Home

କୋଣାର୍କ ସୂର୍ଯ୍ୟ ମନ୍ଦିରରେ ସେଲ୍‌ଫି ନେବା ବେଳେ ଅଘଟଣ, ମହିଳା ପର୍ଯ୍ୟଟକ ଗୁରୁତର

ଗୋପ, ୧୩।୩(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଶୁକ୍ରବାର ଜଣେ ପର୍ଯ୍ୟଟକ ସେଲ୍‌ଫି ନେବାବେଳେ ଖସିପଡ଼ି ଗୁରୁତର ହୋଇଛନ୍ତି। ସେ ହେଲେ ଭୁବନେଶ୍ବର ୟୁନିଟ୍‌ ୯ର ମହିଳା ପର୍ଯ୍ୟଟକ ଶୁଭାସିନ ମାଲିକ(୨୨)। ପ୍ରକାଶ ଯେ, ଶୁଭାସିନ ପରିବାର ସହ କୋଣାର୍କ ସୂର୍ଯ୍ୟ ମନ୍ଦିର…

ଦୁଇ ବାଇକ୍‌ ମୁହାଁମୁହିଁ: ଜଣେ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର,୧୩।୩(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉତ୍ତମ କୁମାର ପାଳ (୨୮)। ଉତ୍ତମ ଗ୍ରାମ ରାସ୍ତାରେ ଏକ ବାଇକ୍‌ ନେଇ…

ପୋଖରୀରେ ବୁଡ଼ି ଛାତ୍ରୀଙ୍କ ଜୀବନଗଲା, ଦେଇଥିଲେ ମାଟ୍ରିକ୍‌ ପରୀକ୍ଷା

ପଦ୍ମପୁର,୧୩।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତ ତମ୍ବାଖଣ୍ଡି ଗ୍ରାମରେ ଜଣେ ଛାତ୍ରୀଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ରଶ୍ମିତା ଘଡେଇ। ରଶ୍ମିତା ଗୁରୁବାର ସନ୍ଧ୍ୟାରେ ଗ୍ରାମ ଦୋକାନକୁ ଆଳୁ କିଣିବାକୁ ଯାଇ ଘରକୁ ଫେରି…

ମାଛଧରା ହେଲା କାଳ: ପୋଖରୀରେ ବୁଡ଼ି ଜଣଙ୍କ ଜୀବନଗଲା

ସୋର,୧୩।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଜଣେ ବ୍ୟକ୍ତି ଶୁକ୍ରବାର ମାଛ ଧରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ରବୀନ୍ଦ୍ର ବେହେରା(୫୨)। ରବୀନ୍ଦ୍ର ନିଜ ଘର ପଛପଟେ ଥିବା ଏକ…

ଘରୋଇ କମ୍ପାନୀର ଜଣେ କର୍ମଚାରୀ କରୋନା ସଂକ୍ରମିତ: ସ୍ବାସ୍ଥ୍ୟ ବିଭାଗର ନଜରରେ ୭ଶହରୁ ଊର୍ଦ୍ଧ୍ୱ କର୍ମଚାରୀ

ନୋଏଡା,୧୩।୩: ଭାରତରେ ଆଉ ଏକ କରୋନା ଭାଇରସ୍‌ ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ନୋଏଡାରେ ଏକ ପ୍ରାଇଭେଟ୍‌ ଫାର୍ମରେ କାମ କରୁଥିବା ଜଣେ କର୍ମଚାରୀ କରୋନା ଭାଇରସ୍‌ରେ ପୀଡ଼ିତ ଥିବା ଜଣାପଡ଼ିଛି। ଏନେଇ ନୋଏଡାର ସିଏମ୍‌ଓ ଶୁକ୍ରବାର ସୂଚନା ଦେଇଛନ୍ତି।…

ଲଭ୍‌ ଲାଇଫ୍‌ କଥା କହିଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବର୍ତ୍ତମାନ ଫିଲ୍ମ ବ୍ୟତୀତ ଏକ ସୁଖୀ ଦାମ୍ପତ୍ୟ ଜୀବନଯାପନ କରୁଛନ୍ତି। ସେ ୨୦୧୭ରେ ରଣବୀର ସିଂଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ରଣବୀର କପୁରଙ୍କ ସହ ଡେଟ୍‌ କରୁଥିଲେ। ସେହି ସମୟରେ ସେ ରଣବୀରଙ୍କ…

କରୋନା ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗର ଗାଇଡ୍‌ଲାଇନ୍‌: ଆକ୍ରାନ୍ତ ଦେଶକୁ ଯାଇଥିଲେ ନିଜେ ସୂଚନା ଦେବାକୁ ନିର୍ଦ୍ଦେଶ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ରେଗୁଲେଶନ ଜାରି କରାଯାଇଛି। ଏହାନୁଯାୟୀ ସମସ୍ତ ସରକାରୀ, ଘରୋଇ ହସ୍ପିଟାଲରେ ସନ୍ଦିଗ୍ଧଙ୍କ ପାଇଁ ବ୍ୟବସ୍ଥା ରହିବ। ଆସୁଥିବା ସମସ୍ତ ସନ୍ଦିଗ୍ଧଙ୍କ ସବୁପ୍ରକାର ତଥ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ ରଖିବେ। ଆକ୍ରାନ୍ତ ଦେଶକୁ…

ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ମୁକୁଳିବା ପାଇଁ କରୋନା ବାହାନା: ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏବେ ବିଧାନସଭା ବଜେଟ ଅଧିବେଶନ ଚାଲିଥିବା ବେଳେ ଏହାକୁ ମାର୍ଚ୍ଚ ୨୯ ଯାଏ ମୁଲତବୀ ଘୋଷଣା…

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଡିପୋଜିଟ୍‌ ପ୍ରସଙ୍ଗ: ଗଠନ ହେଲା ଗୃହ କମିଟି

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ହୋଇଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀମାନେ କଡ଼ା ଭର୍ତ୍ସନା କରୁଥିବା ଦେଖାଯାଇଥିଲା। ତେବେ ଶୁକ୍ରବାର ଏହାକୁ…

କରୋନା ଭୟ: ମାର୍ଚ୍ଚ ୨୯ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା କରାଯାଇଛି।…

କରୋନା କବଳରେ ଅଷ୍ଟ୍ରେଲିଆ ଗୃହମନ୍ତ୍ରୀ

କାନବେରା,୧୩।୩: ସାରା ବିଶ୍ୱରେ ମାଡି ଚାଲିଛି କରୋନା ଭାଇରସର ଭୟାବହତା। କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ କରୋନା ଭାଇରସରେ ପୀଡ଼ିତ ଥିବା ଖବର ଆସିବା ପରେ ଏବେ ଅଷ୍ଟ୍ରେଲିଆର ଗୃହମନ୍ତ୍ରୀ ମଧ୍ୟ କରୋନା ଭାଇରସରେ ପୀଡ଼ିତ ଥିବା ସୂଚନା ମିଳିଛି। ଯଦିଓ ବିଧିବଦ୍ଧ…

ମେଳଣ ଦେଖି ଫେରୁଥିବା ବେଳେ ଗଛକୁ ପିଟିଲା ବାଇକ୍‌: ଆରୋହୀ ମୃତ

ଧାମନଗର,୧୩।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ତାଳସିଠା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବନ୍ତ ବ୍ଲକ ସୁନାଗଡିଆ ଗ୍ରାମର ଅଜୟ ବାରିକ (୩୩)। ଅଜୟ ଚୁଡାକୁଟି ମେଳଣ ଦେଖି ଫେରୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri