ଫେସ୍ବୁକ ଷ୍ଟାଟସରେ କରୋନା ଗୁଜବ
ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ନୂଆ ସାହିର ସତ୍ୟନାରାୟଣ ସାମଲ (୩୨)।…
କ୍ୟାଟେରିନା ଗ୍ରୀସ୍ର ପ୍ରଥମ ମହିଳା ରାଷ୍ଟ୍ରପତି
ଏଥେନ୍ସ,୧୪ା୩(ଏ.ପି.): ଗ୍ରୀସ୍ର ପୂର୍ବତନ ହାଇକୋର୍ଟ ବିଚାରପତି କ୍ୟାଟେରିନା ସାକେଲାରୋପୋଲୋଉ ଶୁକ୍ରବାର ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ଗ୍ରୀସ୍ ପାର୍ଲାମେଣ୍ଟରେ ବିପୁଳ ଭୋଟ ପାଇ ନିର୍ବାଚିତ ହେବାର ପ୍ରାୟ ଦୁଇମାସ ପରେ କ୍ୟାଟେରିନା ଏହି ଗୁରୁଦାୟିତ୍ୱ ଗ୍ରହଣ କରିଛନ୍ତି।…
ହାତଧୋଇ ସଚେତନତାର ବାର୍ତ୍ତା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ)ର ଅଧିକାରୀ, ମନ୍ତ୍ରୀପରିଷଦର ସଦସ୍ୟ ଏବଂ ବିଧାୟକ ଗଣ ସମସ୍ତେ ଶୁକ୍ରବାର ଅପରାହ୍ନରେ ଓଡ଼ିଶା ବିଧାନସଭା ପରିସରରେ ଏକାଠି ହୋଇଥିଲେ। ହେଲେ ନା ହୋଇଥିଲା ବିତର୍କ ନା ରାଜନୈତିକ…
୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼,…
ପୁଣି ମୁହଁ।ମୁହିଁ ଇରାନ-ଆମେରିକା
ବାଗ୍ଦାଦ/ତେହେରାନ,୧୪ା୩(ଏଏଫ୍ପି): ପୁଣିଥରେ ମୁହଁ।ମୁହିଁ ହୋଇଛନ୍ତି ଦୁଇ ପାରମ୍ପରିକ ଶତ୍ରୁରାଷ୍ଟ୍ର ଆମେରିକା ଓ ଇରାନ। ଇରାକରେ ଥିବା ଇରାନ ସପକ୍ଷବାଦୀ ଏକ ସେନା ଶିବିରରେ ଗୁରୁବାର ବିଳମ୍ବିତ ରାତିରେ ଆମେରିକା ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଏୟାର ଷ୍ଟ୍ରାଇକ୍ରେ ଜଣେ ସାଧାରଣ ନାଗରିକ…
୨୯ ତାରିଖ ମଧ୍ୟରେ ବାତିଲ ହେବ ଏକାଧିକ ଟ୍ରେନ୍
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ସ୍ଥାନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି ଛଅ ପାସେଞ୍ଜର ଟ୍ରେନ ଓ ଦୁଇ ଏକ୍ସପ୍ରେସ ଟ୍ରେନ୍ ମାର୍ଚ୍ଚ ୨୯ ତାରିଖ ମଧ୍ୟରେ ସପ୍ତାହକୁ ଦିନେ ଲେଖା ୩ଦିନ ପାଇଁ ବାତିଲ…
ସୁପ୍ରିମକୋର୍ଟରେ କେବଳ ଜରୁରୀ ମାମଲାର ଶୁଣାଣି
ନୂଆଦିଲ୍ଲୀ,୧୪ା୩(ପି.ଟି.): ଘାତକ ମହାମାରୀ କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାବେଳେ ଏହି ସଂକ୍ରମଣକୁ ଏଡାଇବା ଲାଗି ଶୁକ୍ରବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୧୬ରୁ ସୁପ୍ରିମକୋର୍ଟରେ କେବଳ ଜୁରୁରୀ ମାମଲାଗୁଡ଼ିକର ଶୁଣାଣି ହେବ। ବିଚାର ବେଳେ କୋର୍ଟରୁମ୍ରେ କେବଳ ମାମଲା…
୭ କରୋନା ସନ୍ଦିଗ୍ଧ ନିଖୋଜ
ଲୁଧିଆନା,୧୪ା୩(ପି.ଟି.): କରୋନା ସଂକ୍ରମିତ ଦେଶରୁ ଫେରିଥିବା ପଞ୍ଜାବ ଲୁଧିଆନା ଜିଲାର ୭ ଜଣଙ୍କ ପତ୍ତା ମିଳୁନାହିଁ। ଯଦି ସେମାନେ କରୋନା ସଂକ୍ରମିତ ହୋଇଥିବେ ତେବେ ଏହି ଭୂତାଣୁ ଅନ୍ୟମାନଙ୍କୁ ବ୍ୟାପିବା ଆଶଙ୍କା ରହିଛି। ସେମାନେ ଦେଇଥିବା ଠିକଣା ଭୁଲ୍ ବୋଲି ଜଣାପଡିଛି।…
କସର୍ଦା ଫାଣ୍ଡିକୁ ବୋମା ମାଡ଼, ଅଭିଯୁକ୍ତ ଗିରଫ
ନିଆଳି,୧୪।୩(ଡି.ଏନ୍.ଏ.): ନିଆଳି ଥାନା ଅନ୍ତର୍ଗତ ଦେବୀ-କନ୍ଦଳ ଦ୍ୱୀପାଞ୍ଚଳର କସର୍ଦା ଫାଣ୍ଡି ଉପରକୁ ବୋମାମାଡ଼ କରିବା ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ କର୍ସଦା ଗ୍ରାମର ଦିଲୀପ ପ୍ରଧାନ। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଦୋପଟି…
ଇରାନରୁ ଫେରିଲେ ୪୪ ଭାରତୀୟ
ମୁମ୍ବାଇ/ନୂଆଦିଲ୍ଲୀ,୧୪ା୩(ପି.ଟି.): କରୋନା ସଂକ୍ରମିତ ଇରାନରୁ ଦ୍ୱିତୀୟ ପର୍ଯ୍ୟାୟରେ ୪୪ ଭାରତୀୟ ପର୍ଯ୍ୟଟକ ଫେରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଛନ୍ତି। ଇରାନ ଏୟାରର ଏକ ବିମାନରେ ଆସିଥିବା ଏହି ତୀର୍ଥଯାତ୍ରୀମାନେ ଶୁକ୍ରବାର ମଧ୍ୟାହ୍ନରେ ମୁମ୍ବାଇ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ଜୟସାଲମେରସ୍ଥିତ ସେନା…
ମଙ୍ଗୁଳି ଜେନା ହତ୍ୟା ଘଟଣା ଫାଇଲରେ ଡୋରି
ଖୋର୍ଦ୍ଧା ଅଫିସ, ୧୪।୩: ଖୋର୍ଦ୍ଧା ଜିଲା ସଦର ମହକୁମାରେ ଗତ ୨୦୧୯ ଏପ୍ରିଲ ୧୪ରେ ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ତେବେ ଏହି ଘଟଣା ଆଜକୁ ୧୧ ମାସ ବିତି ଯାଇଥିଲେ ମଧ୍ୟ ପୋଲିସ…
ସାର୍କ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ
ନୂଆଦିଲ୍ଲୀ, ୧୪।୩: ଚାଇନା ପରେ ଇଟାଲି, ଇରାନ, ଦକ୍ଷିଣ କୋରିଆ ଆଦି ଦେଶଗୁଡ଼ିକରେ କରୋନା ଉଗ୍ରରୂପ ଧାରଣ କରିଥିବା ବେଳେ ଦକ୍ଷିଣ ଏସିଆର ଅନ୍ୟ ଦେଶଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହା ଅର୍ଥନୀତି ଉପରେ ମଧ୍ୟ ଗଭୀର ପ୍ରଭାବ ପକାଉଛି। ଏହାକୁ…
Archives


