ଚାଷୀଙ୍କ ସମସ୍ୟା ଦୂର କରିବ ନୂଆ ମାର୍ଗଦର୍ଶିକା
ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଦେଶବ୍ୟାପୀ ଲକ୍ଡାଉନ ବିଭିନ୍ନ ବର୍ଗର ଲୋକଙ୍କୁ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଛି। ଚାଷୀମାନେ ତାଙ୍କ କଷ୍ଟ ଉତ୍ପାଦିତ ପନିପରିବା ଲୋକଙ୍କ ନିକଟରେ ପହଞ୍ଚାଉଥିଲେ ମଧ୍ୟ ଉଚିତ୍ ମୂଲ୍ୟ ପାଇପାରୁ ନାହାନ୍ତି। ଏହାର ସମାଧାନ ପାଇଁ କେନ୍ଦ୍ର ସରକାରଙ୍କ ଗାଇଡ୍ଲାଇନ ଅନୁଯାୟୀ ରାଜ୍ୟ…
ଘରକୁ ଫେରୁଥିବା ୮ ଶ୍ରମିକଙ୍କୁ ସଙ୍ଗରୋଧ ଗୃହକୁ ପଠାଇଲା ପୋଲିସ
କୋକସରା,୧୨।୪ (ଡି.ଏନ.ଏ.) କୋରାପୁଟ ଜିଲାର ବୋରିଗୁମାର ଏକ ରାଇସ୍ ମିଲ୍ରେ ଶ୍ରମିକ ଭାବରେ କାମ କରୁଥିବା ୮ ଜଣ ଶ୍ରମିକ ରବିବାର ଚାଲି ଚାଲି ଘରକୁ ଫେରୁଥିବା ବେଳେ ପୋଲିସ ହାବୁଡ଼ରେ ପଡିଛନ୍ତି। କଳାହାଣ୍ଡି ଓ ନବରଙ୍ଗପୁର ସୀମାରେ ଆମପାଣି…
୪ ଦୋକାନକୁ ସିଲ୍ କଲା ପ୍ରଶାସନ
ବୌଦ୍ଧ,୧୨।୪(ସ୍ବ.ପ୍ର): ସାମାଜିକ ନିୟମ ପାଳନ ନ କରିବା ଅଭିଯୋଗରେ ବୌଦ୍ଧ ସହରର ୪ଟି ଦୋକାନକୁ ସିଲ୍ କରାଯାଇଥିବା ବେଳେ ଅନେକ ଦୋକାନୀଙ୍କୁ ଚେତାବନୀ ଦିଆଯାଇଛି। ରବିବାର ଜିଲାପାଳ ଲଲାଟେନ୍ଦୁ ମିଶ୍ର ଓ ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆ ସାଇକେଲ ଯୋଗେ ସହର…
ପିଏମ୍ କେୟାରସ୍ ଫଣ୍ଡକୁ ଦାନ
ସୋନପୁର,୧୨।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଯୁବ ବ୍ୟବସାୟୀ ମୋନିଷ୍ ଅଗ୍ରଓ୍ବାଲ ୧ଲକ୍ଷ ୨ହଜାର ଟଙ୍କା ଦାନ କରିଛନ୍ତି। ଅଗ୍ରଓ୍ବାଲ ସୋନପୁର ବ୍ଲକ ଖରଜୁରାସ୍ଥିତ ଲଳିତା ରାଇସ୍ ମିଲ ନାମରେ ପିଏମ୍ କେୟାରସ୍ ଫଣ୍ଡକୁ ୫୧ହଜାର ଟଙ୍କା ପ୍ରଦାନ କରିଛନ୍ତି।…
ହିତାଧିକାରୀଙ୍କୁ ମିଳିନି ହଜାରେ ଟଙ୍କା ସହାୟତା
ବାରିପଦା ଅଫିସ, ୧୨ା୪- ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ରାଶନ କାର୍ଡ଼ଧାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଏ କରୋନା ସହାୟତା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲାର ବିିଭନ୍ନ ପଞ୍ଚାୟତରେ ଟଙ୍କା ବଣ୍ଟନ…
ଲକ୍ଡାଉନ ଉଲ୍ଲଂଘନ: ୭୦ ବାଇକ ଜବତ
ବଲାଙ୍ଗୀର ଅଫିସ, ୧୨ା୪- ସରକାରଙ୍କ କଡା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍ଡାଉନ୍ ନିୟମର ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍ ଜବତ…
ଅସଦାଚରଣ ଅଭିଯୋଗରେ ଛତିଶଗଡରୁ ଗିରଫ
ଭବାନୀପାଟଣା/ଜୟପାଟଣା୧୨।୪(ସ୍ବ.ପ୍ର/ଡି.ଏନ୍.ଏ): ଓଡିଶା ଭିଜିଲାନ୍ସ ବିଭାଗକୁ ଚକମା ଦେଇ ଦୀର୍ଘ ୨ବର୍ଷ ଧରି ଫେରାର ଥିବା ଅଭିଯୁକ୍ତ ଶେଷରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଘଟଣାରେ ଛତିଶଗଡ ରାଜ୍ୟ ଜଗଦଲପୁର ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ଦେବୀ ପ୍ରସାଦ…
୨ ଶିକାରୀ ଗିରଫ,ବନ୍ଧୁକ ଜବତ
କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଓଗାଁ ରେଞ୍ଜ ହରିଚନ୍ଦନପୁର ସେକ୍ସନ ଅଧୀନସ୍ଥ ରେବଣା ସଂରକ୍ଷିତ ପିଠାଗୋଳା-ମରାଗୋଳା ମଧ୍ୟବର୍ତ୍ତୀ ଜଙ୍ଗଲରେ ଚଢ଼ାଉ କରି ବନ ବିଭାଗ ୨ ଶିକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ବନ୍ଧୁକ ଜବତ ହୋଇଛି। ଅଭିଯୁକ୍ତ ଦ୍ୱୟ ହେଲେ ପିଠାଗୋଳା…
କରୋନା ମାଡ, ସ୍ଥାଣୁ ପାଲଟିଛି ରଙ୍ଗତୁଳୀ
ଜୁନାଗଡ,୧୨।୪(ଡି.ଏନ୍.ଏ.)-ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଲକ୍ଡାଉନ ଜାରି କରିଛନ୍ତି। ଏହାର ପ୍ରଭାବରେ ଅନେକ ଲୋକ ନିଜ ଜୀବିକା ହରାଇ ବସିଛନ୍ତି। ଫଳରେ ସେମାନଙ୍କ ଚଳିବା ଏବେ କଷ୍ଟକର ହୋଇପଡିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଚିତ୍ରକର,ରଙ୍ଗତୂଳୀ…
ଗିଲ୍ଗିଟ୍-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା
ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍ଗିଟ୍, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ ବୃଦ୍ଧି ଘଟୁଛି। ସରକାର ଏସମ୍ପର୍କରେ ଜାଣିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରୁ…
ପଡ଼ା, ପୋଲିସକୁ ନାକେଦମ କଲେ ଯୁବକ: ଭୟରେ ଘର ଛାଡ଼ି ପଳାଇଲେ ପରିବାର ଲୋକେ
ସମ୍ବଲପୁର, ୧୨।୪ (ବ୍ୟୁରୋ) ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ ପୋଲିସ ନାକେଦମ ହୋଇଛି। ସମ୍ପୃକ୍ତ ଯୁବକ ସରକାରଙ୍କ ନୀତି ନିୟମ ଓ କଟକଣା ପାଳନ…
ଚିନ୍ତା ବଢ଼ାଇଛି ବିଳମ୍ବ ରିପୋର୍ଟ
ସମ୍ବଲପୁର, ୧୨।୪ (ବ୍ୟୁରୋ): ସମଗ୍ର ରାଜ୍ୟର ବିଭିନ୍ନ ଜିଲାରେ କରୋନା ଭୂତାଣୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡିଶାର କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରେ ୨ଟି ଲେଖାଏଁ ପଜିଟିଭ ରିପୋର୍ଟ ପ୍ରକାଶ ପାଇଛି । ଏହାକୁ ନେଇ…
Archives


