Home

ସାନିଟାଇଜ ହେଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ରାଇସୁଆଁ,୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ବିଧିବଦ୍ଧ ଭାବେ ସଚେତନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ପଦ୍ମପୁର ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ପରିସରକୁ ସୋମବାର ଏମ୍‌ଏସ୍‌ପି କାରଖାନା ପକ୍ଷରୁ…

ମୁଖ୍ୟ ରାସ୍ତା ପାର୍ଶ୍ୱରେ ଉଠା ପରିବା ଦୋକାନୀ, ମିନି ଷ୍ଟାଡିୟମ ପଡ଼ିଆରେ ବିକ୍ରି ଅନୁମତି ଦାବି

ଗଞ୍ଜାମ,୧୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି।  ଯାହା ସରକାରଙ୍କ ଚିନ୍ତା ବଢ଼ାଉଛି। ଏଥିପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭୟରେ ଲୋକେ ଘରୁ ବାହାରି ପାରୁନାହାନ୍ତି ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜଶେଖରନଙ୍କ ପରଲୋକ

ବେଙ୍ଗାଲୁରୁ,୧୩।୪: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଏମ୍‌.ଭି. ରାଜଶେଖରନଙ୍କର ସୋମବାର ବେଙ୍ଗାଲୁରୁଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। କିଛିଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ସେ ଉଭୟ ଲୋକ…

କରୋନା ଭୂତାଣୁ ସଂକ୍ରମଣ ବି କରୁଛି ଲାଭାନ୍ବିତ: ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ଆଣିଦେଇଛି ନୂଆ ସୁଯୋଗ

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ କରୋନା ଭୂତାଣୁ ସଂକ୍ରମଣ ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ନୂଆ ସୁଯୋଗ ଆଣିଦେଇଛି। କ୍ଷମତାରୁ…

ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍‌ଡାଉନ୍‌, ଲକ୍‌ଡାଉନ୍‌ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ

ରସୁଲପୁର,୧୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା କରାଯାଇଥିଲା। ଏଥିପାଇଁ ଏହି ଅଞ୍ଚଳକୁ ଲକ୍‌ଡାଉନରୁ…

ସ୍ବାଭାବିକ ହେବ ମନ୍ତ୍ରଣାଳୟ କାର୍ଯ୍ୟ

ନୂଆଦିଲ୍ଲୀ,୧୩ା୪: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶରେ ଜାରି ରହିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ଆସନ୍ତା ୧୪ ତାରିଖ ଯାଏ ରହିଛି। ଇତିମଧ୍ୟରେ ଓଡ଼ିଶା, ପଞ୍ଜାବ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ କର୍ନାଟକ ସରକାର ଲକ୍‌ଡାଉନ ମିଆଦକୁ ଏପ୍ରିଲ ୩୦…

କରୋନା ଗବେଷଣା ଲାଗି ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ଅଧିକାରୀ ମନୋନୀତ

ନୂଆଦିଲ୍ଲୀ,୧୩ା୪(ସ୍ବ.ପ୍ର.): କୋଭିଡ୍‌-୧୯କୁ ନେଇ ବିଶ୍ୱସ୍ତରରେ ଗବେଷଣା ଆରମ୍ଭ ହୋଇଛି। ହାଭାର୍ଡ ବିଶ୍ୱବିଦ୍ୟାଳୟର ଟି.ଏ. ଚାନ୍‌ ସ୍କୁଲ ସର୍ବସାଧାରଣ ସ୍ବାସ୍ଥ୍ୟ ଅନ୍ତର୍ଗତ କରୋନା ମହାମାରୀ ଉପରେ ଗବେଷଣା ପାଇଁ ବିଶ୍ୱରୁ ଚୟନ କରିଥିବା କେତେଜଣ ଭେଷଜ ବିଜ୍ଞାନୀଙ୍କ ମଧ୍ୟରେ ଭାରତରୁ ସ୍ଥାନ ପାଇଛନ୍ତି…

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ ସେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ରହୁ। ମହାମାରୀ…

ପ୍ରବାସୀ ସାଜିବେ ଭୂତାଣୁ ବାହକ

ଓ୍ବାଶିଂଟନ,୧୩ା୪: ଘରକୁ ଫେରିଆସୁଥିବା ପ୍ରବାସୀ ଶ୍ରମିକ ଓ କର୍ମଚାରୀମାନେ କରୋନା ଭାଇରସ୍‌ ବାହକ ହୋଇପାରନ୍ତି। କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇ ନ ଥିବା ନିଜ ଗ୍ରାମ ଓ ଅନ୍ୟ ସ୍ଥାନରେ ସେମାନେ ବାଣ୍ଟିପାରନ୍ତି ଘାତକ ଭୂତାଣୁ। ବିଶ୍ୱବ୍ୟା ପକ୍ଷରୁ ରବିବାର…

ଦିନକରେ ୯୦୯ ପଜିଟିଭ

ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫ ଜୀବନ…

ଧରାବିରେ ୪୩ ସଂକ୍ରମିତ, ୪ ମୃତ

ନୂଆଦିଲ୍ଲୀ,୧୩ା୪: ଏସିଆ ମହାଦେଶର ସର୍ବବୃହତ୍‌ ବସ୍ତି ଭାବେ ପରିଚିତ ମୁମ୍ବାଇର ଧରାବିରେ ୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ରବିବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪୩ରେ ପହଞ୍ଚତ୍ଛି। ୧୨ ଦିନ ପୂର୍ବରୁ ଏଠାରେ ପ୍ରଥମ କରୋନା ରୋଗୀ…

ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ

ନୂଆଦିଲ୍ଲୀ,୧୩ା୪: ଲକ୍‌ଡାଉନ୍‌ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଏକ ଇଲେକ୍ଟ୍ରିକ୍‌ ଟ୍ରିମର୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri