Home

ସାଇକେଲ ଯୋଗେ ବିଶାଖାପାଟଣାରୁ ୧୪ ଶ୍ରମିକ ଘରମୁହାଁ

ରାୟଗଡ଼ା ଅଫିସ,୧୦ା୫ : ବିଶ୍ୱ ମହାମାରୀ କରୋନା ମୁକାବିଲା ପାଇଁ ସରକାର ପ୍ରାୟ ୪୫ ଦିନରୁ ଊର୍ଦ୍ଧ୍ୱ ହେବ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶହ ଶହ ଶ୍ରମିକ ଏବେ ଘରମୁହାଁ ହୋଇଛନ୍ତି। କେହି କେହି…

ଭାରତର ଏହି ନଦୀ ମଧ୍ୟରେ ରହିଛି ହଜାର ହଜାର ଶିବଲିଙ୍ଗ

ପୃଥିବୀରେ ଅନେକ ସ୍ଥାନ ଅଛି, ଯାହାର ରହସ୍ୟ ଜାଣିବା ବହୁ କଷ୍ଟକର। ଭାରତରେ ଏପରି ସ୍ଥାନର ଅଭାବ ନାହିଁ। କର୍ନାଟକରେ ଏମିତି ଏକ ସ୍ଥାନ ଅଛି, ଯାହା ଧର୍ମ ସହିତ ଜଡ଼ିତ। ଏଠାରେ ହଜାର ହଜାର ଶିବଲିଙ୍ଗ ନଦୀ ମଧ୍ୟରେ ଦେଖିବାକୁ…

ଏୟାର ଇଣ୍ଡିଆର ୫ ପାଇଲଟ କରୋନା ପଜିଟିଭ

ନୂଆଦିଲ୍ଲୀ,୧୦।୫: ଚିନ୍ତା ବଢାଇଲାଣି କରୋନା। ଦେଶରେ ଏହା ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ରବିବାର ଏୟାର ଇଣ୍ଡିଆର ୫ ଜଣ ପାଇଲଟ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କାର୍ଯ୍ୟରେ ଯୋଗ ଦେବାର ୭୨ ଘଣ୍ଟା ପୂର୍ବରୁ ଏମାନଙ୍କର ଟେଷ୍ଟ…

ଅପରେଶନ ସମୁଦ୍ର ସେତୁ: ମାଲଦ୍ୱୀପରୁ ୬୯୮ ଭାରତୀୟଙ୍କୁ ନେଇ କୋଚି ପହଞ୍ଚିଲା ଆଇଏନ୍‌ଏସ୍‌ ଜଲାଶ୍ୱ

ନୂଆଦିଲ୍ଲୀ,୧୦।୫: ବିଦେଶରେ ଫସି ରହିଥିବା ଭାରତୀୟକୁ ଫେରାଇ ଆଣିବା ଲାଗି ଭାରତ ସରକାର ବନ୍ଦେ ଭାରତ ମିଶନ ଓ ଅପରେଶନ ସମୁଦ୍ର ସେତୁ କାର୍ଯ୍ୟକାରୀ କରିଛନ୍ତି। ଏହା ମାଧ୍ୟମରେ ସମ୍ପୂର୍ଣ୍ଣ ସୁରକ୍ଷା ଯାଞ୍ଚ ପରେ ଭାରତୀୟଙ୍କୁ ଦେଶକୁ ଫେରାଇ ଅଣାଯାଉଛି। ରବିବାର…

ଅନୁଗୋଳ ଛୁଇଁଲା କରୋନା, ୧୩ ଆକ୍ରାନ୍ତ ଚିହ୍ନଟ

ଅନୁଗୋଳ ଅଫିସ,୧୦।୫: ରାଜ୍ୟରେ ରବିବାର ସକାଳେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଅନୁଗୋଳର ୧୩ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ୨୦ତମ ଜିଲାଭାବେ ଅନୁଗୋଳ ପ୍ରଥମ ଥର ପାଇଁ କରୋନାରେ ପାଦ ଥାପିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ଦେଶରେ ୬୨ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୦।୫: ଦେଶରେ ରବିବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨ ହଜାର ଅତିକ୍ରମ କରିଛି। ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି…

ନୂତନ ୫୮ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ୫୭ଜଣ ବାହାର ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୫୮ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ତେବେ ନୂତନ ଭାବେ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି।…

ଏବେ ବି ତଥ୍ୟ ଲୁଚାଉଛି ଚାଇନା

ଓ୍ବାଶିଂଟନ,୧୦।୫: ମହାମାରୀ କରୋନା ସଂକ୍ରମଣ (କୋଭିଡ୍‌-୧୯)କୁ ନେଇ ଚାଇନା ବିରୋଧରେ ଆମେରିକାର ଦୋଷାରୋପ ଜାରି ରହିଛି। ଚାଇନା କୋଭିଡ୍‌-୧୯ ସମ୍ପର୍କିତ ତଥ୍ୟ ଲୁଚାଇ ଚାଲିଛି ବୋଲି ଆମେରିକାର ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ କହିଛନ୍ତି। ଚାଇନାର ଉହାନ୍‌ସ୍ଥିତ ରିସର୍ଚ୍ଚ ଲାବ୍‌ରୁ ହିଁ…

ବଢ଼ୁଛି କରୋନା କଷଣ

ନୂଆଦିଲ୍ଲୀ, ୧୦।୫: ଦେଶରେ ଭୟଙ୍କର ସ୍ଥିତିରେ କରୋନା। ଶନିବାର ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨, ୫୪୭କୁ ବୃଦ୍ଧି ପାଇଥିବା ବେଳେ ୨,୦୯୨ ଜଣଙ୍କ ମୃତ୍ୟୁ ଘଟିଛି। ୨୪ ଘଣ୍ଟାରେ ୧୦୬ ଜୀବନ ଯାଇଥିବା ବେଳେ ଆକ୍ରାନ୍ତ ହୋଇଛନ୍ତି ୨,୬୬୦…

ୟୁପିରେ ସ୍ଥଗିତ ହେବ ୩୫ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ସରକାର ରାଜ୍ୟର ଅର୍ଥନୀତିକୁ ସଜାଡିବା ଲାଗି ଜରୁରୀ ପୁଞ୍ଜି ଆକର୍ଷଣ କରିବା ଲକ୍ଷ୍ୟରେ ୩୮ ଶ୍ରମ ଆଇନ ମଧ୍ୟରୁ ୩୫ଟିକୁ ୩ ବର୍ଷ ପର୍ଯ୍ୟନ୍ତ…

୧୦ ଦିନରେ ଡିସ୍‌ଚାର୍ଜ ହେବେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୦।୫(ପି.ଟି.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ପାଉଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରୋଗୀଙ୍କ ଡିସ୍‌ଚାର୍ଜ ନୀତିରେ ପରିବର୍ତ୍ତନ କରିଛନ୍ତି। ସଂଶୋଧିତ ନିୟମ ଅନୁଯାୟୀ ଗୁରୁତର ଅସୁସ୍ଥ କିମ୍ବା ଅନ୍ୟାନ୍ୟ ରୋଗ ଥିବା କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ଡିସ୍‌ଚାର୍ଜ କରିବା ପୂର୍ବରୁ…

ଆଜିଠାରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ଶ୍ରେଣୀ ଖାତାଦେଖା

ନୂଆଦିଲ୍ଲୀ,୧୦।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଖାତାଦେଖା ରବିବାରଠାରୁ ଆରମ୍ଭ ହେଉଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏଥିପାଇଁ ଦେଇଥିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମୋଦନ କରିଛି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri