Home

ଏଲ୍‌ଆଇ ପଏଣ୍ଟରେ ପାଣି ଉଠାଇ ବିକ୍ରି ଅଭିଯୋଗ

ଜୁନାଗଡ,୧୬।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ମସିଗଁା ଗ୍ରାମରେ ଥିବା ବାଗଡିସର ନାଳର ପାଣିକୁ କେତେକ ମୁଷ୍ଟିମେୟ ଲୋକ ଏଲ୍‌ଆଇ ପଏଣ୍ଟ ସାହାଯ୍ୟରେ ପାଣି ଉଠାଇ ଧାନ ଚାଷ ପାଇଁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ…

କର୍ତ୍ତବ୍ୟରେ ଅବହେଳା: ନିମାପଡା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର/ନିମାପଡା, ୧୬ା୪(ବ୍ୟୁରୋ/ଡି.ଏନ୍‌.ଏ.): କର୍ତ୍ତବ୍ୟରେ ଅବହେଳା ଏବଂ ସରକାରୀ ନିର୍ଦ୍ଦେଶାନାମାକୁ ପାଳନ ନ କରିବା ଯୋଗୁ ନିମାପଡା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) କାର୍ଯ୍ୟନିର୍ବାହୀ ଅଧିକାରୀ ମୋହନଚରଣ ଜେନାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଏ ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ…

ଘରୋଇ ହିଂସା: ପୀଡିତାଙ୍କ ସହାୟତା ନିମନ୍ତେ ମହିଳା କମିଶନଙ୍କ ପକ୍ଷରୁ ଜାରି ହେଲା ହ୍ବାଟ୍‌ସ୍‌ଆପ୍‌ ନମ୍ବର

ଭୁବନେଶ୍ୱର, ୧୬।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ରାଜ୍ୟରେ ଘରୋଇ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶଙ୍କା ବ୍ୟକ୍ତ କରିବା ପରେ ପୋଲିସ ପ୍ରଶାସନଠାରୁ ଆରମ୍ଭକରି ମହିଳା ଓ ଶିଶୁ ବିକାଶ ବିଭାଗ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି।…

କରୋନା ସଚେତନତାରେ ଶିଶୁକ୍ଲବ ସାମିଲ

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି। ଏଥିରେ ପୋଲିସ ଠାରୁ ପ୍ରଶାସନ, ସ୍ବେଚ୍ଛାସେବୀ ସମନ୍ତେ ଲାଗି ପଡିଛନ୍ତି। ଶିଶୁମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଦାରିଙ୍ଗବାଡ଼ି ବ୍ଲକ ଅନ୍ତରଙ୍ଗ ଶିଶୁ କ୍ଲବ ଏବଂ ଯୁବ ସଂଘ…

ଭୋକରେ ଫେରୁଥିବା ନିର୍ଯାତିତ ଶ୍ରମିକ ଆଶ୍ରୟସ୍ଥଳରେ ଭର୍ତ୍ତି, ଠିକାଦାରଙ୍କ ନାମରେ ମାମଲା

ସୋନପୁର,୧୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୋଠାବାଡି ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଏଭଳି ସ୍ଥିତିରେ ଛତିଶଗଡର ୧୦ଜଣ ଶ୍ରମିକ ସୁବର୍ଣ୍ଣପୁରରେ ନିର୍ମାଣାଧୀନ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ନିୟୋଜିତ…

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଚନ୍ଦ୍ରକାର ସମାଜ ପକ୍ଷରୁ ଦେଢଲକ୍ଷ ଟଙ୍କା ଦାନ

ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ ଆସି…

ତେଲେଙ୍ଗାନାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ

ନୂଆପଡା ଅଫିସ/କୋମନା,୧୬ା୪: କାମ କରିବାକୁ ତେଲେଙ୍ଗାନା ଯାଇଥିବା ନୂଆପଡା ଜିଲା କୋମନା ଥାନା ଅନ୍ତର୍ଗତ ଝଗା୍ରହୀ ଗାଁର ଚନ୍ଦୁରାମ ରାଉତ(୨୨)ନାମକ ଜଣେ ଶ୍ରମିକଙ୍କ ବୁଧବାର ରାତିରେ ମୃତ୍ୟୁ ହୋଇଯାଇଛି। ସେଠାରେ ଏକ ଇଟାଭାଟିରେ କାମ କରୁଥିବା ବେଳେ କୌଣସି କାରଣବଶତଃ ତାଙ୍କର…

ନିର୍ମାଣ ଶ୍ରମିକ ତାଲିକାରେ ପଞ୍ଜୀକୃତଙ୍କ ନାଁ ନାହିଁ

ବଲାଙ୍ଗୀର ଅଫିସ, ୧୬ା୪- ରାଜ୍ୟ ସରକାର ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କାର ସହାୟତା ଯୋଗାଇ ଦେବାକୁ କହିଥିଲେ। ଏଭଳି ଘୋଷଣା ପରେ ନିର୍ମାଣ ଶ୍ରମିକମାନେ ଲକ୍‌ଡାଉନ୍‌ ସମୟରେ ସରକାରୀ ସହାୟତା ପାଇ କିଛି ମାତ୍ରାରେ ଆଶ୍ୱସ୍ତ ହେବେ ବୋଲି ଆଶା କରିଥିଲେ।…

ଲକ୍‌ଡାଉନ୍‌ରେ ଚୋରା ମଦ ବେପାରର ପର୍ଦ୍ଦଫାଶ

ଲକ୍‌ଡାଉନ୍‌ରେ ଚୋରା ମଦ ବେପାରର ପର୍ଦ୍ଦଫାଶ ବଲାଙ୍ଗୀର ଅଫିସ, ୧୬ା୪- କରୋନା ଲକ୍‌ଡାଉନ୍‌ ନିୟମ ଲାଗୁ ହେବା ପରେ ମଦ ବେପାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ବଲାଙ୍ଗୀର ସହର ଓ ଜିଲାର ବିଭିନ୍ନ ସ୍ଥାନରେ ଚୋର ଦେଶୀ ଓ ବିଦେଶୀ ମଦ…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ

ପୁରୁଣାକଟକ, ୧୬୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବିଜେଡି ଉପସଭାପତି ତଥା ହରଭଙ୍ଗା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବୋଧ କୁମାର ପ୍ରଧାନ ଗୁରୁବାର କୋଭିଡ-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେ ଏକ ଚେକ ଜିଲାପାଳ…

ଚାଲାଣବେଳେ ଟ୍ରାକ୍ଟର ସହ କାଠ ଜବତ: ଡ୍ରାଇଭର ଫେରାର

ଅମରପାଲି, ୧୬।୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରାମହାରାଜପୁର ରେଞ୍ଜ ବୁଟୁଖମନ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି ବେଳେ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛି ବନବିଭାଗ। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରୁ କାଠ ବୋଝେଇକରି ଏକ…

କରୋନା ମୁକାବିଲା: ଆଗାମୀ ୮ରୁ ୧୦ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୧୬।୪(ବ୍ୟୁରୋ): ମହାମାରୀ କରୋନା ସମଗ୍ର ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ପ୍ରକୋପ ଓଡ଼ିଶା ଉପରେ ପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ପ୍ରଭାବରେ ଓଡ଼ିଶାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୯ଜଣ ଅସୁସ୍ଥ ଅଛନ୍ତି। ୧୯ଜଣ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri