ୨୨ଟି ଜିଲାରେ…

୯/୧୧ ଭଳି ଆକ୍ରମଣ ପାଇଁ ପାକ୍‌ର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୮ା୫(ଆଇଏଏନ୍‌ଏସ୍‌): ପାକିସ୍ତାନ ପାଶ୍ଚାତ୍ୟ ଦେଶଗୁଡ଼ିକ ବିରୋଧରେ ୯/୧୧ ଆକ୍ରମଣ ଭଳି ଆଉ ଏକ ଷଡ଼ଯନ୍ତ୍ର ରଚୁଛି। ପାକିସ୍ତାନ ସମର୍ଥତ୍ତ ହକ୍କାନି ନେଟ୍‌ଓ୍ବର୍କ (ଏଚ୍‌କ୍ୟୁଏନ୍‌) ଇସ୍‌ଲାମିକ୍‌ ଆତଙ୍କବାଦୀ ସଙ୍ଗଠନ ଅଲ୍‌-କାଏଦାକୁ ଏହି ଆକ୍ରମଣ ପାଇଁ ସହଯୋଗ କରୁଛି। ଆଫଗାନିସ୍ତାନର ପୂର୍ବତନ ଗୋଇନ୍ଦା…

ହିତାଧିକାରୀଙ୍କ ଚାଉଳ କାଟିବା ଘଟଣା: ବାଲିବିଲି ପଞ୍ଚାୟତ ରିଟେଲର ନିଲମ୍ବିତ

ବରୀ/ରତ୍ନଗିରି,୧୮ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ବାଲିବିଲି ପଞ୍ଚାୟତର ସରକାରୀ ରିଟେଲର ଅନିରୁଦ୍ଧ ସାମଲ ନିଲମ୍ବତ ହୋଇଥିବା ନିଲମ୍ବିତ ରାଜ୍ୟ ଯୋଗାଣ ମନ୍ତ୍ରୀ ଟୁଇଟ୍‌ ମାଧ୍ୟମରେ ଜଣାଇଛନ୍ତି। ଏହି ଗ୍ରାମର ହିତାଧିକାରୀମାନଙ୍କ ଚାଉଳ କାଟିବା ଯୋଗୁ ହିତାଧିକାରୀମାନେ ବରୀ ଗୋଷ୍ଠୀ…

ଦିଲ୍ଲୀରୁ ଫେରିଗଲେଣି ୬୦% ଦେହଜୀବୀ

ନୂଆଦିଲ୍ଲୀ,୧୮ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଜୀବିକା ହରାଇ ଦିଲ୍ଲୀର ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଯୌନକର୍ମୀ ସେମାନଙ୍କ ରାଜ୍ୟକୁ ଫେରିଗଲେଣି। କରୋନା ସଂକ୍ରମଣ ଭୟରେ ଗ୍ରାହକ ଆସୁ ନ ଥିବାରୁ ଦେହଜୀବୀଙ୍କ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଥିବା ଏକ ଫୋରମ୍‌ ପକ୍ଷରୁ କୁହାଯାଇଛି। ଦିଲ୍ଲୀରେ…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବ ନିର୍ବାଚନ

ଇସ୍‌ଲାମାବାଦ,୧୮ା୫(ପି.ଟି.): ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ପ୍ରଦେଶରେ ନିର୍ବାଚନକୁ ଭାରତ ଜୋର୍‌ଦାର ବିରୋଧ କରିଆସୁଥିବାବେଳେ ପାକିସ୍ତାନ ରାଷ୍ଟ୍ରପତି ଅରିଫ୍‌ ଆଲ୍‌ଭି ସେଠାରେ କାମଚଳା ସରକାର ଗଠନ ସହ ଭୋଟଗ୍ରହଣ ଲାଗି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଉକ୍ତ ଅଞ୍ଚଳରେ ସାଧାରଣ ନିର୍ବାଚନ କରାଇବା ଲାଗି ୨୦୧୮…

‘ଭୁଆଁ ବୁଲାଉଛି କେନ୍ଦ୍ର’

ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍‌ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍‌ ଘୋଷଣା କରିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କ୍ରମାଗତ ୫ ଦିନ ଧରି…

ଭଦ୍ରକରେ ପହଞ୍ଚିଲା ଦୁଇ ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ ମୁକାବିଲା ପାଇଁ ଭଦ୍ରକରେ ଦୁଇଟି ଓଡ୍ରାଫ୍‌ ଟିମ୍‌ ପହଞ୍ଚିଛନ୍ତି। ରବିବାର ମଧ୍ୟ ଦୁଇ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚିଥିଲା। ସେମାନଙ୍କୁ ପ୍ରଶାସନ ପକ୍ଷରୁ ଗୋଟିଏ ଟିମ୍‌କୁ ଭଦ୍ରକରେ ମୁତୟନ କରାଯାଇଥିବା ବେଳେ ଅନ୍ୟ ଏକ ଟିମ୍‌କୁ…

ଲକ୍‌ଡାଉନ୍‌ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮ା୫(ଆଇଏଏନ୍‌ଏସ୍‌): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କଲେ ସମ୍ପୃକ୍ତ…

ଘରୋଇକରଣ ହେବ ଅଧିକ ରାଷ୍ଟ୍ରାୟତ୍ତ ସଂସ୍ଥା

ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା କବଳିତ ଅର୍ଥ ବ୍ୟବସ୍ଥାକୁ ପୁନର୍ଜିବିତ ଲାଗି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ଏହାର ୫ମ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ଘୋଷଣା କରିଛନ୍ତି। ଦେଶର…

ଲକ୍‌ଡାଉନ୍‌ ପାଇଁ ପଛେଇଯାଇଛି ଅନ୍ଧତ୍ୱ ଦୂରୀକରଣ ଯୋଜନା: ମୋତିଆବିନ୍ଦୁ ରୋଗୀଙ୍କ ସଙ୍କଟ ବଢ଼ିଲା

କଟକ ଅଫିସ, ୧୮ା୫: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ ଯୋଗୁ ଏବେ ସରକାରଙ୍କ ଅନ୍ଧତ୍ୱ ଦୂରୀକରଣ ଯୋଜନା ଅନେକ ଯୋଜନ ପଛକୁ ଚାଲିଯାଇଛି। ପ୍ରତି ମାସରେ ଯେଉଁ ସଂଖ୍ୟାରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ହେଉଥିଲା, ଲକ୍‌ଡାଉନ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri