Home

ଅର୍ଜୁନ ପୁରସ୍କାର: ଅଙ୍କିତା, ଶରନଙ୍କ ନାମ ସୁପାରିସ କଲା ଏଆଇଟିଏ

ନୂଆଦିଲ୍ଲୀ,୧୭।୫ (ପି.ଟି.): ଏସିଆନ ଗେମ୍ସ ପଦକ ବିଜେତା ତଥା ଟେନିସ୍‌ ତାରକା ଅଙ୍କିତା ରାଇନା ଓ ଦିଭିଜ ଶରନଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍‌ କରାଯାଇଛି। ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଏହି ଦୁଇ ଖେଳାଳିଙ୍କ ନାମ ଅର୍ଜୁନ…

ସର୍କସରୁ ମୁକ୍ତ ହେବାର ପଞ୍ଚମ ବାର୍ଷିକୀ ପାଳନ କଲେ ୪ ହାତୀ

ମଥୁରା,୧୭।୫: ସର୍କସରେ ଖେଳ ଦେଖାଉଥିବା ହାତୀ ସ୍ବାଧୀନତା ଦିବସ ପାଳନ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଥୁରାର ହାତୀ ସଂରକ୍ଷଣ କେନ୍ଦ୍ରରେ ଥିବା ୪ ହାତୀ ଏଭଳି କରିଛନ୍ତି। ସଂରକ୍ଷଣ କେନ୍ଦ୍ରରେ ସେମାନେ ୨୦୧୫ଠାରୁ ଗତ…

କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

CORONAVIRUS UPDATE: ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ସୁସ୍ଥ ହେଲେଣି ୨୨୦

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଗଞ୍ଜାମର ୧୯, ଯାଜପୁରର ୩ ଏବଂ ବାଲେଶ୍ୱରର ଦୁଇ ଜଣ ଅଛନ୍ତି।…

CORONAVIRUS UPDATE: ତଥ୍ୟ ବଦଳାଇଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ: କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ୪

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ବରଂ ୪। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଆଜି ଘୋଷିତ ୨ ମୃତକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ କରୋନାରେ ହୋଇନାହିଁ। କୋଭିଡ ପରୀକ୍ଷାରୁ ଜଣେ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ କରୋନା ମୁକାବିଲା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଚାଲିଛି। ଅନ୍ୟ ୭୭ଟି ଆଶ୍ରୟସ୍ଥଳୀକୁ ଆବଶ୍ୟକ…

ବିଭିନ୍ନ ଦାବି ନେଇ ନାଲ୍‌କୋ ସିପିପି ଟ୍ରକଚାଳକଙ୍କ ଆନ୍ଦୋଳନ

ବଅଁରପାଳ,୧୭ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟକୁ ପରିବହନ ପାଇଁ ଯାଉଥିବା ଟ୍ରକଚାଳକମାନେ ବିଭିନ୍ନ ଦାବି ନେଇ ରବିବାର ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପ୍ଲାଣ୍ଟରୁ ପାଉଁଶ ପରିବହନ ପାଇଁ ଶତାଧିକ ଟ୍ରକ…

ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ସାଗର-ହାତିଆ ଦୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ୍‌ ସମ୍ଭାବନା; ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ଏବେ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ସାଗର ଓ ହାତିଆ ଦୀପପୁଞ୍ଜ…

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷକରି ସମୁଦ୍ର ତଟବର୍ତ୍ତୀ ସାତଭାୟା, ପେଣ୍ଠ, ସୁନ୍ଦରୀପାଳ, ପ୍ରହରାଜପୁର, ଗଜରାଜପୁର, ପ୍ରସନ୍ନପୁର,…

ମହାରାଷ୍ଟ୍ରରେ ୧,୨୦୬ ପୋଲିସ କରୋନା ପଜିଟିଭ: ମେ’ ୩୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ମୁମ୍ବାଇ,୧୭।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ପୋଲିସଙ୍କ ରିପୋର୍ଟ ପଜିଟିଭ ଆସିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏବେସୁଦ୍ଧା ରାଜ୍ୟରେ ୧,୨୦୬ ପୋଲିସ କରୋନା ଭାଇରସ ଦ୍ୱାରା ସଂକ୍ରମିତ…

ମହାକାଳପଡ଼ାରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯

ମହାକାଳପଡ଼ା,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ରବିବାର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା ବୋଲି ପ୍ରଶାସନ ପକ୍ଷରୁ ଘୋଷଣା…

ହାଟଡିହୀରେ ପୁଣି ୨ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫ ଛୁଇଁଲା

ହାଟଡିହୀ,୧୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ରବିବାର ପୁଣି ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜଣେ ଆନ୍ଧ୍ରପ୍ରଦେଶ ଓ ଆଉ ଜଣେ ସୁରଟ ଫେରନ୍ତା ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତ ଦୁଇଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri