ପୂର୍ବତନ ଏମ୍ପି ଅର୍ଜୁନ ସେଠୀ ଅସୁସ୍ଥ
ଭଦ୍ରକ ଅଫିସ,୮ା୬ : ପୂର୍ବତନ ଭଦ୍ରକ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀ ଏବେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରେ ତାଙ୍କ…
ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୨୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୨୩ ହଜାର ୮୪୮…
ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ
କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ ଘୁଙ୍ଗୁର(୭୦)ଙ୍କୁ ସୋମବାର ହାଣିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଘୁଙ୍ଗୁରଙ୍କ ମୃତ୍ୟୁ…
ହରଭଜନ ସିଂଙ୍କ ପ୍ରଥମ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ୍, ଫିଲ୍ମ ଷ୍ଟାଇଲ୍ରେ ପ୍ରମୋଶନ କଲେ ସଚିନ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍ସ୍ପିନର୍ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ଚଳଚ୍ଚିତ୍ର ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍ସିପ୍’ରେ ହରଭଜନ ଲିଡ୍…
ଥମୁନି କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ଛୁଇଁଲା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୮।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ସୋମବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ୬୩୪ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪…
ଆଜିଠୁ ରାଜ୍ୟ ଭିତରେ ଗଡ଼ିଲା ଟ୍ରେନ୍
ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାରଠାରୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଆଜି ସକାଳ ୫ଟା ୧୦ରେ ପ୍ରଥମ ଟ୍ରେନ୍ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ଜଣାପଡ଼ିଛି। ଟ୍ରେନ୍କୁ ସାନିଟାଇଜ୍ କରାଯିବା ପରେ ଏହି ଟ୍ରେନଟି ଯାତ୍ରା ଆରମ୍ଭ କରିଥିଲା।…
ଗୁଜରାଟରେ ରିସର୍ଟ ରାଜନୀତି ସରଗରମ
ଅହମଦାବାଦ,୮ା୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ ରାଜନୀତି ସରଗରମ ହୋଇଛି। ଶାସକ ଭାଜପା ପକ୍ଷରୁ ଘୋଡ଼ାବେପାର କରାଯିବା ଆଶଙ୍କାରେ କଂଗ୍ରେସ ବିଧାୟକମାନଙ୍କୁ ରାଜକୋଟ ଜିଲାସ୍ଥିତ ଏକ ହୋଟେଲରେ ରଖାଯାଇଛି। ଲକ୍ଡାଉନ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଂଗ୍ରେସ ବିଧାୟକମାନେ ଅବସ୍ଥାନ କରୁଥିବା…
ଏନ୍ଡିଏ ଦୁଇତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବ
ନୂଆଦିଲ୍ଲୀ,୮ା୬(ପି.ଟି.): କରୋନା ଯୋଗୁ ଦେଶ ଲକ୍ଡାଉନରେ ରହିଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ପକ୍ଷରୁ ରବିବାର ବିଗୁଲ ବାଜିଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଭିଡିଓ କନ୍ଫରେନ୍ସ ଜରିଆରେ (ଭର୍ଚୁଆଲ) ପାଟନାର ଏକ…
ଏଆର୍ଆଇଇଏସ୍ ସହ ଇସ୍ରୋର ଏମ୍ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ
ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆର୍ଯ୍ୟଭଟ୍ଟ ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ ଅଫ୍ ଅବ୍ଜରରେଶନାଲ ସାଇନ୍ସେସ୍ (ଏଆର୍ଆଇଇଏସ୍) ସହ ଏକ ବୁଝାମଣାପତ୍ର (ଏମ୍ଓୟୁ)…
ଅଗଷ୍ଟ ୧୫ ପରେ ଖୋଲିପାରେ ସ୍କୁଲ
ନୂଆଦିଲ୍ଲୀ,୮ା୬: କୋଭିଡ୍-୧୯ ଜନିତ ଲକ୍ଡାଉନ ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ମାର୍ଚ୍ଚ ମଧ୍ୟଭାଗରୁ ବନ୍ଦ ରହିଛି। ଫଳରେ ସାରାଦେଶର ପିଲା ଶିକ୍ଷାଗ୍ରହଣରୁ ବଞ୍ଚିତ ହୋଇଛନ୍ତି। ଏହା କେବେ ଖୋଲିବ ଜାଣିବା ପାଇଁ ପାଖାପାଖି ୩୩ କୋଟି ପିଲା ଅପେକ୍ଷା କରି ରହିଛନ୍ତି। ଅଗଷ୍ଟ ପରେ…
ଖୋଲିବନି କି ଜଗନ୍ନାଥ ମନ୍ଦିର
ନୂଆଦିଲ୍ଲୀ,୮ା୬: ପଞ୍ଚମ ପର୍ଯ୍ୟାୟ ଲକ୍ଡାଉନରେ ଜୁନ୍ ୮ ଅର୍ଥାତ୍ ସୋମବାରଠାରୁ ଦେଶରେ ବିଭିନ୍ନ ଧାର୍ମିକ ତଥା ଉପାସନା ସ୍ଥଳ ଖୋଲିବାକୁ ଯାଉଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ରକ୍ଷଣାବେକ୍ଷଣରେ ଥିବା ୮୨୦ ସ୍ମାରକୀକୁ ଖୋଲିବା ଲାଗି ରବିବାର କେନ୍ଦ୍ର ସଂସ୍କୃତି…
ବିରାଶାଳ ଏୟାରଷ୍ଟ୍ରିପ୍ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ
କାମାକ୍ଷାନଗର,୮ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ ଚାଲିଥିବା ସମୟରେ ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ…

