Home

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦେବେଗୌଡା

ବେଙ୍ଗାଲୁରୁ୯।୬; ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ(ସେକ୍ୟୁଲାର) ମୁଖ୍ୟ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ପାଇଁ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କର୍ନାଟକର ରାଜ୍ୟ ସଭା ଆସନ ପାଇଁ ଜୁନ ୧୯ରେ ନିର୍ବାଚନ କରାଯିବ। ପ୍ରାର୍ଥିପତ୍ର ଦାଖଲ ସମୟରେ ଦେବେଗୌଡାଙ୍କ ପୁଅ…

ସାବିତ୍ରୀ ରଥ ହେଲେ ହାଇକୋର୍ଟର ନୂଆ ବିଚାରପତି

କଟକ ଅଫିସ,୯।୬: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଥଙ୍କ ନାମକୁ ହାଇକୋର୍ଟର କଲେଜିୟମ ଗତବର୍ଷ ମେ’ରେ ସୁପ୍ରିମକୋର୍ଟର କଲେଜିୟମକୁ…

୪ଦଫା ଦାବି ନେଇ ବିଡିଓଙ୍କୁ ସ୍ମାରକପତ୍ର

ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): ୪ଦଫା ଦାବିରେ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବିଶ୍ୱନିରାମୟ ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଏକ ସ୍ମାରକ ପତ୍ର ବିଡିଓ କର୍ଣ୍ଣଦେବ ସମାଦ୍ଧାରଙ୍କୁ ପ୍ରଦାନ କରାଯାଇଛି। ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା ନେଇ ଏହି ଦାବିପତ୍ର ପ୍ରଦାନ ହୋଇଛି।…

ଚଳିତ ବର୍ଷ ଦିଆଯିବନି ରମଣ ମାଗାସେସ୍‌ ଆଓ୍ବାର୍ଡ: ୬୩ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ବନ୍ଦ

ମାନିଲା,୯।୬: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମଣ ମାଗାସେସ୍‌ ଆଓ୍ବାର୍ଡ ଚଳିତ ବର୍ଷ ଦିଆ ଯିବନାହିଁ। ଏହି ଫିଲିପାଇନ୍ସ୍‌ ଶାନ୍ତି ପୁରସ୍କାରକୁ କରୋନା ମହାମାରୀ ପାଇଁ ରଦ୍ଦ କରାଯାଇଛି। ପ୍ରତିବର୍ଷ ଏହାକୁ ମାନିଲାଠାରେ ଯୋଗ୍ୟ ପ୍ରାର୍ଥୀଙ୍କୁ ପ୍ରଦାନ କରାଯାଇଥାଏ। ୧୯୫୭ଠାରୁ ଗତ…

ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ପରଲୋକ

ଭୁବନେଶ୍ୱର, ୯।୬(ବ୍ୟୁରୋ): ବିଶିଷ୍ଟ ନ୍ୟୁରୋ ସର୍ଜନ ପ୍ରଫେସର ଡାକ୍ତର ସନାତନ ରଥଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିବା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ଡା. ସନାତନ ଭାରତୀୟ ନ୍ୟୁରୋ…

ଦକ୍ଷିଣକୋରିଆ ସହିତ ସମସ୍ତ ସମ୍ପର୍କ ଛିନ୍ନ କରିବାକୁ କହିଲା ଉତ୍ତରକୋରିଆ

ସିଓଲ,୯।୬: ଦକ୍ଷିଣକୋରିଆ ସହିତ ସମସ୍ତ ସମ୍ପର୍କ ଛିନ୍ନ କରିବା ଲାଗି ଉତ୍ତରକୋରିଆର ମଙ୍ଗଳବାର ନିଷ୍ପତ୍ତି ନେଇଛି। ଉତ୍ତରକୋରିଆ ବିରୋଧରେ ହେଉଥିବା ଅପପ୍ରଚାର ରୋକିବାରେ ଦକ୍ଷିଣକୋରିଆ ଅସମର୍ଥ ହୋଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି। ଦକ୍ଷିଣକୋରିଆ ଶତ୍ରୁ ରାଷ୍ଟ୍ର ବୋଲି ଉତ୍ତରକୋରିଆ…

ଅଫିସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍‌ଲାଇନ ଜାରି କରାଯାଇଛି । ଅଫିସ୍‌ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ସରକାର ଏପରି ନିୟମ କରିଛନ୍ତି। ସମ୍ପୃକ୍ତ ନିୟମଗୁଡ଼ିକ ହେଲା: – ଅଫିସରେ ସାମାଜିକ ଦୂରତା…

ଭୁବନେଶ୍ୱରରୁ ୪ କରୋନା ପଜିଟିଭ ଚିହ୍ନଟ: ୩ ପୁରୁଷ, ଜଣେ ମହିଳା

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୬ କରୋନା ପଜିଟିଭ ମଧ୍ୟରୁ ଭୁବନେଶ୍ୱରର ୪ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୩ଜଣ ଯୁବକ ଥିବାବେଳେ ଜଣେ ଯୁବତୀ ଅଛନ୍ତି। ତେବେ ସମସ୍ତ ୪ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ସେମାନଙ୍କ…

ଜୁଲାଇ ଶେଷ ସୁଦ୍ଧା ୫ଲକ୍ଷ ଛୁଇଁପାରେ କରୋନା ସଂକ୍ରମଣ, ଆବଶ୍ୟକ ୮୦ହଜାର ବେଡ୍‌: ସିସୋଡିଆ

ନୂଆଦିଲ୍ଲୀ,୯।୬: ଦିଲ୍ଲୀରେ ବେଲଗାମ୍‌ ହେଉଛି କରୋନା। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଗୋଷ୍ଠୀ ସଂକ୍ରମଣ ଭୟକୁ ନେଇ ମଙ୍ଗଳବାର ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଧ୍ୟକ୍ଷତାରେ ଡିଡିଏମ୍‌ଏରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ…

ମହାମାରୀ ସମୟରେ ହୋଇଛି ମହାଦୁର୍ନୀତି: ପିସିସି ସଭାପତି

ଭୁବନେଶ୍ୱର, ୯।୬(ବ୍ୟୁରୋ): କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ଅଭିଯୋଗକୁ ନେଇ ରାଜ୍ୟରେ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରୁଛନ୍ତି। ମାସ୍କ କିଣାରେ ଦୁର୍ନୀତି ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଏ ନେଇ…

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ସୂଚନା ଦେଇଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୨୯…

ମଣିଷ ଭଳି ଏଆଇ ମେସିନ ବି ଲୋଡ଼େ ବିଶ୍ରାମ

ଓ୍ବାଶିଂଟନ,୯।୬: ଭଲ କାମ ପ୍ରଦର୍ଶନ ପାଇଁ ବିଶ୍ରାମ ଆବଶ୍ୟକ। ତେଣୁ ମଣିଷ କାମ ମଝିରେ ମଝିରେ ବିଶ୍ରାମ ନେବା ସହିତ ଶୋଇଥାନ୍ତି। ଏହାଦ୍ୱାରା ମସ୍ତିଷ୍କ ଚାପ ମୁକ୍ତ ରହିଥାଏ। ମଣିଷ ଭଳି ମେସିନ ମଧ୍ୟ କାମ ମଝିରେ ବିଶ୍ରାମ ଲୋଡ଼ିଥାଏ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?