Home

କାନ୍ତକବିଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ସରକାରଙ୍କ ପ୍ରୟାସକୁ ସ୍ବାଗତ

ଭଦ୍ରକ ଅଫିସ, ୧୩ା୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରେରଣାଦାୟୀ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ପରାମର୍ଶ ଦେଇଥିଲେ। ତେବେ ସେଦିନ କେବଳ ଓଡିଶାରେ ନୁହେଁ ବରଂ…

ପୂଜାରା, ଜାଡେଜାଙ୍କୁ ନାଡ଼ା ନୋଟିସ୍‌

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଚେତେଶ୍ୱର ପୂଜାରା, ରବୀନ୍ଦ୍ର ଜାଡ଼େଜା ଓ କେ.ଏଲ୍‌. ରାହୁଲଙ୍କ ସମେତ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପରିସରଭୁକ୍ତ ୫ଜଣ ଭାରତୀୟ କ୍ରିକେଟରଙ୍କୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡ଼ା) ତରଫରୁ ନୋଟିସ୍‌ ଜାରି କରାଯାଇଛି। ଖେଳାଳିମାନେ ସେମାନଙ୍କ ଠିକଣା (ହୋୟାରଆବାଉଟ୍ସ) ଜଣାଇ…

ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ ମିତ୍ତଲ…

କାଳିଆବେଡ଼ା ଗ୍ରାମକୁ ପଶିଆସିଲେ ହାତୀପଲ: ଉଜାଡ଼ିଲେ ଫସଲ, ଗ୍ରାମବାସୀ ଭୟଭୀତ

କେନ୍ଦୁଝର,୧୩ା୬(ସ୍ବ.ପ୍ର.) : ସଦର ରେଞ୍ଜର କାଳିଆବେଡ଼ା ଗାଁକୁ ଶନିବାର ସକାଳେ ବଣୁଆ ହାତୀପଲ ପଶି ଆସିବା ଫଳରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ତେବେ ଆଜି ସକାଳୁ ଘଟଗାଁ ଦେଓବନ୍ଧ ଅଞ୍ଚଳରୁ ଏକ ଆଠ ଟିକିଆ ହାତୀପଲ ସଦର ରେଞ୍ଜକୁ ପଶି ଆସିଥିଲେ।…

ଶଟ୍‌ଡାଉନ୍‌: ଜୀବନଯାତ୍ରା ପ୍ରଭାବିତ, ରଜ ମଉଜ ଫିକା

ବ୍ରହ୍ମପୁର ଅଫିସ,୧୩ା୬: ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବନ୍ଦ ହେବାର ନାଁ ନେଉନାହିଁ । ପ୍ରତିଦିନ ଏହା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କରୋନାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜୁନ୍‌ ମାସ ପ୍ରତି ସପ୍ତାହର ଶେଷ…

ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ…

ଶଟ୍‌ଡାଉନ୍‌ରେ ଗଞ୍ଜେଇ ଚାଲାଣ: ବୁଲେଟ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ପାଟପୁର,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍‌ ସହ ୨୯ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ…

ଖାଇବାକୁ ମିଳୁନି, ଋଣ ଅସୁଲ ପାଇଁ ବଢୁଛି ଚାପ : ବିଧାୟକଙ୍କୁ ଅଭିଯୋଗ କଲେ ଏସଏଚ୍‌ଜି ମହିଳା

ସଜନାଗଡ଼, ୧୩।୬(ଡି.ଏନ.ଏ.)-ସରକାର ବିଭିନ୍ନ ଫାଇନାନ୍ସ କମ୍ପାନୀଗୁଡ଼ିକ ଋଣ ଅସୁଲ କରିବା ଉପରେ ରୋକ ଲଗାଇଛନ୍ତି। ହେଲେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକ ନିର୍ଦ୍ଦେଶ ପାଳନ ନ କରି ଏସ୍‌ଏଚ୍‌ଜି ଉପରେ ଋଣ ଅସୁଲ ପାଇଁ ଚାପ ପକାଉଛି। ଟଙ୍କା ଦେବାକୁ ଅସମର୍ଥ ଥିବା ଜଣାଇଲେ…

ଶ୍ୱଶୁରଙ୍କ ଗୁଳିମାଡ଼ରେ ଚାଲିଗଲା ବୋହୂଙ୍କ ଜୀବନ,ବନ୍ଧୁକ ଜବତ

ଶେରଗଡ଼/ସୋରଡ଼ା,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ ଥାନା ବାରଭରଣିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାପ-ପୁଅଙ୍କ ଗଣ୍ଡଗୋଳରେ ବଳି ପଡ଼ିଛନ୍ତି ବୋହୂ। ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି ନବବିବାହିତାଙ୍କର। ମୃତକ ହେଲେ ସୋରଡ଼ା…

କ୍ୱାରାଣ୍ଟାଇନ୍‌ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର

ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍‌ସି ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି ସରକାର।…

ଘାଟିରୁ ୧୦୦ ଫୁଟ୍‌ ତଳକୁ ଖସିଲା ହିଟାଚି ବୋଝେଇ ଟ୍ରଲର: ଚାଳକ, ମେଶିନ ଅପରେଟର ଗୁରୁତର

କେନ୍ଦୁଝର,୧୩।୬(ସ୍ବ.ପ୍ର.)-ନରଣପୁରରୁ ହରିଚନ୍ଦନପୁର ଦେଇ ଡୁବୁରୀ ଯାଇଥିବା ରାସ୍ତାର କୁଆଝରଣ ଘାଟିରେ ଶନିବାର ଭାରସାମ୍ୟ ହରାଇ ଏକ ଟ୍ରଲର ତଳକୁ ଖସିପଡ଼ିଛି। ଫଳରେ ଚାଳକଙ୍କ ସହ ଜଣେ ମେଶିନ ଅପରେଟର ଗୁରୁତର ହୋଇଛନ୍ତି। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ଉଭୟଙ୍କୁ ଉଦ୍ଧାର କରି ହରିଚନ୍ଦନପୁର…

ସ୍ବତନ୍ତ୍ର ଟ୍ରେନ୍‌ରେ ବରଗଡ଼ରେ ପହଞ୍ଚିଲେ ୧୪୦୦ ପ୍ରବାସୀ

ବରଗଡ଼ ଅଫିସ,୧୩ା୬: ରାଜ୍ୟ ବାହାରେ ରହିଥିବା ୧୪୦୦ ପ୍ରବାସୀ ଶନିବାର ଅପରାହ୍ନରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ବରଗଡ଼ ରୋଡ୍‌ ଷ୍ଟେଶନରେ ପହଞ୍ଚିଛନ୍ତି। ବରଗଡ଼ ଜିଲା ପୋଲିସ ପ୍ରଶାସନ ସମେତ ବିଭିନ୍ନ ଅନୁଷ୍ଠାନର ସ୍ବେଚ୍ଛାସେବୀମାନେ ସେମାନଙ୍କୁ ଖାଦ୍ୟ, ପାନୀୟ ଯୋଗାଇ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?