କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା
ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍ଲିର ମିରାଜ୍ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ହେବ ସେ ଆଇସୋଲେଶନ ଓ୍ବାର୍ଡରେ ରହିଆସୁଥିଲେ। ବୟସାଧିକ…
ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ
ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍ଡାଉନ୍ ଭଳି କଟକଣା ଜାରି କରାଯାଇଛି। ଏଥିଯୋଗୁ ଆର୍ଥିକ ଗତିବଧି ଏକପ୍ରକାର ଠପ୍ ହୋଇଯାଇଥିବାରୁ ଅର୍ଥନୀତି ଉପରେ କୋଭିଡ୍ର…
ଗଞ୍ଜାମରେ ସ୍ଥିତି ଅସମ୍ଭାଳ: ଆକ୍ରାନ୍ତ ସଂଖ୍ୟା ୨୫୦କୁ ଟପିଲା
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ…
ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ
କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ନବଜାତ ଶିଶୁ, ସେମାନଙ୍କ ମାଆ ଓ କେତେଜଣ ନର୍ସ ଅଛନ୍ତି। ସୁରକ୍ଷା କର୍ମୀ ଉକ୍ତ…
୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ
ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍ଡାଉନ୍ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା ଦେଶକୁ…
CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ…
ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍’ ସେବା
ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଏବଂ ଭୁବନେଶ୍ୱର ରେଲୱେ ଷ୍ଟେଶନଠାରୁ…
ତିନିରଥର ୬ ଚକ ନିର୍ମାଣ ଶେଷ
ପୁରୀ ଅଫିସ, ୧୪ା୫: ଆସନ୍ତା ୧୫ ତାରିଖରେ ଶ୍ରୀକ୍ଷେତ୍ର ଭଉଁରୀ। ଏହି ଦିନ ତିନିରଥର ୬ଟି ନାହାକା ଚକ ଡେରା ଯିବାର ବିଧି ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ନିୟୋଜିତ ସେବକମାନେ ନିର୍ମାଣ କାର୍ଯ୍ୟକୁ ଜୋର୍ଦାର କରିଛନ୍ତି।…
ନିଲମ୍ବିତ ଏସ୍ଆଇ ରାକେଶ ଗିରଫ
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ…
ଜିଆଇଏସ୍ ମ୍ୟାପିଂରେ କ୍ୱାରାଣ୍ଟାଇନ୍ ସେଣ୍ଟର ତଥ୍ୟ
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍ ସେଣ୍ଟର ଓ କୋଭିଡ୍ ହସ୍ପିଟାଲ ବାବଦରେ ଜିଆଇଏସ୍ (ଜିଓଗ୍ରାଫିକ୍ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର କରି ରାଜ୍ୟ ସରକାର ଏହି ନୂଆ ବ୍ୟବସ୍ଥାକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶା ସ୍ପେସ ଆପ୍ଲିକେଶନ…
ଘରୋଇ ହସ୍ପିଟାଲକୁ ପୁଣି ଚେତାବନୀ
ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଅନେକ ଘରୋଇ ହସ୍ପିଟାଲ ଓ ନର୍ସିଂ ହୋମ୍ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିଶ୍ମେଣ୍ଟ (କଣ୍ଟ୍ରୋଲ ଓ ରେଗୁଲେଶନ) ଆକ୍ଟ ଓ ଏହା ଅଧୀନରେ ଆସୁଥିବା ନିୟମଗୁଡ଼ିକୁ…
ରାସ୍ତାରେ ଯୁବକଙ୍କୁ ଗଳାକାଟି ହତ୍ୟା
ପୁରୀ ଅଫିସ,୧୪ା୫: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ପଞ୍ଚାୟତ ହାଟସାହି ନିକଟରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଦୁର୍ବୃତ୍ତ ରାସ୍ତାରେ ଭୁଜାଲିରେ ହାଣି ହତ୍ୟା କରି ଫେରାର ହୋଇଯାଇଛନ୍ତି।…
Archives


