Home

ଆଇଏଏସ୍‌-ଆଇପିଏସ୍‌ ଅଫିସର ପିନ୍ଧିବେ ଡାକ୍ତରୀ ୟୁନିଫର୍ମ: କାର୍ମିକ ମନ୍ତ୍ରଣାଳୟର ନୂଆ ଯୋଜନା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତିଦିନ ଦେଶରେ ହାରାହାରି ୧୦୦୦ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ତେଣୁ ହସ୍ପିଟାଲରେ କରୋନା ସଂକ୍ରମିତଙ୍କ ଚିକିତ୍ସାର ସୁପରିଚାଳନା ଅପରିହାର୍ଯ୍ୟ ହୋଇପଡ଼ିଛି।…

ଗୁରୁବାରଠାରୁ କେଦାରନାଥ ଯାତ୍ରା ଆରମ୍ଭ: ଜୁନ ୩୦ପର୍ଯ୍ୟନ୍ତ କେବଳ ରୁଦ୍ରପ୍ରୟାଗବାସୀ କରିପାରିବେ ଦର୍ଶନ

ରୁଦ୍ରପ୍ରୟାଗ,୧୧।୬: ଦେବସ୍ଥାନମ୍‌ ବୋର୍ଡର ନିଷ୍ପତ୍ତି ପରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମ ଯାତ୍ରାକୁ ଖୋଲି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଜୁନ ୩୦ପର୍ଯ୍ୟନ୍ତ କେବଳ ସ୍ଥାନୀୟ ଲୋକ ଅର୍ଥାତ୍‌ ରୁଦ୍ରପ୍ରୟାଗ ଜିଲାବାସୀଙ୍କ ପାଇଁ ଏହି ଯାତ୍ରା ଖୋଲାଯିବ। ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ…

ଲଣ୍ଡା ଟେଷ୍ଟ କ୍ରିକେଟ ଟିମ୍‌ରେ ନାହାନ୍ତି ବିରେନ୍ଦ୍ର ସେହ୍ବାଗ

ଲକ୍‌ଡାଉନ ଯୋଗୁ ଏବେ କୌଣସି କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏଥିପାଇଁ କ୍ରିକେଟରମାନେ ଘରେ ରହି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କିଛି ଖେଳାଳି ମଜାଦାର ଭିଡିଓ ଏବଂ ଫଟୋ ଶେୟାର କରି ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ…

ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭବାନୀପାଟଣା,୧୧ା୬(ସ୍ବ.ପ୍ର.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସରପଞ୍ଚ ନନ୍ଦିତା ସାହୁ ଦିଲ୍ଲୀ ଫେରନ୍ତା ପୁଅକୁ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇ୍‌ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ…

ରାତାରାତି ଲୋନାର ହ୍ରଦ ପାଣିର ରଙ୍ଗ ପାଲଟିଲା ଗୋଲାପି

ଔରଙ୍ଗାବାଦ, ୧୧।୬: ମହାରାଷ୍ଟ୍ର ବୁଲଧାନା ଜିଲାରେ ଥିବା ଲୋନାର ହ୍ରଦର ପାଣିର ରଙ୍ଗ ରାତାରାତି ଗୋଲାପି ରଙ୍ଗ ପାଲଟି ଯାଇଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହା କିପରି ହେଲା ସେ ନାନା କଳ୍ପାନ ଜଳ୍ପନା ପ୍ରକାଶ…

ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି। ନିକଟରେ ନୂଆ ଗାଇଡ୍‌ଲାଇନ୍‌ ଅନୁସାରେ ଶୁଟିଂ କରିବାକୁ ସରକାର ଅନୁମତି ଦେଇଛନ୍ତି। ଅନୁମତି ମିଳିବା…

କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ ପାଇ ବହୁ ସମସ୍ୟାରେ ରହୁଥିବା ବେଳେ ଆର୍ଥିକ ସହାୟତା ଦେବା ପରିବର୍ତ୍ତେ ନାମ ପଞ୍ଜୀକରଣ…

ନିଜ ଦେଶରେ ହେଉଥିବା ବର୍ଣ୍ଣବୈଷମ୍ୟ ପ୍ରଦର୍ଶନକୁ ଭୁଲିଲା ଆମେରିକା: ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କଲା

ଓ୍ବାଶିଂଟନ, ୧୧।୬: ଆମେରିକାର ପରାମର୍ଶ ଦେବା ପଣିଆ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ନିଜ ଦେଶରେ ବର୍ଣ୍ଣବୈଷମ୍ୟ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକା ଏହି ସମସ୍ୟାକୁ ଅଣଦେଖା କରି ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କରିଛି। ରାଷ୍ଟ୍ରପତି…

ପିତାଙ୍କ ବାଓପିକ୍‌ରେ ନଜର ଆସିବେ ଏହି କ୍ରିକେଟରଙ୍କ ଝିଅ

୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍‌ କ୍ୟାପଟେନ୍‌ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କୁ ଭୂମିକାରେ…

ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ର ଆଉ ୫୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଆଉ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ ରହିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟରେ ୫୦ ଏନ୍‌ଡିଆର୍‌ଏଫ୍‌ ଯବାନ ଓ ୧୨ ଜଣ ଅଗ୍ନିଶମ…

ପରଲୋକରେ ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତି

ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ…

ଭାରତକୁ ଆତ୍ମନିର୍ଭର କରିବା ଲାଗି କରୋନା ମହାମାରୀ ଆଣିଛି ନୂଆ ସୁଯୋଗ: ମୋଦି

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରକୃତ ପକ୍ଷେ କରୋନା ମହାମାରୀ ଭାରତ ଲାଗି ଏକ ନୂଆ ସୁଯୋଗ ଆଣିଦେଇଛି। ସାମ୍ପ୍ରତିକ ମହାମାରୀ ସମୟ ଭାରତ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସଙ୍କଟଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?