Home

Sunita Williams Return Video: ସୁରକ୍ଷିତ ଭାବେ ପୃଥିବୀକୁ ଫେରିଲେ ସୁନୀତା ୱିଲିୟମ୍ସ: ଫ୍ଲୋରିଡା ଉପକୂଳରେ କଲେ ଅବତରଣ, ଦେଖନ୍ତୁ ଭିଡିଓ

ଫ୍ଲୋରିଡା,୧୯।୩: ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ ୱିଲ୍‌ମୋର ୯ ମାସ ପରେ ଶେଷରେ ପୃଥିବୀକୁ ଫେରିଛନ୍ତି। ଉଭୟ ମହାକାଶଚାରୀ ବୁଧବାର ଭାରତୀୟ ସମୟ ସକାଳ ସାଢ଼େ ୩ଟାରେ ସୁରକ୍ଷିତ ଭାବେ ଫ୍ଲୋରିଡା ଉପକୂଳରେ ଅବତରଣ କରିଥିଲେ।…

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ ଖାରିପଲ୍ଲୀ ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ରକରି ମଙ୍ଗଳବାର ସନ୍ଧ୍ୟାରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି।…

ପାରଳାଖେମୁଣ୍ଡିରେ ମେଡିକାଲ କଲେଜ ଖୋଲିବାକୁ ଦାବି ଜଣାଇଲେ ବିଧାୟକ

ଗଜପତି,୧୮।୩ି(ଗିରିଧାରୀ ପରିଛା): ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲୁ ରହିଥିବା ବେଳେ ପାରଳାଖେମୁଣ୍ଡି ବିଧାୟକ ଇଂ.ରୁପେଶ କୁମାର ପାଣିଗ୍ରାହୀ ପାରଳାଖେମୁଣ୍ଡିଠାରେ ଏକ ମେଡିକାଲ କଲେଜ ଖୋଲିବାକୁ ଦାବି ଜଣାଇଛନ୍ତି। ଏଥିସହ ଗଜପତି ଜିଲାରେ ସ୍ବାସ୍ଥ୍ୟ କର୍ମଚାରୀ ଅଭାବ ସମ୍ପର୍କରେ ପ୍ରଶ୍ନ କରିଥିଲେ। ଏହାର…

ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ମଙ୍ଗଳବାର ଦେବୀଙ୍କ ଶୀତଳ ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ…

ଜଣେ କି ଦୁଇଜଣ ନୁହେଁ, ୧୩ ଖେଳାଳିଙ୍କୁ ବାହାର କରିଦେବ ପଞ୍ଜାବ କିଙ୍ଗ୍ସ; ଏଭଳି ହେବ…

ନୂଆଦିଲ୍ଲୀ,୧୮।୩: ଆଇପିଏଲ୍‌ ୨୦୨୫ ପାଇଁ ପଞ୍ଜାବ କିଙ୍ଗ୍ସ ଗୋଟିଏ ବି ଖେଳାଳିଙ୍କୁ ରିଟେନ କରି ନ ଥିଲା। ଦଳ ମେଗା ନିଲାମରେ ସମସ୍ତ ଖେଳାଳିଙ୍କୁ କିଣିଛନ୍ତି। ପଞ୍ଜାବ ଫ୍ରାଞ୍ଚାଇଜ ମୋଟ ୨୫ ଜଣ ଖେଳାଳିଙ୍କୁ କିଣିଛି। କିନ୍ତୁ ଏବେ ସେମାନଙ୍କ ମଧ୍ୟରୁ…

ବିରାଟ କୋହଲି ହେବେ ବ୍ୟାଟିଂ ଅଧିନାୟକ? ବଡ଼ ନିଷ୍ପତ୍ତି ନେବ RCB!

ନୂଆଦିଲ୍ଲୀ,୧୮।୩: ଆର୍‌ସିବି ଏଯାବତ ଆଇପିଏଲ୍‌ ଟାଇଟଲ ଜିତିନାହିଁ। କିନ୍ତୁ ଖେଳାଳି ଏବଂ ପ୍ରଶଂସକମାନେ ଆଇପିଏଲ୍‌ ୧୮ରେ କିଛି ଚମତ୍କାର ହୋଇପାରେ ବୋଲି ଆଶା କରୁଛନ୍ତି। ଏହି ଆଶାକୁ ଅଧିକ ବୃଦ୍ଧି କରିଛି ପୂର୍ବତନ କ୍ରିକେଟର ଏ ବି ଡିଭିଲିୟର୍ସଙ୍କ ପରାମର୍ଶ। ସେ…

ଷ୍ଟୁପିଡ! ଷ୍ଟୁପିଡ! ଷ୍ଟୁପିଡ!, ଗାଭାସ୍କରଙ୍କୁ କପି କଲେ ପନ୍ତ, ରାଗିଗଲେ ପ୍ରଶଂସକ

ନୂଆଦିଲ୍ଲୀ,୧୮।୩: କିଛି ସମୟ ପୂର୍ବରୁ, ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଥିଲା, ଯେଉଁଠାରେ ମ୍ୟାଚର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ଭୁଲ ସଟ ଖେଳି ରିଷଭ ପନ୍ତ ଆଉଟ ହୋଇଥିଲେ। ସୁନୀଲ ଗାଭାସ୍କରଙ୍କ କ୍ରିକେଟ ପ୍ରତି ପ୍ରେମ ଲୁଚି ରହିନାହିଁ,…

PAN ପରେ ଏବେ Voter ID ସହ ଲିଙ୍କ ହେବ ଆଧାର

ନୂଆଦିଲ୍ଲୀ,୧୮।୩: ଆଧାର ଏବଂ ଭୋଟର ପରିଚୟପତ୍ର (EPIC)କୁ ଲିଙ୍କ କରିବାର ପଥ ପରିଷ୍କାର ହୋଇଯାଇଛି। ମଙ୍ଗଳବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦେଶର ନିର୍ବାଚନ କମିଶନ ଏହି ଦୁଇଟିକୁ ସଂଯୋଗ କରିବାକୁ ଅନୁମତି ଦେଇଛନ୍ତି। ଏ ସମ୍ପର୍କରେ ଏକ ବିବୃତ୍ତିରେ ନିର୍ବାଚନ…

ଖରାଦିନେ ଖାଆନ୍ତୁ ଫାଳେ ପିଆଜ

ଏବେ ଅଧିକାଂଶ ଲୋକେ ପିଆଜ ରସୁଣ ଖାଇବାକୁ ବାରଣ କରୁଛନ୍ତି। ହେଲେ ଏହି ପିଆଜ ଶରୀର ପାଇଁ ବେଶ ଉପକାରୀ, ଏକଥା ହୁଏତ ଅନେକଙ୍କୁ ଜଣା ନ ଥିବ। ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର…

ଇଡି ଜେରା ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଲଞ୍ଚ କରିବାକୁ ମିଳିଲା ଅନୁମତି

ପାଟନା,୧୮।୩: ମଙ୍ଗଳବାର ଲ୍ୟାଣ୍ଡ ଫର୍‌ ଜବ ଦୁର୍ନୀତି ମାମଲାରେ ଇଡି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କୁ ପଚରାଉଚରା କରିଥିଲା। ରାବ୍ରୀ ଦେବୀଙ୍କ ଝିଅ ମୀସା ଭାରତୀ ମଧ୍ୟ ଉପସ୍ଥିତ ଥିଲେ। ଇଡି ପଚରାଉଚରା କରିବାରେ ନମ୍ର ଥିଲା ଏବଂ ସେମାନଙ୍କର…

ହତ୍ୟାକାଣ୍ଡ ମାମଲାରେ ୪୪ ବର୍ଷ ପରେ ୩ ଙ୍କୁ ମୃତ୍ୟୁଦଣ୍ଡ, ରାୟ ଶୁଣି କାନ୍ଦି ପକାଇଲେ ଦୋଷୀ

ମୈନପୁରୀ,୧୮।୩: ଫିରୋଜାବାଦର ଜସରାଣାର ଦିହୁଲି ଗାଁରେ ନଭେମ୍ବର ୧୮, ୧୯୮୧ରେ ଘଟିଥିବା ୨୪ ଜଣ ଦଳିତଙ୍କ ଗଣହତ୍ୟା ଘଟଣାରେ ମଙ୍ଗଳବାର କୋର୍ଟ ତିନି ଜଣ ଦୋଷୀଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏହା ସହିତ, ଦୁଇ ଜଣ ଦୋଷୀଙ୍କ ଉପରେ ୨ ଲକ୍ଷ ଟଙ୍କା…

କିଛି ଛାଡିଲେନି, ଚାଇନା କଲ ସେଣ୍ଟରରୁ ଲୁଟିନେଲେ ପାକିସ୍ତାନୀ

ଇସଲାମାବାଦ,୧୮।୩: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ନକଲି କଲ ସେଣ୍ଟର ଚାଲିଥିଲା। ପାକିସ୍ତାନୀ ଅଧିକାରୀମାନେ ଏହା ବିଷୟରେ ଜାଣିବାକୁ ପାଇଲେ। ଏହା ପରେ, ପାକିସ୍ତାନର ଫେଡେରାଲ ତଦନ୍ତ ଏଜେନ୍ସି ନକଲି କଲ ସେଣ୍ଟର ଉପରେ ଚଢାଉ କରିଥିଲା। ଏହି କଲ ସେଣ୍ଟରଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri