ଲଣ୍ଡନରେ ଚିହ୍ନଟ ହେଲେ ସର୍ବକନିଷ୍ଠ କରୋନା ସଂକ୍ରମିତ
ଲଣ୍ଡନ,୧୪।୩: ଉତ୍ତର-ପୂର୍ବ ଲଣ୍ଡନରେ ଜନ୍ମର ମାତ୍ର କେଇ ମିନିଟ୍ ପରେ ଜଣେ ଶିଶୁ କରୋନା ଭାଇରସରେ ପୀଡିତ ଥିବା କୁହାଯାଉଛି। ବିଶ୍ୱର ସେ ସର୍ବ କନିଷ୍ଠ କରୋନା ସଂକ୍ରମିତ ରୋଗୀ ବୋଲି ଜଣାପଡିଛି। ପ୍ରାୟ ୨ ଦିନ ତଳେ ଜଣେ ଗର୍ଭବତୀ…
ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ
ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ ମୁଣ୍ଡାଙ୍କ ପୁଅ ଭିମ(୧୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ପରିବାର ଲୋକେ ଓ…
ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର
ମୁମ୍ବାଇ,୧୪।୩: କରୋନା ଭାଇରସ୍ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ ସଂକ୍ରମିତ ରୋଗୀ ନିଜର ଚିକିତ୍ସା କରାଉ ନ ଥିବା ବେଳେ ସନ୍ଦିଗ୍ଧ ମଧ୍ୟ ଯାଞ୍ଚ…
୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’
ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ। ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ ବ୍ରହ୍ମପୁରର…
ଯାତ୍ରୀଙ୍କୁ ଦିଆଯାଉଥିବା କମ୍ବଳକୁ ପ୍ରତିଦିନ ସାନିଟାଇଜ୍ କରିବ ରେଲଓ୍ବେ
ନୂଆଦିଲ୍ଲୀ,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଲଓ୍ବେ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ଯାତ୍ରୀଙ୍କୁ ଦିଆଯାଉଥିବା କମ୍ବଳକୁ ପ୍ରତିଦିନ ସାନିଟାଇଜ୍ କରିବା ଲାଗି ରେଲଓ୍ବେ ନିଷ୍ପତ୍ତି ନେଇଛି। ପୂର୍ବରୁ ଏହାକୁ ମାସକୁ ଥରେ ଧୁଆ ଯାଉଥିଲା ଏବଂ ୧୫…
କରୋନା କଟକଣା: ଘରୁ ବାହାରିଲେ ୨୫୦୦୦ ଟଙ୍କା ଜରିମାନା
ରୋମ୍, ୧୪।୩: କରୋନା ମହାମାରୀ ଯୋଗୁ ଚାଇନା ପରେ ଏବେ ଇଟାଲୀରେ ସଙ୍କଟ ଦେଖାଦେଇଛି। ମୃତକ ଏବଂ ସଂକ୍ରମିତଙ୍କ ସଂଖ୍ୟା ଏଠାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲୋକଙ୍କ ଘରୁ ବାହାରିବା ଉପରେ କଟକଣା ଜାରି…
ଖରା ହେଲେ କମିବ କରୋନା ଭାଇରସ ପ୍ରକୋପ!
ଓ୍ବାଶିଂଟନ,୧୪।୩: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୪୫ ଦେଶରେ ବ୍ୟାପିଥିବା ବେଳେ ଏବେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଯାଇଛି। ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି କି ଖରା ହେଲେ କରୋନା ଭାଇରସ ମରିଯିବ ଓ ଏହାର ପ୍ରକୋପ…
ଇରାନରେ କରୋନା ନେଲା ୫୧୪ ମୁଣ୍ଡ: ସାଟେଲାଇଟ୍ ଫଟୋରେ ମୃତକଙ୍କ କବର
ତେହରାନ,୧୪।୩: ଚାଇନାର ଉହାନରେ ଦେଖାଦେଇଥିବା କରୋନା ଭୂତାଣୁ ସଂକ୍ରମଣ ଏବେ ଇରାନରେ ଆତଙ୍କ ସୃଷ୍ଟି କରିଛି। କରୋନା ସଂକ୍ରମଣ ଯୋଗୁ ଇତିମଧ୍ୟରେ ଏଠାରେ ୫୧୪ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦ ହଜାରରୁ ଅଧିକ ଲୋକ ଏହାଦ୍ୱାରା ସଂକ୍ରମିତ ହୋଇଛନ୍ତି। ମୃତକଙ୍କୁ…
ତିହାର ଜେଲରେ ଖୋଲିଲା ଆଇସୋଲେଶନ ସେଲ୍
ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ଆମ ଦେଶରେ ବ୍ୟାପିବା ଆରମ୍ଭ କରିଥିବା ବେଳେ ଏବେ ଏହାକୁ ନେଇ ସଚେତନା ସୃଷ୍ଟି କରାଯାଉଛି। କେବଳ ବାହାରେ ଥିବା ଲୋକେ ନୁହେଁ ଜେଲରେ ଥିବା କଏଦୀମାନେ କିପରି ଏହି କରୋନା ଭାଇରସଠାରୁ ଦୂରେଇ ରହିପାରିବେ ସେ…
ଜଳବାୟୁ ପରିବର୍ତ୍ତନ: ୮୦ ବର୍ଷ ମଧ୍ୟରେ ୬.୬ ଇଞ୍ଚ ବଢ଼ିବ ସମୁଦ୍ର ଜଳସ୍ତର; ୪୦ କୋଟି ଲୋକଙ୍କ ଉପରେ ବିପଦ !
ଓ୍ବାଶିଂଟନ,୧୪।୩: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକା ହିମପାହାଡ଼ ଜଳବାୟୁ ପରିବର୍ତ୍ତନ ଯୋଗୁ ତରଳିବାରେ ଲାଗିଛି। ୧୯୯୨ଠାରୁ ୨୦୧୭ ମଧ୍ୟରେ ଏଠାରେ ଥିବା ୬.୪ ହଜାର କୋଟି ଟନ୍ ବରଫ ତରଳିଛି। ଏହାଦ୍ୱାରା ସୁଦ୍ର ଜଳସ୍ତର ୦.୭ ଇଞ୍ଚ ବୃଦ୍ଧି…
ସୀମାପାର୍ ଟ୍ରେନ, ବସ୍ ସେବା ବାତିଲ
ନୂଆଦିଲ୍ଲୀ, ୧୪।୩(ପି.ଟି.): କରୋନା ଭାଇରସ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ଭାରତ ପକ୍ଷରୁ ବାଂଲାଦେଶକୁ ସୀମାପାର୍ ବସ୍ ଓ ଟ୍ରେନ୍ ସେବା ମାସକ ଲାଗି ଏପ୍ରିଲ ୧୫ ପର୍ଯ୍ୟନ୍ତ ବାତିଲ କରାଯାଇଛି। ପଡ଼ୋଶୀ ୪ ଦେଶକୁ ସଂଯୋଗ କରୁଥିବା ୧୮ ଇମିଗ୍ରେଶନ…
ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା
ଆସିକା,୧୪।୩ (ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା ରୁଜୁ ହୋଇଛି। ଚିନିଶିଳ୍ପର ସମ୍ପାଦକ ଆର୍. ଚନ୍ଦ୍ରଶେଖର ରେଡ୍ଡୀ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ…
Archives


