Home

ଦେଶର ୧୭୦ ହଟ୍‌ସ୍ପଟ୍‌ ଜିଲା ତାଲିକାରେ ଖୋର୍ଦ୍ଧା

ନୂଆଦିଲ୍ଲୀ/ଭୁବନେଶ୍ୱର, (ବ୍ୟୁରୋ)୧୬ା୪: ଭାରତର ୧୭୦ଟି ଜିଲାକୁ କରୋନା ହଟ୍‌ସ୍ପଟ ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଏଥିରେ ରହିଛି ଓଡ଼ିଶାର ଖୋର୍ଦ୍ଧା ଜିଲା। ଏଥିସହିତ ୨୦୭ଟି ଜିଲାକୁ ଅଣହଟ୍‌ସ୍ପଟ ତାଲିକାରେ ରଖାଯାଇଛି। ଅଣହଟ୍‌ସ୍ପଟ ଜିଲା ମଧ୍ୟରେ ଓଡ଼ିଶାର ୭ଟି ଜିଲା-…

ଗୋଟିଏ ଦିନରେ ୧୧୯୭ କରୋନା ଟେଷ୍ଟ: ସବୁ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସାରା ଦେଶରେ କରୋନା ଭାଇରସ୍‌ କାୟା ମେଲାଇ ଚାଲିଛି। ରାଜ୍ୟରେ ମଧ୍ୟ ଏହାର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବୁଧବାର ଏକ ଖୁସି ଖବର ସାମ୍ନାକୁ ଆସିଛି। ଯାହା ରାଜ୍ୟବାସୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ସୂଚନା ମୁତାବକ ବୁଧବାର…

ଝାଡଖଣ୍ଡ କରୋନା ପଜିଟିଭ ରୋଗୀଙ୍କୁ ନେଇ ବାଲିଶଙ୍କରା ଅଞ୍ଚଳରେ ଭୟର ବାତାବରଣ

ସୁନ୍ଦରଗଡ, ୧୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ ଜିଲା ବିଶ୍ରାରେ ୨ କରୋନ ପଜିଟିଭ ରୋଗୀ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ଗତ ୧୨ତାରିଖରୁ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସେଠାରେ ଅବସ୍ଥାନ…

କରୋନା ସମ୍ପର୍କରେ ମିଥ୍ୟା ତଥ୍ୟ, ୩ ଜଣଙ୍କ ନାମରେ ମାମଲା

ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ମଙ୍ଗଳବାର ସୁନ୍ଦରଗଡ଼ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଅନ୍ୟ ଜଣଙ୍କ ବିରୋଧରେ ସୋସିଆଲ…

 ହୋମ୍‌ କ୍ୱାରାଣ୍ଟାଇନରେ ରହିଲେ କେଭିକେ ଅଧିକାରୀ

ଚିପିଲିମା,୧୫ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ଧନକଉଡା ବ୍ଲକ୍‌ ବସନ୍ତପୁର ପଞ୍ଚାୟତରେ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) କାର୍ଯ୍ୟାଳୟ ରହିଛି। ଲକ୍‌ଡାଉନ ସମୟରେ କେଭିକେର ୩ଜଣ ଅଧିକାରୀ ଭୁବନେଶ୍ବରରେ ରହିଯାଇଥିଲେ। ହେଲେ ମଙ୍ଗଳବାର ସେମାନେ ନିଜସ୍ବ ଯାନରେ ଭୁବନେଶ୍ବରରୁ ଆସି ଚିପିଲିମାସ୍ଥିତ ନିଜ କ୍ବାର୍ଟର୍ସରେ…

ଓଡ଼ିଶାରେ ସଂକ୍ରମଣ ହାର ସର୍ବନିମ୍ନ: ପ୍ରତି ୧୦୦ ନମୁନାରେ ୧.୦୮% ପଜିଟିଭ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ମହାମାରୀ କରୋନା ପାଇଁ ସାରା ଭାରତ ବର୍ତ୍ତମାନ ଲକ୍‌ଡାଉନରେ ରହିଛି। ଏହାସତ୍ତ୍ୱେ ଦେଶରେ ଦିନକୁ ଦିନ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କିନ୍ତୁ ଜାତୀୟ ସ୍ଥିତି ତୁଳନାରେ ଓଡ଼ିଶାରେ…

ରଥଯାତ୍ରା ପାଇଁ ଖୁବ୍‌ଶୀଘ୍ର ନିଷ୍ପତ୍ତି: ବିନା ଭକ୍ତରେ ହୋଇପାରେ ଚନ୍ଦନ ଯାତ୍ରା

ଭୁବନେଶ୍ୱର, ୧୫।୪(ବ୍ୟୁରୋ):  ଜୁନ୍‌ ୨୩ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଦିନ ପାଖେଇ ଆସୁଥିବାବେଳେ ରଥ ନିର୍ମାଣ ପାଇଁ ପୁରୀରେ ରଥକାଠ ପହଞ୍ଚତ୍ସାରିଛି। କିନ୍ତୁ କରୋନା ବିରୋଧରେ ଲଢ଼େଇ ଚାଲିଥିବାରୁ ରଥଯାତ୍ରା ହେବ କି ନାହିଁ ତାହାକୁ ନେଇ ଏବେ ବିଚାରବିମର୍ଷ ଚାଲିଛି। କରୋନା…

ସାମାଜିକ ଦୂରତାକୁ ମାନୁନାହାନ୍ତି ବ୍ୟବସାୟୀ

ଜହ୍ନାପଙ୍କ, ୧୫।୪ (ଡି.ଏନ.ଏ): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ନାରାୟଣନଗର ହାଟପଦାରେ ବସୁଥିବା ଦୈନିକ ବଜାରରେ ବ୍ୟବସାୟୀମାନେ ଦଳ ଦଳ ହୋଇ ପନିପରିବା ବିକ୍ରି କରୁଥିବା ଦେଖାଯାଉଛି। ଚାଷୀମାନେ ଆଣୁଥିବା ପନିପରିବା ପହଞ୍ଚତ୍ବା ମାତ୍ରେ ତାଙ୍କ ଚାରିପାଖେ ଖୁଚୁରା ବ୍ୟବସାୟୀମାନେ ଘେରି…

୫୦୦ ଟଙ୍କା ପାଇଁ ଭୁଲିଗଲେ ସାମାଜିକ ଦୂରତା

ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। କରୋନା ଭୂତାଣୁ ଯେପରି ଅଧିକ ସଂକ୍ରମଣ ନ ହେବ…

ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ସହ ବରୀର ୪ଜଣଙ୍କ ଲିଙ୍କ

ବରୀ,୧୫।୪(ସ୍ବ.ପ୍ର):  ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ ହୋଇପଡ଼ିଛନ୍ତି। ଯାଜପୁର ଜିଲା ଯାଜପୁର ବ୍ଲକ ଅନ୍ତର୍ଗତ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମରୁ ମଙ୍ଗଳବାର…

ସ୍ଥାନାନ୍ତର ହେବ ଜାରକା ମାଛ ମାର୍କେଟ

ଧର୍ମଶାଳା,୧୫।୪(ଡିଏନଏ): ଧର୍ମଶାଳା ବ୍ଲକ ଜାରକା ଗୋପବନ୍ଧୁ ଛକ ନିକଟରେ ଚାଲିଥିବା ନିତିଦିନିଆ ମାଛ ମାର୍କେଟ ସ୍ଥାନାନ୍ତର କରାଯିବାକୁ ପୋଲିସ ଓ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି କରାଯାଇଛି। ମାଛ ମାର୍କେଟଗୁଡିକରେ ଅଧିକ ଲୋକଙ୍କ ଗହଳି ଜମୁଥିବାରୁ ସାମାଜିକ ଦୂରତା ରକ୍ଷା କରିବା ସମ୍ଭବପର…

ଗୀତ ଗାଇ ସଚେତନ କଲେ ଥାନାଧିକାରୀ

ବିଞ୍ଝାରପୁର,୧୫ା୪(ଡି.ଏନ.ଏ): କରୋନା ମହାମାରୀ ଏବେ ସମଗ୍ର ବିଶ୍ୱରେ ତାଣ୍ଡବ ରଚିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧକମୂଳକ ସଚେତନତା ଅବଲମ୍ବନ କରିବାକୁ ପରାମର୍ଶ ଦେଉଛନ୍ତି। ଏହି ସଚେତନତା ବାର୍ତ୍ତାକୁ ଘରେଘରେ ପହଞ୍ଚାଇବାକୁ ବିଞ୍ଝାରପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri