Home

ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା ପଥରପେଣ୍ଠ ଗ୍ରାମର କଣ୍ଟ୍ରୋଲ ଡିଲର ଅଜିତ୍‌ ମଳ୍ଲିକ ପିଡିଏସ ଚାଉଳ ଦେବାରେ ହେରଫେର…

ବିଦ୍ୟୁତ୍‌ ଆଘାତରେ ଅସ୍ଥାୟୀ ଲାଇନ୍‌ ମ୍ୟାନ ଗୁରୁତର:  ନେସ୍କୋ କାର୍ଯ୍ୟାଳୟ ଘେରାଉ

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲମ ତାଳପଦା ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଅସ୍ଥାୟୀ ଲାଇନମ୍ୟାନ୍‌ ଗୁରୁତର ହେବା ଘଟଣାକୁ ନେଇ ୨ଦିନ ପରେ ଗ୍ରାମବାସୀ ଶ୍ରୀଜଙ୍ଗ ନେସ୍କୋ ସେକ୍ସନ୍‌ କାର୍ଯ୍ୟାଳୟକୁ ଶୁକ୍ରବାର ଘେରାଉ କରିଥିଲେ। ବିଭାଗୀୟ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ…

ପ୍ରବାସୀ ଶ୍ରମିକଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ବସ୍‌

ସଇଁତଲା, ୧୫ା୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ୍‌ କୁମ୍ଭାରୀ, ଡ଼େଙ୍ଗ ଓ ବୁଢ଼ାବାହାଲ ପଞ୍ଚାୟତରର ୧୭ ଜଣ ଶ୍ରମିକ ଗୁଜୁରାଟରୁ ବସ୍‌ରେ ଫେରଛନ୍ତି। ଏମାନେ ପ୍ରଥମେ ବଲାଙ୍ଗୀର ଆଟଇଟିଆଇ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପହଞ୍ଚତ୍ ଥିଲେ। ସେଠାରେ ନାମ ପଞ୍ଜୀକରଣ ପରେ…

ବଜ୍ରପାତରେ ଯୁବକଙ୍କ ଜୀବନଗଲା

ସଜନାଗଡ, ୧୫ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ହାତିଆଶିଳା ଗ୍ରାମର ଗୁରା ସିଂ ( ୨୧ )ନାମକ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିିଛି। ଶୁକ୍ରବାର ସାରେ ବର୍ଷା ଓ ଘଡଘଡି ହେଉଥିବା ବେଳେ ଗୁରା ନିଜ ମା’ଙ୍କ ସହ ଘର ଭିତରେ…

କୋଚିଂ ସେଣ୍ଟରରେ ପାଠ ପଢ଼ାଇ ୨ ଅଧ୍ୟାପକ ତଣ୍ଡ ଗଣିଲେ

ବୌଦ୍ଧ,୧୫ା୫(ସ୍ବ.ପ୍ର.)-କେରାନା ଭୁତାଣୁ ସଂକ୍ରମଣ ଆଶଙ୍କାରେ ସାରା ଦେଶରେ ସମସ୍ତ ଶିକ୍ଷା ଅନୁଷ୍ଠାନ ସହ କୋଚିଂ ସେଣ୍ଟର ବନ୍ଦ ରହିଛି। ଯେଉଁମାନେ ଏହାର ଅବମାନନା କରିବେ ସେମାନେ ଦଣ୍ଡିତ ହେବାର ନିୟମ ଅଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲାର ଦୁଇ ଅଧ୍ୟାପକ କୋଚିଂ…

ପିଡିଏସ୍‌ ଚାଉଳ ଦୁର୍ନୀତି ଅଭିଯୋଗରେ ଯୋଗାଣ ସହାୟକ ବହିଷ୍କୃତ

ବଲାଙ୍ଗୀର ଅଫିସ, ୧୫।୫-ବଲାଙ୍ଗୀର ଜିଲା ମହୀମୁଣ୍ଡା ପଞ୍ଚାୟତରେ ପିଡିଏସ୍‌ ଚାଉଳ ଦୁର୍ନୀତି ଘଟଣାରେ ଯୋଗାଣ ସହାୟକ ନିରଞ୍ଜନ ସାହୁଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଉପଜିଲାପାଳଙ୍କ ନିର୍ଦ୍ଦେଶ ଓ ବିଡିଓଙ୍କ ଚିଠି ବଳରେ ସରପଞ୍ଚ ଅନନ୍ତ ନାରାୟଣ ପ୍ରଧାନ ଯୋଗାଣ ସହାୟକ ସାହୁଙ୍କୁ…

ଜୁନ୍‌ ୫ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୧୫ା୫(ପି.ଟି.)-ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଚଳିତ ବର୍ଷ ୪ ଦିନ ବିଳମ୍ବରେ ଆସି ଜୁନ୍‌ ୫ରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଦେଶରେ ବର୍ଷାଋତୁ ଜୁନ୍‌ରୁ ସେପ୍ଟେମ୍ବର ୪ ମାସ ଲାଗି ରହିଥାଏ। ସାଧାରଣତଃ…

କୋଏମ୍ବାଟୁର, କୁର୍‌ନୁଲରୁ ଆଜି ପହଞ୍ଚତ୍ବ ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୫ା୫- ବଲାଙ୍ଗୀର ରେଲୱେ ଷ୍ଟେଶନ୍‌ରେ ଶନିବାର ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚତ୍ବ। ତାମିଲନାଡୁର କୋଏମ୍ବାଟୁରରୁ ଆସୁଥିବା ସ୍ପେଶାଲ ଟ୍ରେନ୍‌ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଷ୍ଟେଶନ୍‌ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ଓଡିଶାର ରାୟଗଡା, ବଲାଙ୍ଗୀର,…

୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୧୪୩୯ ପ୍ରବାସୀ

ବାଲେଶ୍ୱର ଅଫିସ, ୧୫।୫: ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ହାଇଦ୍ରାବାଦ୍‌ରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୧୪୩୯ ପ୍ରବାସୀ ଶୁକ୍ରବାର ବାଲେଶ୍ୱର ରେଳଷ୍ଟେଶନରେ ଓହ୍ଳାଇଛନ୍ତି। ସମସ୍ତେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରବାସୀଙ୍କ ଥର୍ମାଲ ଟେଷ୍ଟ କରାଯାଉଥିବା ବେଳେ…

ଖରିଫ୍‌ରେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍‌ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର ବିହନ ଯୋଗାଇ ଦେବା ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମକୁ କୃଷି ମନ୍ତ୍ରୀ…

କରୋନା ସଚେତନ ହେଲେ ଦଇତାପତି ସେବକ

ପୁରୀ ଅଫିସ,୧୫ା୫: ଆଗକୁ ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା। ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବାକୁ ହେଲେ ସମ୍ପୃକ୍ତ ସେବକମାନଙ୍କୁ ଏବେଠାରୁ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବାକୁ ହେବ। ତେଣୁ ଆଗୁଆ ସତର୍କତା ଅବଲମ୍ବନ କରିଛି ଶ୍ରୀମନ୍ଦିର…

ପେଟ୍ରୋଲ ପମ୍ପରେ ଲାଗିଲା ମନି, ବାଇକ୍‌ ସାନିଟାଇଜର ମେଶିନ

କୋକସରା, ୧୫।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ମୋଟେର ପେଟ୍ରୋଲ ପମ୍ପରେ ମନି ସାନିଟାଇଜର ଓ ବାଇକ୍‌ ସାନିଟାଇଜର ମେଶିନ ଲାଗିଛି। କରୋନା ସଂକ୍ରମଣ ରୋକିବାକୁ ନୂଆପଡା ଜିଲା ଖରିଆର ବ୍ଲକର ଲକ୍ଷ୍ମଣ ଦୁଣ୍ଡି ଏହାକୁ ତିଆରି କରିଛନ୍ତି। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri