ନେଟଫ୍ଲିକ୍ସରେ ରିଲିଜ୍ ହେବ ଗୁଞ୍ଜନ ସାକ୍ସସେନା ବାୟୋପିକ୍
ମୁମ୍ବାଇ: ଶରଣ ସାକ୍ସସେନାଙ୍କ ନିର୍ଦ୍ଦେଶିତ ତଥା ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ଗୁଞ୍ଜନ ସାକ୍ସସେନାର ରିଲିଜ୍କୁ ନେଇ ପୂର୍ବରୁ ସୋସିଆଲ ମିଡିଆରେ ଖୁବ୍ ଆଲୋଚନା ହେଉଥିଲା। ତେବେ ପ୍ରଯୋଜକ କରଣ ଜୋହର ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଏକ ବଡ଼…
ରାଜ୍ୟ ଯୋଜନା ବୋର୍ଡର ବୈଠକ: ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ରାଜ୍ୟ ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ…
ଭର୍ଚୁଆଲ ରାଲିରେ ମମତାଙ୍କ ଉପରେ ଗର୍ଜିଲେ ଶାହା
ନୂଆଦିଲ୍ଲୀ,୯।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ପଶ୍ଚିମବଙ୍ଗରେ ଭର୍ଚୁଆଲ ରାଲି ମାଧ୍ୟମରେ ଦଳୀୟକର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ରର ମୋଦି ସରକାରଙ୍କ ୨.୦ର ପ୍ରଥମ ବର୍ଷ ପୂରଣ ହେବାର ଅନୁଭୁତି କହିଥିଲେ । ତେବେ…
୯୦ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା ଲାଗୁଛି ଭଲ: ଅନ୍ଲାଇନ୍ ପାଠପଢ଼ାରେ ପୂରଣ ହେଉନି ଆବଶ୍ୟକତା
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ୍ରେ ପାଠପଢ଼ା ଯାଉଛି। ତେବେ ଏଭଳି ବ୍ୟବସ୍ଥାରେ ପାଠପଢ଼ାର ବହୁ ଆବଶ୍ୟକତା ପୂରଣ ହେଉ ନାହିଁ। ୯୦.୬ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା…
ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ
ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ…
କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଲା କେଜରିଓ୍ବାଲଙ୍କ ନମୁନା
ନୂଆଦିଲ୍ଲୀ,୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଗଳାରେ ଦରଜ ଅନୁଭବ କରିବା ସହ ଜ୍ୱର ଲାଗିବାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଥିଲେ। କରୋନା ଭଳି ଲକ୍ଷଣ ପ୍ରକାଶ ପାଇବାରୁ ମଙ୍ଗଳବାର ତାଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…
ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ ଓଡ଼ିଆ…
ଉଡନ୍ତା କାର୍ କିଣିବାକୁ ଚାହୁଁଛନ୍ତି ଏହି କ୍ରିକେଟ୍ର
କରୋନା ଭାଇରସ କାରଣରୁ କୌଣସି କ୍ରିକେଟ ସିରିଜ୍ ଅନୁଷ୍ଠିତ ହୋଇପାରୁନାହିଁ। ଏହି କାରଣରୁ ଅଧିକାଂଶ କ୍ରିକେଟ ଖେଳାଳି ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି। ଏହି ମହାମାରୀ ହେତୁ ଆଇପିଏଲ ମଧ୍ୟ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯିବା ପରେ କ୍ରିକେଟରଙ୍କ ପାଖରେ…
୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୯।୬: ଲକ୍ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ମଙ୍ଗଳବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଡିଜାଷ୍ଟର ମ୍ୟାନେଜମେଣ୍ଟ ଆକ୍ଟ, ୨୦୦୫…
ସାହାରପଡ଼ା ବ୍ଲକର ଦ୍ୱିତୀୟ କରୋନା ପଜିଟିଭ ଚିହ୍ନଟ
ପାଟଣା,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତର ଜଣେ ୫୫ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହାକୁ ମିଶାଇ ସାହାରପଡ଼ା…
ଥରିଲା ଜମ୍ମୁ-କଶ୍ମୀର
ଶ୍ରୀନଗର,୯।୬: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ପୂର୍ବାହ୍ନ ୮ଟା ୧୬ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ଥିଲା ବୋଲି ଜମ୍ମୁ-କଶ୍ମୀର ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ଗନ୍ଦେରଓ୍ବଲର ଦକ୍ଷିଣ-ପୂର୍ବର ୭ କିମି ଏବଂ…
ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୯,୯୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଦେଶରେ…

