୨ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ
କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା ସହ ୨ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରିକୁ ନେଇ ଅଞ୍ଚଳବାସୀ ଛାନିଆ ହୋଇ ପଡ଼ିଛନ୍ତି। ଏସଂକ୍ରାନ୍ତରେ…
ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ
ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା ସହିତ ଶରୀରକୁ ସୁସ୍ଥ ରଖିବା ଲକ୍ଷ୍ୟରେ ଏହି ଯୋଗାଭ୍ୟାସ କରାଯାଉଛି। ସରପଞ୍ଚ କିଶୋର କିଙ୍କର…
ଡ୍ୟୁଟିରେ ଥିବା ବେଳେ ବୃଦ୍ଧାଙ୍କୁ ଖୁଆଇବା ଘଟଣା: ମାଲକାନଗିରି ଏସ୍ଆଇ ଶୁଭଶ୍ରୀଙ୍କ ପ୍ରଶଂସାରେ ଶତମୁଖ ମେଗାଷ୍ଟାର ଚିରଞ୍ଜୀବୀ, ଭିଡିଓ କଲ୍ ଯୋଗେ କଥା ହେଲେ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ମେଗାଷ୍ଟାର ଚିରଞ୍ଜୀବୀ ଡ୍ୟୁଟିରେ ଥିବା ସମୟରେ ଜଣେ ବୃଦ୍ଧ ମହିଳାଙ୍କୁ ଖାଇବାକୁ ଦେଇଥିବାରୁ ମାଲକାନଗିରି ସବ୍-ଇନ୍ସପେକ୍ଟର ଶୁଭଶ୍ରୀ ନାୟକଙ୍କୁ ପ୍ରଶଂସା କରିଛନ୍ତି। ବିଶ୍ୱ ମାତୃ ଦିବସ ଉପଲକ୍ଷେ ଚିରଞ୍ଜୀବୀ ଏକ ଭିଡିଓ ଶେୟାର କରି ଶୁଭଶ୍ରୀ ତାଙ୍କ ମା’ଙ୍କୁ ମନେ…
ବନ୍ତରେ ପହଞ୍ଚତ୍ଲେଣି ୧୫୧ ପ୍ରବାସୀ ଓଡ଼ିଆ
ବନ୍ତ,୧୨।୫(ଡି.ଏନ୍.ଏ.)-କରୋନା ଲକ୍ ଡାଉନ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ବ୍ଲକରେ ୨୬ଟି ରାଜ୍ୟରୁ ଘରକୁ ଫେରିବା ୮୪୪୧ ଜଣ ପ୍ରବାସୀ ଓଡିଆ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର ସୁଦ୍ଧା ୧୫୧ଜଣ ଫେରିଥିବା ଜଣାଯାଇଛି। ଗତ ୨ ତାରିଖରେ ୫, ୩ରେ…
ଭୋଗରାଇର ୭ ପଞ୍ଚାୟତ ସଟଡାଉନ
ଭୋଗରାଇ,୧୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ୭ ପଞ୍ଚାୟତ ବାରବାଟିଆ, କୁମ୍ଭାରମୂଳୀ, ଭୋଗରାଇ, ସୁଲତାନପୁର, ନିମାତପୁର, ସୁନାଧରବସାଣ, ଜୟୀରାମପୁରକୁ ସ୍ଥାନୀୟ ସରପଞ୍ଚ ସଟ୍ଡାଉନ୍ ଘୋଷଣା କରିଛନ୍ତି। ଗତ ରବିବାର ଭୋଗରାଇରୁ ଏକାବେଳେ ୧୫ ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ସ୍ଥାନୀୟ ଅଞ୍ଚଳବାସୀ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର
ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ…
କେନ୍ଦୁଝରରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ
କେନ୍ଦୁଝର, ୧୨ା୫(ଡି.ଏନ୍.ଏ.)-କେନ୍ଦୁଝର ସଦର ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ସାଙ୍ଗକୁ କୁଆପଥର ମାଡ ହୋଇଥିବା ଖବର ମିଳିଛି। ବଜ୍ରପାତ ଫଳରେ ରାଇସୁଆଁଠାରେ ଏକ ବିରାଟ ତେନ୍ତୁଳି ଗଛରେ ଫାଟ ସୃଷ୍ଟି ହୋଇଥିବା ଜଣାପଡିଥିବାବେଳେ ଗଛ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସମ୍ଭାବନା: ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବିହାର ଓ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, କଟକ ଆଦି ଜିଲାର ଗୋଟିଏ…
୬ ଜିଲାରେ ବଢ଼ିବ କୋଭିଡ କେୟାର ଶଯ୍ୟା
ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏ ନେଇ ରାଜ୍ୟରେ ୬ଟି ଜିଲାରେ କୋଭିଡ କେୟାର ସଯ୍ୟା ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇଛି। ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ବଲାଙ୍ଗୀରରେ ଶଯ୍ୟା ସଂଖ୍ୟା ବଢ଼ିବ।…
ପୋଲିସ ଏସ୍ଆଇଙ୍କ ସିଙ୍ଘମ୍ ଷ୍ଟାଇଲ୍ ପଡ଼ିଲା ମହଙ୍ଗା: ଗଣିଲେ ୫,୦୦୦ ଜରିମାନା
ଭୋପାଳ,୧୨।୫: ମଧ୍ୟପ୍ରଦେଶ ଦମୋହ ଜିଲାରେ ଜଣେ ପୋଲିସ ଏସ୍ଆଇଙ୍କୁ ସିଙ୍ଘମ୍ ଷ୍ଟାଇଲ୍ରେ ଭିଡ଼ଓ ଶୁଟିଂ କରିବା ମହଙ୍ଗା ପଡ଼ିଛି। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ସମ୍ପୃକ୍ତ ଏସ୍ଆଇଙ୍କ ଉପରେ ୫,୦୦୦ଟଙ୍କା ଜରିମାନ ଦଣ୍ଡାଦେଶ କରାଯାଇଛି। ସ୍ଥାନୀୟ ନରସିଂହଗଡ଼ ପୋଲିସ ଥାନାରେ କାର୍ଯ୍ୟ…
କରୋନା ଯୁଦ୍ଧରେ ବିଜୟୀ ହେଲେ ୮୮ ବର୍ଷୀୟ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ
ନୂଆଦିଲ୍ଲୀ,୧୨।୫: ହିମାଚଳ ପ୍ରଦେଶରେ ୮୮ ବର୍ଷୀୟ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ କେଏସ୍ ଜସଓ୍ବାଲ କରୋନା ଯୁଦ୍ଧରେ ବିଜୟୀ ହୋଇ କରୋନା ସହ ଲଢିବାକୁ ଅନ୍ୟମାନଙ୍କୁ ସାହାସ ଯୋଗାଇଛନ୍ତି। ଏପ୍ରିଲ ୨୭ରେ ସେ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ନୂଆଦିଲ୍ଲୀର…
କରୋନା ମହାମାରୀରେ ଅନ୍ତିମ ସଂସ୍କାର ପାଇଁ ବି ସଙ୍କଟ: ଆମ୍ବୁଲାନ୍ସ୍ରେ ଘଣ୍ଟା ଘଣ୍ଟା ପଡ଼ି ରହିଲା ମୃତଦେହ
ମିରଟ,୧୨।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମଣଠାରୁ ଅଧିକ ହୃଦୟ ବିଦାରକ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ଅନ୍ତିମ ସଂସ୍କାରକୁ ନେଇ ଘଟୁଥିବା ଘଟଣା। କରୋନା ମହାମାରୀରେ ଅନ୍ତିମ ସଂସ୍କାର ପାଇଁ ବି ସଙ୍କଟ ଦେଖାଦେଉଛି। ସଂକ୍ରମିତଙ୍କ ମୃତଦେହକୁ…
Archives


