ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ
ଭୁବନେଶ୍ୱର,୮ା୬(ବ୍ୟୁରୋ)-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ସୋମବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ତାଙ୍କ ପୁଅ ଅଭିମନ୍ୟୁ ସେଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅର୍ଜୁନ ଭଦ୍ରକ ଲୋକସଭା ଆସନରୁ…
ପରୀକ୍ଷା ନେଇ ଚିନ୍ତାରେ ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜୁଲାଇ ୬ରୁ ଆରମ୍ଭ ହେଉଥିବା ଯୁକ୍ତ ୩ ସେମିଷ୍ଟାର ତଥା ପିଜି ଶେଷବର୍ଷ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ତଥା ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଦିନକୁ ଦିନ କରୋନାର ପ୍ରକୋପ ବଢ଼ିଚାଲିଥିବା…
ବଜ୍ରପାତ ନେଲା ୧୦ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ) – ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ଘଟି ୧୦ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ,…
୨ ମିନିଟ୍ ୧୧ ସେକେଣ୍ଡ ହେବ ରାଜ୍ୟ ସଙ୍ଗୀତ
ଭୁବନେଶ୍ୱର,୮ା୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ସ୍ବତନ୍ତ୍ର ଗାଇଡ୍ଲାଇନ ପ୍ରସ୍ତୁତ କରିବେ ରାଜ୍ୟ ସରକାର। ରାଜ୍ୟ ସଙ୍ଗୀତକୁ ନେଇ ରହିଥିବା ନୀତି ନିୟମକୁ ଅନୁକରଣ କରାଯାଇ ଏହି ଗାଇଡ୍ଲାଇନ ପ୍ରସ୍ତୁତ କରାଯିବ। ଗୀତ ଗାନ ବେଳେ ସମସ୍ତେ ଦଣ୍ଡାୟମାନ ହେବାକୁ…
ମହିଳା ସଂଘ ପକ୍ଷରୁ ସରପଞ୍ଚଙ୍କୁ ‘ସଂଗ୍ରାମୀ ସମ୍ମାନ’
ଖଇରା, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ପଞ୍ଚାୟତର ସରପଞ୍ଚଙ୍କ ଉତ୍ସର୍ଗୀକୃତ ସେବା ପାଇଁ ଖଇରା ପଞ୍ଚାୟତସ୍ତରୀୟ ମହାସଂଘ ସଞ୍ଚୟିକା ତରଫରୁ ସୋମବାର ଅପରାହ୍ନରେ ଖଇରା ପଞ୍ଚାୟତ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ସଂଘର ଏମ୍ବିକେ (ମାଷ୍ଟର ବୁକ୍…
ତଲାବିରା ଖଣି ବିବାଦ: ସମାଧାନ ପାଇଁ ତ୍ରିପାକ୍ଷିକ ବୈଠକ
ସମ୍ବଲପୁର,୮ା୬(ବ୍ୟୁରୋ): ସମ୍ବଲପୁର ରେଙ୍ଗାଲି ତଲାବିରା କୋଇଲାଖଣି ୧ ଓ ୨ରେ ଲାଗି ରହିଥିବା ବିବାଦର ସମାଧାନର ବାଟ ଫିଟୁନାହିଁ । କମ୍ପାନୀ କୋଇଲା ଉତ୍ତୋଳନ କାମ ଆରମ୍ଭ କରିଥିବା ବେଳେ ବିସ୍ଥାପିତ ଓ ଅଞ୍ଚଳବାସୀ ଏହାକୁ ବିରୋଧ ଜାରି ରଖିଛନ୍ତି। ଏହି…
କରୋନା ମୁକାବିଲାରେ ପ୍ରଶାସନ ବିଫଳ: କଂଗ୍ରେସ
ବାସୁଦେବପୁର,୮ା୬(ଡି.ଏନ୍.ଏ.)- ବାସୁଦେବପୁର ନଗର କଂଗ୍ରେସ ପକ୍ଷରୁ ଉଚ୍ଚଡିହା ଗ୍ରାମଠାରେ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଛି। କରୋନା ମୁକାବିଲା କ୍ଷେତ୍ରରେ ପ୍ରଶାସନ ପୂର୍ଣ୍ଣମାତ୍ରାରେ ବିଫଳ ହୋଇଥିବା ସହିତ ବିଭିନ୍ନ ସମସ୍ୟା ବାବଦରେ ଅଭିଯୋଗ ଉଠାଇଛି। ବିଶେଷ କରି ସଙ୍ଗରୋଧ କେନ୍ଦ୍ରରେ…
ବୃକ୍ଷରୋପଣକୁ ନେଇ ଅସନ୍ତୋଷ : ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ୱାର୍ଡବାସୀ
ଚମ୍ପୁଆ, ୮ା୬(ଡି.ଏନ.ଏ)-ୱାର୍ଡର ଜବକାର୍ଡଧାରୀମାନେ କାମ ପାଉ ନ ଥିବା ବେଳେ ଅନ୍ୟ ୱାର୍ଡର ଶ୍ରମିକଙ୍କୁ କାମରେ ନିୟୋଜନକୁ ନେଇ ଚମ୍ପୁଆ ଏନଏସିର ୨ନଂ ୱାର୍ଡବାସୀମାନେ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବର୍ତ୍ତମାନ କରୋନା ପାଇଁ ଲକଡାଉନ ବ୍ୟବସ୍ଥା କରାଯାଇଥିବା ବେଳେ ହଜାର ହଜାର…
ବାର୍ ଉପରେ ପୋଲିସ୍ର ଚଢ଼ାଉ, ମାଲିକ ଗିରଫ
ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରରେ ଥିବା ଶାନ୍ତି ବାର୍ ଉପରେ ସୋମବାର ପୋଲିସ୍ ଅଚାନକ ଚଢ଼ାଉ କରିଥିଲା। ବେଆଇନ ଭାବେ ଖୋଲା ମଦ ବିକ୍ରି ସହ ଲକ୍ଡାଉନ ନିୟମକୁ ଅବମାନନା ଅଭିଯୋଗରେ ବାର୍ର ମାଲିକଙ୍କୁ ଗିରଫ କରାଯାଇଛି। ବର୍ତ୍ତମାନ…
୩ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର ଦେଲେ
ଭଦ୍ରକ ଅଫିସ, ୮ା୬- ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦିଆଯାଇଥିଲା। ମୁଖ୍ୟତଃ ୨୦୨୦ ଖରିଫ ଧାନକିଣାରେ ସରକାରୀ ମଣ୍ଡିରେ ଚାଷୀ ଧାନ ବିକ୍ରି କରିଥିଲେ ମଧ୍ୟ ଏଯାବତ…
ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର
ଆନନ୍ଦପୁର,୮। ୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କାଠକଟା ହୁଡି ନିକଟ ଝରଣା କୂଳରେ ବଜ୍ରପାତରେ ଦିଲୀପ ଚକ୍ର ନାମକ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ତାଙ୍କ ଘର ତରତରା ପଞ୍ଚାୟତ ଦୁଡୁଗାଁ ଗ୍ରାମରେ। ସୋମବାର ଅପରାହ୍ନରେ କାଠକଟା ଅଞ୍ଚଳ ବୁଲିବାକୁ…
ମାଲକାନଗିରି, ନବରଙ୍ଗପୁର ଜିଲା କରୋନା ମୁକ୍ତ: ୨୮ଜିଲାରେ ୯୯୦ ସକ୍ରିୟ ରୋଗୀ
ଭୁବନେଶ୍ୱର,୮।୬(ବ୍ୟୁରୋ)-କରୋନା କବଳରେ ସାରା ରାଜ୍ୟ। ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମିତଙ୍କ ସଂଖ୍ୟା ଯେତିକି ମାତ୍ରାରେ ବଢ଼ିବାରେ ଲାଗିଛି, ସୁସ୍ଥ ରୋଗୀଙ୍କ ସଂଖ୍ୟା ମଧ୍ୟ ସେହି ମାତ୍ରାରେ ବଢ଼ୁଛି। ତେଣୁ ବିଭିନ୍ନ ଜିଲାରେ ସକ୍ରିୟ ରୋଗୀଙ୍କ ସଂଖ୍ୟା…

