ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ
ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ ବେଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ ନୀତି ହୋଇ ସକାଳ ଧୂପ ପଣାସଂକ୍ରାନ୍ତି…
କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍ ଅକ୍ମ୍ୟାନ୍
ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଛନ୍ତି। ଏହା ବିଶ୍ୱାସ ନ ହେଲେ ବି ସତ। ଏପରି ଅଭିଜ୍ଞତା ହାସଲ…
କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ
ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର ବ୍ୟବସ୍ଥା ସୁଗମ ହୋଇ ପାରି ନ ଥିବା ଯୋଗୁ ଚାଷୀଙ୍କ ପରିବା କିଆରୀରେ…
ଦିଲ୍ଲୀ ମାକ୍ସ ହସ୍ପିଟାଲର ୧୫୦କର୍ମଚାରୀ ସେଲ୍ଫ କ୍ୱାରାଣ୍ଟାଇନ୍
ନୂଆଦିଲ୍ଲୀ, ୧୩।୪: ଦିଲ୍ଲୀର ସାକେତ ସ୍ଥିତ ମାକ୍ସ ହସ୍ପିଟାଲରେ ୧୫୦ କର୍ମଚାରୀଙ୍କୁ ସେଲ୍ଫ କ୍ୱାରାଣ୍ଟାଇନ୍ରେ ପଠାଇ ଦିଆଯାଇଛି। ଏମାନେ ସମସ୍ତେ ୨ଜଣ କରୋନା ପଜିଟିଭ୍ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ହସ୍ପିଟାଲର କର୍ମଚାରୀଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ଓ୍ବାର୍ଡ ବୟ…
କଟକଣା ନ ମାନି ଆଖଣ୍ଡଳମଣିଙ୍କ ପୀଠକୁ ଆସିଥିଲେ ଭକ୍ତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ
ଆରଡ଼ି,୧୩ା୪(ଡି.ଏନ୍.ଏ.): ଲକ୍ଡାଉନ ଯୋଗୁ ଭଦ୍ରକ ଜିଲା ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୨୦ ଦିନ ହେଲା ବନ୍ଦ ରହିଛି। ଫଳରେ ଭକ୍ତମାନେ ଦର୍ଶନ ପାଇ ପାରୁନାହାନ୍ତି। ସୋମବାର ସକାଳେ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳର ବହୁ ଭକ୍ତ ପୀଠକୁ ଆସିଥିଲେ।…
ଲକ୍ଡାଉନ୍ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର ଓ ଅନ୍ୟାନ୍ୟ ପ୍ରତିଷ୍ଠାନ ଉପରେ କଟକଣା ବଳବତ୍ତର ରହିବ। ତେବେ ଏହି ସମୟରେ ଚାଷ…
କରୋନା ହଟ୍ସ୍ପଟ୍ ଚାନ୍ଦିନୀ ମହଲକୁ ଘୋଷଣା କରାଗଲା କଣ୍ଟେନମେଣ୍ଟ ଜୋନ୍
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ କରୋନା ଭାଇରସର୍ ହଟ୍ସ୍ପଟ୍ କୁହାଯାଉଥିବା ଚାନ୍ଦିନୀ ମହଲ ଅଞ୍ଚଳରେ ରବିବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ମିଶାଇ ଚାନ୍ଦିନୀ ମହଲ ଅଞ୍ଚଳରେ ଏପର୍ଯ୍ୟନ୍ତ ମୃତ୍ୟୁ…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ୩୦ ବାଇକ୍ ଜବତ କଲା ପୋଲିସ
ଗୁଡଭେଲା,୧୩ା୪(ଡିଏନଏ): ସରକାରଙ୍କ କଡ଼ା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍ ଜବତ କରିଛି। ସକାଳ ୭ଟାରୁ…
କରୋନା ଭୂତାଣୁ ଉପରେ ପରୀକ୍ଷା ହେଉଥିବା ଲ୍ୟାବ୍କୁ ମିଳୁଥିଲା ଆମେରିକା ଅନୁଦାନ: ଏଠାରୁ ବ୍ୟାପିଥିଲା ସଂକ୍ରମଣ !
ବେଜିଂ,୧୩।୪: ଚାଇନାର ଉହାନ ସହର ଥିବା ଇନଷ୍ଟିଚ୍ୟୁଟ୍ ଅଫ୍ ବାୟୋଲୋଜିର ଏକ ଲ୍ୟାବ୍ରେ କରୋନା ସଂକ୍ରମଣ ଉପରେ ପରୀକ୍ଷା ନିରୀକ୍ଷା ଜାରି ରହିଥିଲା। ଏଠାରୁ ସଂକ୍ରମଣ ୩୦ କିଲୋମିଟର ଦୂରରେ ଥିବା ମାଂସ ବଜାରରେ ହୋଇଥିଲା। ପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ…
ବନ ବିଭାଗର ଚଢ଼ାଉ: କାଠ ମାଫିଆ ଫେରାର; କାଠ ଗଣ୍ଡି, ୭ ସାଇକେଲ, ୧୦ କଟୁରୀ ଜବତ
ଓଡଗାଁ, ୧୩।୪(ସ୍ବ. ପ୍ର. ): ନୟାଗଡ଼ ଜିଲା ଓଡ଼ଗାଁ ରେଞ୍ଜ ଓ ବାହାଡ଼ାଝୋଲା ସେକ୍ସନ ଅନ୍ତର୍ଗତ ସଂରକ୍ଷିତ ଜଙ୍ଗଲରୁ କାଠ ମାଫିଆମାନେ ସୋମବାର କାଠ କାଟି ସାଇଜ କରୁଥିଲେ। ବିଶେଷ ସୂତ୍ରରୁ ଖବର ପାଇ ବନ କର୍ମଚାରୀ ସେଠାରେ ଚଢ଼ାଉ କରିଥିଲେ।…
୬ ମାସର ଶିଶୁ କରୋନା ପଜିଟିଭ୍
ଲଣ୍ଡନ,୧୩।୪: ପୂର୍ବରୁ ହୃଦ୍ରୋଗ ସମ୍ବନ୍ଧୀୟ ସମସ୍ୟା ଭୋଗୁଥିବା ୬ମାସର ଶିଶୁ ଏବେ କରୋନାରେ ସଂକ୍ରମିତ। କରୋନାରେ ସଂକ୍ରମିତ ହେବା ପରେ ଉକ୍ତ ଶିଶୁଟିକୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଛି। ସୂଚନାଯୋଗ୍ୟ, ବ୍ରିଟେନର ଗ୍ରେଟ ମଞ୍ଚେଷ୍ଟରରେ ରହୁଥିବା ଜଣେ ୬ମାସର ଶିଶୁ…
କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ କଳାହାଣ୍ଡିବାସୀ ଆଶ୍ୱସ୍ତ
ଧର୍ମଗଡ଼,୧୩ା୪(ଡି.ଏନ୍.ଏ.) : କଳାହାଣ୍ଡି ଜିଲାର ଜଣେ କୋଭିଡ୍ ପଜିଟିଭ ଆକ୍ରାନ୍ତ ବର୍ତ୍ତମାନ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ମାଧ୍ୟମରେ ସୂଚନା ଦିଆଯାଇଛି। ଏନେଇ ଜିଲାବାସୀଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି। ଗୋଲାମୁଣ୍ଡା ବ୍ଲକ…
Archives


