Home

ପିଲାବେଳର ଭିଡିଓ ଶେୟାର କଲେ ଅନନ୍ୟା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ରବିବାର ବିଶ୍ୱ ମାତୃ ଦିବସ ଅବସରରେ ନିଜର ପିଲାବେଳର ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ମା’ ଭାବନା ପାଣ୍ଡେଙ୍କ ସହ ଥିବା ଦେଖିବାକୁ ମିଳିଛି। ଉଭୟ…

ନିମାପଡ଼ାରେ ଖୋଲିଲା ମାସ୍କ ବିକ୍ରୟ କେନ୍ଦ୍ର

ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ସଂକ୍ରମଣ ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ସରକାର ଗତ କିଛିଦିନ ତଳେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ନିମାପଡ଼ାରେ ମାସ୍କ ବିକ୍ରୟ କେନ୍ଦ୍ର ଖୋଲିଛି।…

ଜାକ୍‌ଲିନଙ୍କ ସହ ସଲମାନଙ୍କ ନୂଆ ଭିଡିଓ ରିଲିଜ

ମୁମ୍ବାଇ: କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ବଲିଉଡ ଅଭିନେତ୍ରୀ, ଅଭିନେତା ସମସ୍ତେ ଘରେ ଏକ ପ୍ରକାର ବନ୍ଦ ହୋଇ ରହିଛନ୍ତି। ମାତ୍ର ଏହା କଳାକାରଙ୍କ ସୃଜନଶୀଳତାକୁ ଅଟକାଇପାରି ନାହିଁ। ନିକଟରେ…

କରୋନା ସେବା ପାଇଁ ନିଜ ବିବାହ ରୋକିଲେ ପିଇଓ

ନିମାପଡ଼ା,୧୧ା୫(ଡି.ଏନ.ଏ): ବିଶ୍ୱରେ ଏବେ ମହାମାରୀ କରୋନା ସଂକ୍ରମଣର ଘୋର ବିଭୀଷିକା ଦେଖାଦେଇଛି। କରୋନା ଯୁଦ୍ଧର ମୁକାବିଲା ପାଇଁ ପୋଲିସ, ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ, ସରକାରୀ ଅଫିସରମାନେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କ ସେବା କରୁଛନ୍ତି। ଏଭଳି…

ନିମାପଡ଼ାକୁ ଫେରିଲେ ୨୪୫ ପ୍ରବାସୀ

ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ମହାମାରୀର ମୁକାବିଲା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକଡାଉନ ଜାରି ରହିଛି। ଏ ନେଇ କେତେଟା ନିୟମ କୋହଲ କରାଯାଇଥିବାବେଳେ ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆ ଟ୍ରେନ, ବସ୍‌ ଯୋଗେ ବହୁ ସଂଖ୍ୟାରେ ଫେରିବାରେ ଲାଗିଛନ୍ତି। ଏହି…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିଥିବା ଦୋକାନ ଉପରେ ଚଢ଼ାଉ

ସୋହେଲା,୧୧ା୫(ଡି.ଏନ.ଏ.): ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ଦୋକାନ ଖୋଲିବା, ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ନ କରିବା ଅଭିଯୋଗରେ ବରଗଡ଼ ଜିଲା ପ୍ରଶାସନ ସୋମବାର ସୋହେଲାରେ ଚଢାଉ କରିଥିଲା। ପଦ୍ମପୁର ଉପଜିଲାପାଳ ତନ୍ମୟ ଦରୱାନ ଅଚାନକ ଚଢ଼ାଉ…

ଆର୍‌ଏସ୍‌ଏସ୍‌ ପକ୍ଷରୁ ରକ୍ତଦାନ ଶିବିର

କେନ୍ଦୁଝର, ୧୧ା୫(ଡି.ଏନ୍‌.ଏ.)-ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ କେନ୍ଦୁଝର ନଗର ଶାଖା ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ ନଗର ସଂଘ ଚାଳକ ନୀଳମଣି ସାହୁ ଉଦ୍‌ଘାଟନ କରିଥିଲେ। ଏହି…

କରୋନା ମୁକାବିଲାରେ ଏମ୍‌ଜିଏନ୍‌ଆରଇଜିଏ ଭରସା

ବଲାଙ୍ଗୀର ଅଫିସ, ୧୧ା୫: କରୋନା ମହାମାରୀ ସବୁଠୁ ବେଶୀ ପ୍ରଭାବିତ କରିଛି ଅର୍ଥନୈତିକ କ୍ଷେତ୍ରକୁ। କ୍ରମାଗତ ଲକ୍‌ଡାଉନ୍‌ ଯୋଗୁଁ ଲୋକଙ୍କ ରୋଜଗାର, ବ୍ୟବସାୟ ବନ୍ଦ ହୋଇପଡିଛି। ଏଭଳି ସମୟରେ ସରକାରୀସ୍ତରରେ ଏମ୍‌ଜିଏନ୍‌ଆରଇଜିଏ ଜରିଆରେ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ସବଳ କରିବା ପାଇଁ…

ଗନ୍ଧମାର୍ଦ୍ଦନ ଲୌହଖଣିରେ ସାନିଟାଇଜ୍‌ ଟନେଲ ବ୍ୟବସ୍ଥା

କେନ୍ଦୁଝର, ୧୧ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଓଡିଶା ଖଣି ନିଗମର ଶୁଆକାଟୀ ଗନ୍ଧମାର୍ଦ୍ଦନ ଲୌହଖଣିରେ ସ୍ବୀକୃତିପ୍ରାପ୍ତ ରେଜିଙ୍ଗ ଏଜେନ୍ସି କଳିଙ୍ଗ କମର୍ସିଆଲ କର୍ପୋରେଶନ ଲିଃ ପକ୍ଷରୁ କୋଭିଡ-୧୯ ପ୍ରତିକାର ପାଇଁ ୨ଟି ସ୍ବତନ୍ତ୍ର ସାନିଟାଇଜ୍‌ ଟନେଲ ସ୍ଥାପନ କରାଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

କେନ୍ଦୁଝର, ୧୧ା୫(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ ପକ୍ଷରୁ ୧୦ଲକ୍ଷ ୧ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୋମବାର ଜିଲା ଟ୍ରକ ମାଲିକ ସଂଘର ବରିଷ୍ଠ ଉପଦେଷ୍ଟା କୈଳାସ ଚନ୍ଦ୍ର ପଣ୍ଡା, ସଭାପତି ରମାକାନ୍ତ ନାୟକ, ସାଧାରଣ…

ମାସ୍କ, ସାନିଟାଇଜର୍‌ ବଣ୍ଟନ

ବାସୁଦେବପୁର,୧୧ା୫(ଡି.ଏନ୍‌.ଏ.)-ବାସୁଦେବପୁର ଠାରେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ତାଙ୍କ ଆଞ୍ଚଳିକ ଅନୁଦାନ ପାଣ୍ଠିରୁ କରୋନା ଯୁଦ୍ଧାଙ୍କୁ ମାସ୍କ, ସାନିଟାଇଜର୍‌, ଗ୍ଲୋବସ୍‌, କ୍ୟାପ ଆଦି ସାମଗ୍ରୀ ସୋମବାର ବଣ୍ଟନ କରିଛନ୍ତି। ବାସୁଦେବପୁର ଟାଉନହଲରେ ପ୍ରଥମେ ଏମ୍‌ପି ମଣ୍ଡଳ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏହି ସାମଗ୍ରୀ…

ଶିମିଳିପାଳରୁ ୩ ଶିକାରୀ ଗିରଫ

ଖୁଣ୍ଟା,୧୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଧୀନ ଶିମିଳିପାଳ ଜଙ୍ଗଲରୁ ରବିବାର ୩ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛିି। ଅଭିଯୁକ୍ତମାନେ ହେଲେ ଗୋମେଇଘାଟି ଗ୍ରାମର ସୁଜିତ ସିଂ ଓ ସଞ୍ଜୟ ସିଂ ଏବଂ ସୁର୍ଣମଞ୍ଜରୀ ଗ୍ରାମର ରବୀନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri