Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….
ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି କ୍ୟାଥେଡ୍ରାଲ୍ କେବଳ ପୁରୁଣା ଚର୍ଚ୍ଚ ମଧ୍ୟରୁ ଗୋଟିଏ ନୁହେଁ ବରଂ ଦିଲ୍ଲୀର ସବୁଠାରୁ…
‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି
ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ…
ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା
ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଗୃହ ମନ୍ତ୍ରଣାଳୟର ସ୍ବତନ୍ତ୍ର ସହାୟକ ଖୁଦାବକ୍ଷ ଚୌଧୁରୀ ତାଙ୍କ ପଦରୁ ଇସ୍ତଫା…
କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା
ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ ଅଞ୍ଚଳରେ। ପଡୋଶୀ ଗଞ୍ଜାମ ଜିଲା ଏବଂ ଏହି ଚାରୋଟି ପଞ୍ଚାୟତକୁ ସଂଯୋଗ କରୁଛି କରଡ଼ା…
ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ
କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ ହୋଇ ଦେଶ ଗଢିବାରେ ସାହାଯ୍ୟ କରିଥାଏ। ଦୃଢ଼ ଆତ୍ମ ବିଶ୍ୱାସ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ମୂଳମନ୍ତ୍ର…
Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ
ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ ଉତ୍ସାହିତ ହୁଅନ୍ତି। ଖ୍ରୀଷ୍ଟମାସ ସକାଳେ ଉଠିବା ପରେ ସେମାନେ ପ୍ରଥମେ ଯାହା ଦେଖନ୍ତି ତାହା…
ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ
ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର ଗୋର୍ଲାଟ୍ଟୁ ଅଞ୍ଚଳରେ ଏକ ଘରୋଇ ସ୍ଲିପର୍ ବସ ଏବଂ ଏକ ଟ୍ରକ ମଧ୍ୟରେ ଖୁବ…
ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ
ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ ପୂର୍ବ ସାରେ ମୋଗବଜାର ଅଞ୍ଚଳରେ ଏକ କ୍ରୁଡ ବୋମା ବିସ୍ଫୋରଣରେ ଜଣେ ୨୧ବର୍ଷୀୟ ଯୁବକଙ୍କ…
ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ
ଭୁବନେଶ୍ୱର, ୨୫।୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର୍ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି। ଗର୍ଗ ଏହି ଦାୟିତ୍ୱ ପାଇବା ପରେ ତାଙ୍କ ହାତରେ…
ବିବାଦରେ କରନ୍ଙ୍କ ଫିଲ୍ମ
ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି କିଛି ଦିନ ପୂର୍ବେ ଫିଲ୍ମ ‘ହୋମବାଉଣ୍ଡ’ ୨୦୨୬ ଓସ୍କାର ଲାଗି ଶର୍ଟଲିଷ୍ଟ ହୋଇଥିବା…
ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗରେ ଦଙ୍ଗା
ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ ଘର ଓ ଦୋକାନ ଭଙ୍ଗାରୁଜା ଓ ପୋଡ଼ାଜଳା କରିଛନ୍ତି। କେରୋନିରେ ସେମାନେ ପୋଲିସ…
ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ
ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ ଡ୍ରାଇଭର ଲାଇସେନ୍ସ ରଖିଥିବାବେଳେ ସେମିଟ୍ରକ୍ ଚଳାଉଥିଲେ। ବର୍ଡର ପାଟ୍ରୋଲେ ଏଜେଣ୍ଟମାନେ କାଲିଫର୍ନିଆର ଏଲ୍ ସେଣ୍ଟ୍ରୋ…

