Home

ବିହାରରେ ହେଲା କୁକୁଡ଼ା ବର୍ଷା: କରୋନାକୁ ଭୟ ନ କରି ଲୋକେ ଘରକୁ ନେଲେ ବୋହି

ପାଟନା,୧୫।୩: ପୃଥିବୀସାରା ଏବେ କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। କରୋନା ଯେତିକି ଆତଙ୍କ ନ ସୃଷ୍ଟି କରୁଛି, ତାହାଠାରୁ ଲୋକଙ୍କୁ ବେଶି ଭୟଭୀତ କରୁଛି ସଂକ୍ରମଣ ନେଇ ଗୁଜବ। କେତେକ ଚିକେନ ଖାଇବାକୁ ମନା କରୁଛନ୍ତି। ତେଣୁ କୁକୁଡ଼ା…

ଶିରିଡି ନ ଆସିବାକୁ ଅନୁରୋଧ କଲା ସାଇବାବା ସଂସ୍ଥାନ ଟ୍ରଷ୍ଟ

ମୁମ୍ବାଇ,୧୫।୩: ଦେଶରେ ଏବେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଥିବା ବେଳେ ଏହାକୁ ଆଉ ନ ବ୍ୟାପିବାକୁ ଚାଲିଛି ପ୍ରୟାସ। ଏହାକୁ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ପ୍ରୟାସ ଚାଲିଥିବା ବେଳେ ବିଭିନ୍ନ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ,…

କରୋନା ଭାଇରସ୍‌: ସେଫିଲ୍ଡ ସିଲ୍ଡ୍‌ ଫାଇନାଲ ରାଉଣ୍ଡ ବାତିଲ

ମେଲବୋର୍ନ, ୧୫।୩(ପି.ଟି.)- ଅଷ୍ଟ୍ରେଲିଆର ଶ୍ରେଷ୍ଠ ପ୍ରଥମ ଶ୍ରେଣୀ ଲିଗ୍‌ ଭାବେ ଜଣାଶୁଣା ଥିବା ସେଫିଲ୍ଡ ସିଲ୍ଡର ପାଇନାଲ ରାଉଣ୍ଡକୁ ବାତିଲ କରିବାକୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ନିଷ୍ପତ୍ତି ନେଇଛି। କରୋନା ଭାଇରସ୍‌ କାରଣରୁ ସୃଷ୍ଟି ହୋଇଥିବା ମହାମାରୀକୁ ଦୃଷ୍ଟିରେ ରଖି ଏପରି…

ନକଲି ସାନିଟାଇଜର ବିକ୍ରି ଅଭିଯୋଗରେ ୩ ଅଟକ

ପୁଣେ,୧୫।୩: କରୋନା ଭାଇରସ ଏବେ ତା’ର କାୟା ବିସ୍ତାର କରୁଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାନିଟାଇଜର ବ୍ୟବହାର କରିବାକୁ କୁହାଯାଇଛି। ବାରମ୍ବାର ହାତ ଧୋଇବା ଓ ପରିଷ୍କାର ପରିଚ୍ଛନ ପରିବେଶରେ ରହିଲେ କରୋନାକୁ ସହଜରେ ଦୂରେଇ…

ଭାରତୀୟ ନମସ୍କାର ସଂସ୍କୃତି ଏବେ ଅନ୍ତର୍ଜାତୀୟ ସ୍ତରରେ: ବିଶ୍ୱନେତାଙ୍କୁ ବି ଆସିଲା ପସନ୍ଦ

ନୂଆଦିଲ୍ଲୀ,୧୫।୩ : ଭାରତୀୟ ସଂସ୍କୃତିର ଅଭିନ୍ନ ଅଙ୍ଗ କୁହାଯାଉଥିବା ନମସ୍କାର ଏବେ ବିଶ୍ୱସ୍ତରରେ ପହଞ୍ଚିଛି। ନମସ୍କାର ପୃଥିବୀସାରା ବର୍ତ୍ତମାନ ଅଭିବାଦନର ଏକ ମାଧ୍ୟମ ପାଲଟିଛି। ଏହା ବିଶ୍ୱନେତାଙ୍କୁ ବେଶ୍‌ ପସନ୍ଦ ଆସିଛି। ସେମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ଜର୍ମାନୀ…

୨ ଟଙ୍କାରେ ମିଳୁଛି ମାସ୍କ

କୋଚି,୧୫।୩: କରୋନା ଭାଇରସ ଭୟରେ ଏବେ ବଜାରରେ ମାସ୍କ ଓ ସାନିଟାଇଜର ମିଳୁ ନ ଥିବା ଖବର ଆସୁଛି। ଲୋକଙ୍କ ଆବଶ୍ୟକତା ବଢି ଯିବାରୁ ଅନେକ ସ୍ଥାନରେ ଏସବୁ ଜିନିଷ ଚଢା ଦରରେ ବିକ୍ରି ହେଉଥିବା କୁହାଯାଉଛି। ହେଲେ କେରଳ କୋଚିର…

କରୋନା ଭାଇରସ: ସିରିଜ ଏ’ରେ ୧୧ ଖେଳାଳି ସଂକ୍ରମିତ

ରୋମ,୧୫।୩(ପି.ଟି.)- ଇଟାଲୀ ଫୁଟବଲ ଲିଗ୍‌ ସିଷ୍ଟମର ଏକ ପେସାଦାର ଲିଗ୍‌ ଭାବେ ଜଣାଶୁଣା ଥିବା ସିରିଜ ଏ’ରେ ମୋଟ ୧୧ ଜଣ ଖେଳାଳି କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ଏହା ଏକ ସଙ୍କଟଜନକ ପରିସ୍ଥିତି ବୋଲି ସିରିଜ ଏ’ର ଡାକ୍ତରମାନେ ଘୋଷଣା…

ଯାତ୍ରୀ ଟ୍ରେନରେ ଯିବାକୁ ଟିକେଟ କାଟନ୍ତି ମହାରାଷ୍ଟ୍ରରେ, ଚଢ଼ନ୍ତି ଗୁଜରାଟରେ

ମୁମ୍ବାଇ,୧୫।୩: ସାଧାରଣତଃ ଷ୍ଟେଶନରେ ଟିକେଟ କାଟିବା ପରେ ଯାତ୍ରୀ ସେହିଠାରୁ ହିଁ ଟ୍ରେନରେ ଚଢ଼ିଥାନ୍ତି। ତେବେ ଭାରତରେ ଏଭଳି ଏକ ଷ୍ଟେଶନ ରହିଛି ଯେଉଁଠି ଯାତ୍ରୀ ଟ୍ରେନରେ ଯିବାକୁ ଟିକେଟ କାଟନ୍ତି ମହାରାଷ୍ଟ୍ରରେ କିନ୍ତୁ ଚଢ଼ନ୍ତି ଗୁଜରାଟରେ। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ…

ବନବିଭାଗ ଚଢ଼ାଉ:୧୨୩ ସିଏଫ୍‌ଟି ଶାଳକାଠ ଜବତ

ଧାମନଗର,୧୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ବିଭିନ୍ନ ସ୍ଥାନରେ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ବହୁ ପରିମାଣରେ ଚୋରା କାଠ ଜବତ ହୋଇଛି । ଧୁଷୁରୀ ବଜାର, ଗୋପାଳବିନ୍ଧା ଏବଂ ଗଢ଼ିଆଳିରେ ଚଢ଼ାଉ ହୋଇ ମୋଟ…

ଚୋରା ମଦ ଜବତ: ୩ ଗିରଫ

ଧାମନଗର,୧୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇ ଚୋରା ମଦ ଜବତ ହୋଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଗବାନପୁରର ରମେଶ ବେହେରା, ଚୁଡାକୁଟିର ଲିପୁନ…

ଜଳିଗଲା କୁକୁଡ଼ା ଦୋକାନ:ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭାପୁର,୧୫।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡିଠାରୁ ୨୦୦ ମିଟର ଦୂରରେ ଥିବା ଏକ କୁକୁଡ଼ା ଦୋକାନରେ ଶନିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଦୋକାନ ମାଲିକ ଧର୍ମେନ୍ଦ୍ର ଦଳେଇ କହିଛନ୍ତି। ଅଗ୍ନିକାଣ୍ଡର…

ଦୁଇବର୍ଷର ଶିଶୁପୁତ୍ରକୁ ଶେଯରେ ଶୁଆଇ ଜୀବନ ହାରିଲେ ଶିକ୍ଷୟିତ୍ରୀ

କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଓସ୍ତପଙ୍ଗା ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ରହୁଥିବା ଭଡ଼ା ଘରେ ରଶି ଲଗାଇ ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଶିକ୍ଷୟିତ୍ରୀ ଜଣକ ଭଦ୍ରକ ଜିଲା ବାସୁଦେବପୁର ଥାନା ସାବରଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri