Home

ଠେକୁଆ ବେଶରେ କ୍ୟୁଟ୍‌ ତୈମୁର

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍‌ ରବିବାର ନିଜ ଫ୍ୟାନ୍‌ମାନଙ୍କ ପାଇଁ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍‌ ଠେକୁଆ ବେଶରେ ନଜର୍‌ ଆସିଛନ୍ତି। ଏହି ବେଶରେ ତୈମୁର ବହୁତ କ୍ୟୁଟ ଦେଖାଯାଉଛନ୍ତି…

ଲକ୍‌ଡାଉନ୍‌ରେ ଡ୍ରୋନ୍‌ ଦ୍ୱାରା ପାନମସଲା ପଠାଉଥିବା ଟିକ୍‌ଟକ୍‌ ଭିଡ଼ିଓ ଭାଇରାଲ: ୨ ଗିରଫ

ଅହମଦାବାଦ,୧୪।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ କେତେକ ଏହାର ଗୁରୁତ୍ୱକୁ ହୃଦୟଙ୍ଗମ କରିପାରୁ ନ ଥିବା ମନେ ହେଉଛି। ଗୁଜରାଟରେ ୨ ଜଣ ଯୁବକ ଲକ୍‌ଡାଉନ୍‌ ସମୟରେ ଡ୍ରୋନ୍‌ ଦ୍ୱାରା ପାନମସଲା…

ନିମପତ୍ରରେ ଦେଶୀ ମାସ୍କ

ରାଞ୍ଚି: କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିପାଇଁ ଲଢ଼େଇ କରିବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। ମାସ୍କ ପିନ୍ଧିବା ହେଉଛି ସୁରକ୍ଷା କବଚ। ସେଥିଲାଗି ପିଲାଠୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ସମସ୍ତେ…

କରୋନା ଭାଇରସ: ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କଲେ ବିଶ୍ୱର ସବୁଠାରୁ ଗେଡା ମହିଳା

ନାଗପୁର,୧୪।୪: କରୋନା ଭାଇରସକୁ ରୋକିବାକୁ ଏବେ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ତେଣୁ ଏହି ସମୟରେ ବାହାରେ ନ ବୁଲି ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ବିଶ୍ୱର ସବୁଠାରୁ ଗେଡା ମହିଳା ଜ୍ୟୋତି ଆମଜେ। ପିଙ୍କ୍‌…

ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ତାତି। ଅପରାହ୍ନ ୫ଟା ଯାଏ ଗ୍ରୀଷ୍ମ ପ୍ରକୋପ ଲାଗି ରହୁଛି। ପ୍ରବଳ ଖରା ସାଙ୍ଗକୁ ଝାଞ୍ଜି ପବନ ଦେହ ମୁଣ୍ଡକୁ ଝାଇଁ ଝାଇଁ କରି ଦେଇଛି। ରବିବାର…

୧୬ ଜିଲାରେ କାର୍ଯ୍ୟ କରୁଛି ୧୭ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ମୁକାବିଲା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କରୋନା ଆକ୍ରାନ୍ତଙ୍କୁ କିପରି ସ୍ବତନ୍ତ୍ର ଚିକିତ୍ସା ମିଳିପାରିବ ସେଥିପାଇଁ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଖୋଲାଯାଇଛି। ଏଥିପାଇଁ ବିଭିନ୍ନ ଘରୋଇ…

ହାତ ତିଆରି ମାସ୍କ ପରେ ଏବେ ଗାମୁଛାକୁ ପସନ୍ଦ କଲେ ମୋଦି

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନକୁ ନେଇ ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ସମୟରେ ଏକ ପାରମ୍ପରିକ ଗାମୁଛା ମୁହଁରେ ବାନ୍ଧିଥିବା ଦେଖାଯାଇଥିଲା। ପ୍ରଥମେ ଏହି ଧଳା ଗାମୁଛା ମୁହଁରେ ଗୁଡାଇ ହୋଇ ମୋଦି ଦେଶବାସୀଙ୍କୁ ନମସ୍କାର କରିଥିଲେ। ଏହାପରେ ଉଦ୍‌ବୋଧନ…

ଦୁଇ ଓଡ଼ିଆ ସାହିତି୍ୟକ ପାଇବେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ପୁରସ୍କାର

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ହିନ୍ଦୀ ପ୍ରଶିକ୍ଷଣ ସଂସ୍ଥା କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ପକ୍ଷରୁ ୨୦୧୭ ମସିହା ଲାଗି ୨୬ଜଣ ହିନ୍ଦୀ ସାହିତି୍ୟକଙ୍କୁ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ। ହିନ୍ଦୀ ସାହିତ୍ୟକୁ ଅବଦାନ ଲାଗି ଏହି ସାହିତି୍ୟକମାନଙ୍କୁ ସମ୍ମାନିତ କରାଯିବ। ଏହି…

ହୋମ କ୍ୱାରାଣ୍ଟାଇନରେ ଥିବା ଯୁବକଙ୍କ ଆତ୍ମହତ୍ୟା:୧୦ ଗ୍ରାମବାସୀ ଅଟକ

ଧର୍ମଶାଳା,୧୪ା୪(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଥାନା ଦେଉଦା ଗ୍ରାମର ସୁରେଶ ସାହୁ (୩୨) ନାମକ ଜଣେ ଯୁବକ ହୋମ କ୍ୱାରାଣ୍ଟାଇନରେ ଥିବାବେଳେ ସୋମବାର ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଆତ୍ମହତ୍ୟା ପାଇଁ ମୃତକଙ୍କ ସ୍ତ୍ରୀ ରଞ୍ଜନା ସାହୁ ଗ୍ରାମବାସୀଙ୍କୁ ଦାୟୀ…

‘କରୋନା’ ମୁକାବିଲାରେ ଷ୍ଟାର୍ଟଅପ୍‌

ଭୁବନେଶ୍ୱର, ୧୪ା୪: କରୋନା ମୁକାବିଲା ପାଇଁ ଏବେ ସାମୂହିକ ଲଢ଼େଇ ଚାଲିଛି। ଲକ୍‌ଡାଉନ୍‌ ପାଇଁ ବର୍ତ୍ତମାନ ଉପୁଜୁଥିବା ବିଭିନ୍ନ ସମସ୍ୟାର ସମାଧାନ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। ଏଭଳିସ୍ଥଳେ ସ୍ବାସ୍ଥ୍ୟ ସେବା, ଟେକ୍ନୋଲୋଜି ଇଣ୍ଡଷ୍ଟ୍ରି, ସାମାଜିକ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟ କରୁଥିବା…

ଗଣମାଧ୍ୟମ ଉପରେ ପ୍ରତିବନ୍ଧକ ଲଗାଇପାରିବୁ ନାହିଁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪ା୪: ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ରେ ଆୟୋଜିତ ତବଲିଘି ଜମାତ୍‌କୁ କରୋନା ସଂକ୍ରମଣ ସହ ଯୋଡ଼ି ସାମ୍ପ୍ରଦାୟିକୀକରଣ କରିଥିବା ଗଣମାଧ୍ୟମ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ହୋଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ପ୍ରଧାନ ବିଚାରପତି ଏସ୍‌. ଏ. ବୋବ୍‌ଡେ କହିଛନ୍ତି,…

ସଙ୍କଟରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୪।୪: ଭାରତ ସମେତ ସାରା ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ ଆସୁଥିବାରୁ ସେମାନଙ୍କ ସୁରକ୍ଷା ବର୍ତ୍ତମାନ ସମୟରେ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri