Home

ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ଦେଶ କରୋନା ମୁକ୍ତ ହୋଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଘୋଷଣା…

ବୈତରଣୀ ନଦୀ ପୋଲରୁ ବୋଲେରୋ ବୋଝେଇ ଶାଳ ଚୌକାଠ ଜବତ: ୨ ଗିରଫ

ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ପୋଲ ନିକଟରୁ ଏକ ଶାଳ ଚୌକାଠ ବୋଝେଇ ବୋଲେରୋ ଗାଡିକୁ ସୋମବାର ଭୋରରୁ ପାଟଣା ବନ ବିଭାଗ ଜବତ କରିଛି। ଚୋରା କାଠ ବେପାରରେ ସମ୍ପୃକ୍ତ ୨…

ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍‌ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ…

୧୦ ଘଣ୍ଟା ଧରି ଉଠାଇଲେ ଆବର୍ଜନା, ଉପହାରରେ ମିଳିଲା କାର

ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜର୍ଜ ଫ୍ଲୋୟଡ୍‌ ନାମକ ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳିଛି। ଲୋକେ ପ୍ଲାକାର୍ଡ, କାଗଜ ଏବଂ ବୋଡ ଧରି ଏହାର ବିରୋଧ ପ୍ରଦର୍ଶନ କରୁଛନ୍ତି। ଏସବୁ…

ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧

ସୁନ୍ଦରଗଡ଼, ୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ…

ଡିମ୍ପଲଙ୍କୁ ୬୩ ବର୍ଷ: ୧୬ ବର୍ଷ ବୟସରେ ବବି ଫିଲ୍ମରେ ଅଭିନୟ କରି ରାତାରାତି ଷ୍ଟାରଡମ୍‌ କରିଥିଲେ ହାସଲ

ମୁମ୍ବାଇ,୮।୬: ବଲିଉଡ୍‌ ନାୟିକା ଡିମ୍ପଲ କପାଡ଼ିଆ ସୋମବାର ୬୩ ବର୍ଷରେ ପାଦ ଥାପିଛନ୍ତି। ୧୯୫୭ ଜୁନ୍‌ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ…

ପ୍ରଭାବଶାଳୀ ମହିଳା ଭୂମିକାରେ ନଜର ଆସିବେ ସୁସ୍ମିତା

ପ୍ରଥମଥର ପାଇଁ ଡିଜିଟାଲ ପ୍ଲାଟଫର୍ମକୁ ଓହ୍ଲାଇଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ। ତାଙ୍କ ଅଭିନୀତ ୱେବ ସିରିଜ ‘ଆର୍ଯ୍ୟ’ର ଟ୍ରେଲର ରିଲିଜ ହୋଇଯାଇଛି। ଏଥିରେ ସେ ଜଣେ ପ୍ରଭାବଶାଳୀ ମହିଳା ଭୂମିକାରେ ଅଭିନୟ କରିଛନ୍ତି। ଦୀର୍ଘ ୫ ବର୍ଷ ପରେ ଅଭିନୟ ଜଗତକୁ…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮ ପଜିଟିଭ୍‌ ଚିହ୍ନଟ, ୩୦୦୦ ପାଖାପାଖି ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ପାଖାପାଖି ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୨୫…

ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ…

୪୫ ବର୍ଷରେ ଖିଲାଡି ଗର୍ଲ ଶିଳ୍ପା

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଶିଳ୍ପା ଶେଟ୍ଟି ସୋମବାର ୪୫ ବର୍ଷର ପାଦ ଦେଇଛନ୍ତି। ସେ ୧୯୭୫ ଜୁନ୍‌ ୮ରେ ମାଙ୍ଗାଲୋର୍‌ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ଶିଳ୍ପା…

ଉଦ୍ଧବ ଠାକରେଙ୍କୁ ଭେଟିଲେ ସୋନୁ ସୁଦ: କହିଲେ, ଯେପର୍ଯ୍ୟନ୍ତ ପ୍ରବାସୀ ଶମିକମାନେ ଘରେ ନ ପହଞ୍ଚିବେ, ସେ ପର୍ଯ୍ୟନ୍ତ ସହାୟତା କରି ଚାଲିବି

ବଲିଉଡ ଅଭିନେତା ସୋନୁ ସୁଦ ତାଙ୍କ ଖର୍ଚ୍ଚରେ ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇ ସମସ୍ତଙ୍କ ହୃଦୟ ଜିତିଛନ୍ତି। ତେବେ ସୋନୁଙ୍କୁ ନେଇ ରାଜନୀତି ଆରମ୍ଭ କରିଦେଇଥିଲା ଶିବସେନା। ଶିବସେନା ନେତା ସଞ୍ଜୟ ରାଓ୍ବତ ଅଭିନେତା ସୋନୁ ସୁଦଙ୍କୁ ଭାଜପାର ମୋହରା ବୋଲି…

ପୂର୍ବତନ ଏମ୍‌ପି ଅର୍ଜୁନ ସେଠୀ ଅସୁସ୍ଥ

ଭଦ୍ରକ ଅଫିସ,୮ା୬ : ପୂର୍ବତନ ଭଦ୍ରକ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀ ଏବେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?