Home

ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ

ଲକ୍ଷ୍ନୌ,୧୫।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ ଘଟିଛି। ନଜିରାବାଦରେ ରହୁଥିବା ୬୪ ବର୍ଷୀୟ ବୃଦ୍ଧଙ୍କ ବୁଧବାର ଦ୍ୱିପ୍ରହରରେ କରୋନା ଭାଇରସ୍‌ରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବୃଦ୍ଧ ଜଣଙ୍କ ପୂର୍ବରୁ ଅନେକ ରୋଗରେ ପୀଡ଼ିତ ଥିବା ବେଳେ ସ୍ବାସ୍ଥାବସ୍ଥା…

କରୋନାକୁ ନେଇ ଲୋକଙ୍କ ମନରେ ଭ୍ରାନ୍ତ ଧାରଣା: ବାଗ୍‌ଚୀ ଦେଲେ ୧୨ଟି ତଥ୍ୟ, ଧ୍ୟାନ ନ ଦେବାକୁ ପରାମର୍ଶ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନାକୁ ନେଇ ଲୋକମାନଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶେଷକରି ୧୨ଟି କୋଭିଡ ସମ୍ପନ୍ଧୀୟ ଭ୍ରାନ୍ତ ଧାରଣା ରହିଥିବା ବୁଧବାର  ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ…

ବିଶ୍ୱରେ ୨୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତ ୧୯ତମ ସଂକ୍ରମିତ ଦେଶ, ଓଡ଼ିଶାରେ ପରୀକ୍ଷଣର ୧.୦୮% ଆକ୍ରାନ୍ତ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପ୍ରିଲ ୧୫ ସୁଦ୍ଧା ୨୧୦ଟି ଦେଶ ସହ ୨ଟି ଜାହାଜରେ କରୋନା ସଂକ୍ରମଣ ହୋଇଛି। ସେହିଭଳି ବିଶ୍ୱସ୍ତରରେ ଏଥିରେ ମୃତକଙ୍କ ସଂଖ୍ୟା ମଙ୍ଗଳବାର ୧୯ ଲକ୍ଷ ହଜାର ୩୦ହଜାର…

ଘରୋଇ ଇଭେଣ୍ଟଗୁଡିକ ପୁନର୍ଗଠନ କଲା ହକି ଇଣ୍ଡିଆ:୨୦୨୧ରୁ ଜାତୀୟ ଚାମ୍ପିୟନଶିପ୍‌ ଲାଗି ନୂଆ ଫର୍ମାଟ

ନୂଆଦିଲ୍ଲୀ,୧୫।୪(ପି.ଟି.):  ହକି ଇଣ୍ଡିଆ ସବୁ ଘରୋଇ ଇଭେଣ୍ଟ ତଥା ଟୁର୍ନାମେଣ୍ଟଗୁଡିକର ପୁନର୍ଗଠନ କରିବାକୁ ନିଷ୍ପତ୍ତି ନେଇଛି। ଏହିକ୍ରମରେ ଜାତୀୟ ଚାମ୍ପିୟନଶିପ୍‌ଗୁଡିକ ଆସନ୍ତାବର୍ଷଠାରୁ ନୂଆ ଫର୍ମାଟରେ ଆୟୋଜନ ହେବ। ସବୁ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ, ଏକାଡେମୀ ଓ ସଂସ୍ଥାଗତ ୟୁନିଟ୍‌ରେ ହକିର…

୩ଟି ମ୍ୟାଚ୍‌ରୁ ସାଣ୍ଟୋସ୍‌ଙ୍କୁ ବାସନ୍ଦ କଲା ୟୁଇଏଫ୍‌ଏ

ନିୟନ,୧୫।୪(ଏପି): ୟୁରୋପ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଇଏଫ୍‌ଏ (ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ) କୋପନହାଗେନ ଫରଓ୍ବାର୍ଡ ମାଇକେଲ ସାଣ୍ଟୋସ୍‌ଙ୍କୁ ୩ଟି ମ୍ୟାଚ୍‌ରୁ ବାସନ୍ଦ କରିଛି। ସେଲଟିକ୍‌ରେ ଏକ ଗୋଲ ପ୍ରଦାନଜନିତ ଉତ୍ସବ ମନାଉଥିବା ବେଳେ ସାଣ୍ଟୋସ୍‌ ପୋଲିସ୍‌ ଓ…

କୋଭିଡ୍‌- ୧୯ ସବୁ ବିଶ୍ୱକପ୍‌ଠାରୁ ବଡ଼: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୪(ପି.ଟି.): ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢେଇକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଦେଶରେ ଚାଲିଥିବା ଏହି ଲଢେଇ ସବୁ ବିଶ୍ୱକପ୍‌ଠାରୁ ବଡ଼ ବୋଲି ଶାସ୍ତ୍ରୀ ତାଙ୍କ ଟୁଇଟର ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ଜଣାଇଛନ୍ତି।…

ଜନ୍ମିତ ଶିଶୁର ନାମ ‘ସାନିଟାଇଜର୍‌’

ଲକ୍ଷ୍ନୌ: ଦେଶ ସହିତ ସମଗ୍ର ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ପ୍ରଥମେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହା ମଧ୍ୟରେ ଏଭଳି ବହୁତ ବାପା-ମା କରୋନାକୁ ନେଇ ଜନ୍ମିତ ଶିଶୁର ନାମକରଣ କରୁଛନ୍ତି।…

କରୋନାକୁ ନେଇ ପିଟ୍‌ବୁଲଙ୍କ ନୂଆ ଗୀତ ରିଲିଜ୍‌

ଆମେରିକାନ ଫେମସ୍‌ ରାପର ପିଟ୍‌ବୁଲ ନିଜର ନୂଆ ସଙ୍ଗ୍‌ ରିଲିଜ୍‌ କରିଛନ୍ତି। ମହାମାରୀ କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଯେଉଁ ମୃତ୍ୟୁ ତାଣ୍ଡବ ସୃଷ୍ଟି କରିଛି, ତାକୁ ନେଇ ପିଟ୍‌ବୁଲ ତାଙ୍କର ନୂଆ ଅଡିଓ ସଙ୍ଗ୍‌ ତିଆରି କରିଛନ୍ତି। ଆଉ ଏକ…

କୋଭିଡ୍‌-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ

କୁଆଲାଲମ୍ପୁର,୧୫।୪ (ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆବଶ୍ୟକ ପଡିଲେ ଟୁର୍ନାମେଣ୍ଟର ମ୍ୟାଚ୍‌ଗୁଡିକ ରୁଦ୍ଧଦ୍ୱାରରେ ଆୟୋଜନ ହେବାରେ କୌଣସି ଅସୁବିଧା ନାହିଁ ବୋଲି…

କୋଭିଡ୍‌-୧୯: ଟୁର ଡି ଫ୍ରାନ୍ସ ସ୍ଥଗିତ

ପ୍ୟାରିସ୍‌,୧୫।୪ (ଏପି): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଟୁର ଡି ଫ୍ରାନ୍ସ ଆୟୋଜନ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଶେଷରେ ଏହାକୁ ସ୍ଥଗିତ ରଖାଯାଇଛି। ବିଶ୍ୱର ଏହି ଶ୍ରେଷ୍ଠ ତଥା ସବୁଠାରୁ ଲୋକପ୍ରିୟ ସାଇକେଲ ରେସ୍‌କୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି…

ତାମିଲ ଫିଲ୍ମର ହିନ୍ଦୀ ରିମେକ୍‌ରେ ଅଜୟ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନ୍‌ ତାନାଜୀର ସଫଳତାର ଭରପୁର ମଜା ନେଇଛନ୍ତି। ତାଙ୍କର ଏହି ଫିଲ୍ମଟି ୩୦୦ କୋଟିରୁ ଅଧିକ ଆୟ କରି ବ୍ଲକ୍‌ବଷ୍ଟର ହୋଇଯାଇଛି। ତେବେ ଏଥିମଧ୍ୟରେ ଅଜୟଙ୍କ ଆଗାମୀ ଫିଲ୍ମକୁ ନେଇ ମଧ୍ୟ ଏକ ବଡ଼ ଖବର…

ଟିକ୍‌ଟକ୍‌ ଭିଡିଓ କରି ମାସ୍କର ଉଡ଼ାଉଥିଲେ ମଜା, ଏବେ ନିଜେ କରୋନା ଆକ୍ରାନ୍ତ

ସମଗ୍ର ବିଶ୍ୱକୁ ମହାମାରୀ କରୋନା ଭୂତାଣୁ ଗ୍ରାସ କରିଥିବା ବେଳେ ଟିକ୍‌ଟକ୍‌ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ଜଣେ ଟିକ୍‌ଟକ୍‌ ୟୁଜର ମାସ୍କର ମଜା ଉଡ଼ାଉଥିବା ବା ଥଟ୍ଟା ପରିହାସ କରୁଥିବା ଦେଖିବାକୁ ମିଳିଥିଲା। ଯାହା ତାଙ୍କ ପାଇଁ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri