Home

ଜୁନ୍‌ ୩୦ ଦିନିଆ, ୭୨୦ ଘଣ୍ଟା କରୋନାଠୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ:ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ବର୍ତ୍ତମାନ କ୍ଷେତ୍ରରେ କରୋନା ଏକ ମହାମାରୀ ବୋଲି ସମସ୍ତେ ଜାଣନ୍ତି। ଏହି ମହାମାରୀର ମୁକାବିଲା କରିବା ପାଇଁ ସମସ୍ତ ଅସ୍ତ୍ରଶସ୍ତ୍ର ସାଧାରଣ ଲୋକ ହାତରେ ରହିଛି। ପରିଷ୍କାର ପରିଚ୍ଛନ୍ନ ରହିବା, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖି ଚଳପ୍ରଚଳ ହେବା…

ଓଡିଶାରେ ଆରମ୍ଭ ହେବ କ୍ରୁଜ୍‌ ପର୍ଯ୍ୟଟନ

ଭୁବନେଶ୍ୱର,୬ା୬(ବ୍ୟୁରୋ)- ଓଡ଼ିଶାରେ ବ୍ୟାପକ ହେବ କ୍ରୁଜ୍‌ ଟୁରିଜିମ୍‌ ବା ଜାହାଜ ପର୍ଯ୍ୟଟନ। ରାଜ୍ୟର ୫ଟି ପ୍ରମୁଖ ସ୍ଥାନରେ ଆରମ୍ଭ ହେବ ‘ଡେ କ୍ରୁଜ୍‌ ସର୍ଭିସ୍‌’। ଘରୋଇ ସଂସ୍ଥା ସହଯୋଗରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଲିକା, ମହାନଦୀ, ଭିତରକନିକା, ସାତକୋଶିଆ ଗଣ୍ଡ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ କରୋନା ଆକ୍ରାନ୍ତ ଚିହ୍ନଟଙ୍କୁ ଛାଡ଼ିଲେନି ପ୍ରବାସୀ, ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଅଡ଼ିବସିଲେ

ଭଣ୍ଡାରିପୋଖରୀ,୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ମହୁରା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀମାନେ ରହୁଥିଲେ ମଧ୍ୟ କାହାର ସ୍ବାବ୍‌ ଟେଷ୍ଟ କରାଯାଉ ନ ଥିବାରୁ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭଣ୍ଡାରିପୋଖରୀ ବ୍ଲକରେ ଶନିବାର ଦୁଇଜଣ କରୋନା ପଜିଟିଭ୍‌…

ଜୁନ୍‌ ଚତୁର୍ଥ ପର୍ଯ୍ୟାୟର ସମୟ; ଜୀବିକାକୁ ରକ୍ଷା କରିବା ବେଳେ ଦେଖାଦେଇଛି ଅନୁଶାସନ କୋହଳର ଭୟ: ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲାର ପ୍ରଥମ ପର୍ଯ୍ୟାୟରେ ବିଦେଶରୁ ଫେରିଥିବା କିଛି ବ୍ୟକ୍ତି ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତା ବ୍ୟକ୍ତି ଏବଂ ତାଙ୍କର ସଂସ୍ପର୍ଶରେ ଆସିଥିବା ଅନ୍ୟାନ୍ୟ ବ୍ୟକ୍ତି ସଂକ୍ରମିତ ହୋଇଥିଲେ। ତୃତୀୟ ପର୍ଯ୍ୟାୟରେ ପ୍ରାୟ ୫…

ଓଡ଼ିଶା ପାଇଁ ଜୁନ୍‌ ନିର୍ଣ୍ଣାୟକ ମାସ, ଘାଟି ଡେଇଁଗଲେ ବିପଦ କମିଯିବ: ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍‌ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ…

ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତନ୍ମଧ୍ୟରେ ଗଞ୍ଜାମ ଜିଲା ରହିିଥିବା ବେଳେ ଶନିବାର ପ୍ରଥମ ଶଟ୍‌ଡାଉନ୍‌ର ପ୍ରଭାବ ଗଞ୍ଜାମ…

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍‌-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ

କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ, ସରପଞ୍ଚ ମହାସଂଘ ପକ୍ଷରୁ ଘୋର ନିନ୍ଦା କରାଯାଇଛି। ଏନେଇ ଶନିବାର ଥାନାଧିକାରୀଙ୍କ ବିରୋଧରେ ଜିଲାପାଳଙ୍କୁ…

୨୬ ବର୍ଷ ଧରି ପାଣିରେ ବୁଡ଼ିରହିଥିବା ‘ଭୂତ ଗାଁ’

ଇଟାଲୀର ଏକ ମଧ୍ୟଯୁଗୀୟ ଗାଁ। ଯାହା ୨୬ ବର୍ଷ ଧରି ପାଣି ଭିତରେ ବୁଡ଼ିରହିଛି। ଏହାକୁ ‘ଭୂତ ଗାଁ’ କୁହାଯାଏ। ଦୀର୍ଘଦିନ ଧରି ଏହି ଗାଁ ପାଣି ଭିତରେ ବୁଡ଼ି ରହିଥିଲା। ବର୍ତ୍ତମାନ ଏହା ବାହାରକୁ ଦେଖାଗଲାଣି। ଇଟାଲୀ ଗ୍ରାମ ଫେବ୍ରିଶ୍‌…

ଭାଜପାର କୋଭିଡ-୧୯ ନିୟମ ଉଲ୍ଲଂଘନ ପ୍ରତିବାଦରେ ବିଜେଡିର ଦାବିପତ୍ର

ଆନନ୍ଦପୁର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଉଳା ଫାଣ୍ଡି ସମ୍ମୁଖରେ ଗତ ୩ ତାରିଖରେ ଭାଜପା ନେତାଙ୍କ ନେତୃତ୍ୱରେ କୋଭିଡ-୧୯ ନିୟମର ଉଲ୍ଲଂଘନ କରାଯାଇ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏହା ବିରୋଧରେ ଶନିବାର ମଧ୍ୟାହ୍ନରେ ବିଜେଡି ପକ୍ଷରୁ ଏକ ଦାବିପତ୍ର ଆନନ୍ଦପୁର…

ଚାଣକ୍ୟଙ୍କ ମୃତ୍ୟୁ ଆଜି ବି ରହସ୍ୟାବୃତ୍ତ

ପ୍ରାଚୀନ ଭାରତରେ ଏମିତି କିଛି ମହାନ ବ୍ୟକ୍ତି ଜନ୍ମଗ୍ରହଣ କରିଛନ୍ତି, ଯେ କି ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିଯାଇଛନ୍ତି। ସେହିପରି ଜଣେ ମହାନ୍‌ ବ୍ୟକ୍ତି ହେଉଛନ୍ତି ଚାଣକ୍ୟ। ଯିଏ ‘କୌଟିଲ୍ୟ’ ନାମରେ ସୁବିଖ୍ୟାତ। ଚାଣକ୍ୟ ତକ୍ଷଶୀଳା ବିଶ୍ୱବିଦ୍ୟାଳୟର ଆଚାର୍ଯ୍ୟ ଥିଲେ।…

ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ ଉଠିିିଛି…

ଦୁର୍ଘଟଣା ରୋକିବାକୁ ନିର୍ମାଣ ହେବ ଟ୍ରକ୍‌ ଟର୍ମିନାଲ୍‌: ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଦେଇ ଯାଇଥିବା ଜାତୀୟ ରାଜପଥ -୪୯ରେ ପ୍ରାୟ ସମୟରେ ସଡ଼କ ଦୁର୍ଘଟଣା ଘଟୁଛି। ରାସ୍ତାକଡ଼ରେ ପାର୍କିଂ ହୋଇ ରହୁଥିବା ଟ୍ରକ୍‌ଗୁଡ଼ିକ ପାଇଁ ଏହା ବିଶେଷ ଭାବେ ହେଉଛି। ତେବେ ଏହି ଦୁର୍ଘଟଣାଗୁଡ଼ିକୁ ଏଡ଼ାଇବା ପାଇଁ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?