Home

ଶଟ୍‌ଡାଉନ୍‌ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଶଟ୍‌ଡାଉନ୍‌ ଘୋଷିତ ଉକ୍ତ ଜିଲାଗୁଡ଼ିକରେ ଶନିବାର ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିଛି। ରବିବାର ମଧ୍ୟ ଉକ୍ତ ଜିଲାଗୁଡିକରେ ଖାତା…

ଶଟ୍‌ଡାଉନ୍‌ରେ ବିକ୍ରି ହେବ ଓମଫେଡ୍‌ ସାମଗ୍ରୀ: ରିଟେଲରଙ୍କ ଠିକଣା ସହ ମୋବାଇଲ ନଂ. ଜାରି

ଭୁବନେଶ୍ୱର,୬।୬(ବ୍ୟୁରୋ): ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ୨ ଦିନ ସଟ୍‌ଡାଉନ ବେଳେ ଓମଫେଡ୍‌ ପ୍ରଡକ୍ଟ ବିକ୍ରି ହୋଇପାରିବ। ତେବେ ଶଟ୍‌ଡାଉନ୍‌ ବେଳେ କିଏ…

ଶରୀରରେ ଆଇଏଲ୍‌-୬ ପ୍ରୋଟିନ୍‌ ଅଧିକ ରହିଲେ ହୁଏ କରୋନା ସଂକ୍ରମଣ

ଓ୍ବାଶିଂଟନ, ୬।୬: କରୋନା ମହାମାରୀ ବିରୋଧରେ ପୃଥିବୀରେ ଲଢ଼େଇ ଜାରି ରହିଛି। କେଉଁ ମାନଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ ସେନେଇ ଗବେଷକ ଦିନରାତି ଗବେଷଣା ଜାରି ରଖିଛନ୍ତି। ଲଣ୍ଡନର ଫ୍ରାନ୍ସିସ୍‌ କ୍ରିକ୍‌ ଇନଷ୍ଟିଚ୍ୟୁଟ୍‌ରେ ହୋଇଥିବା ଏକ ଗବେଷଣା…

ଭଦ୍ରକରେ ଶଟ୍‌ଡାଉନ୍‌ ପ୍ରଭାବ, ଖାଁ ଖାଁ ରାସ୍ତାଘାଟ

ଭଦ୍ରକ ଅଫିସ,୬।୬: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ଜୁନ ମାସର ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦୁଇଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପୂର୍ବରୁ ଶଟ୍‌ଡାଉନ୍‌ ନିୟମକୁ କଡାକଡି ଭାବେ ପାଳନ କରାଯାଉଥିଲା। ତେବେ ନୂତନ ଭାବେ…

ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ

ବହଳଦା,୬।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା ବୋଲି ଜଣାପଡିଛି। ଗତ ମେ ୯ ତାରିଖରେ ମହିଳା ଜଣକ ସ୍ବାସ୍ଥ୍ୟ ଖରାପ୍‌…

ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଓ୍ବାଶିଂଟନ, ୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଶିଶୁ, ଗର୍ଭବତୀ ଏବଂ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ସଂକ୍ରମଣ ଆଶଙ୍କା ଅଧିକ ଥିବା ବିଶେଷଜ୍ଞ କହିଛନ୍ତି।…

ମାସ୍କ ବାଣ୍ଟୁଛନ୍ତି କଣ୍ଡକ୍ଟର

ମଦୁରାଇ: କରୋନା ସଂକ୍ରମଣ ରୋକିବା ଲାଗି ଲୋକଙ୍କୁ ସଚେତନ କରିବାକୁ ପ୍ରୟାସ ଜାରି ରହିଛି। ତେବେ ସରକାରଙ୍କ ଏହି ଉଦ୍ୟମକୁ କେତେଜଣ ବ୍ୟକ୍ତି ସ୍ବଇଚ୍ଛାରେ କରିବାରେ ଲାଗିଛନ୍ତି। ଆଉ ଏଥିପାଇଁ ନିଜେ ଖର୍ଚ୍ଚାନ୍ତ ହେବାକୁ ବି ପଛାଉ ନାହାନ୍ତି। ଏମିତି ଜଣେ…

କରୋନା ବିଜୟୀଙ୍କ ପୁନର୍ବିବାହ

ଭୋପାଳ: ସେମାନେ ବିବାହିତ। ଢେର ଦିନର ଘରସଂସାର କରି ଏବେ ପରିଣତ ବୟସରେ। କିନ୍ତୁ ଏମିତି ଏକ ସମୟରେ ସେମାନେ ପୁଣି ଥରେ ବିବାହ କରିଛନ୍ତି। କାରଣ କରୋନା ପଜିଟିଭ୍‌ ହେବା ପରେ ସେମାନେ ସୁସ୍ଥ ହୋଇପାରିଛନ୍ତି। ଭୋପାଳରେ ଏମିତି ଏକ…

ହିନ୍ଦୁ ଝିଅଙ୍କ ବାହାଘର କଲେ ମୁସଲମାନ ଦମ୍ପତି

ମାଛିଓ୍ବାଡା(ପଞ୍ଜାବ): ଲକ୍‌ଡାଉନ୍‌ କଟକଣା ମଧ୍ୟରେ ଅନେକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏ ସମୟରେ ଏପରି କିଛି ଘଟଣା ମଧ୍ୟ ଘଟିଛି, ଯାହା ଅନେକଙ୍କୁ ପ୍ରେରିତ କରିବା ସହ ସବୁଦିନ ପାଇଁ ସ୍ମୃତି ହୋଇ ରହିବ। ପଞ୍ଜାବର ଲୁଧିଆନାରେ ଦେଖିବାକୁ ମିଳିଛି…

ଡ୍ରାମା ଅଫ୍‌ ନେଚର

ନୂଆଦିଲ୍ଲୀ: ସାପ ଉପରେ ବେଙ୍ଗ। ଏମିତି ଏକ କଥା ଶୁଣିବା ମାତ୍ରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। କାହିଁକିନା ଜଣେ ଖାଦ୍ୟ ଆଉ ଜଣେ ଖାଦକ। ଏମିତି ଏକ ସମ୍ପର୍କର ଦୁଇଟି ଜୀବଙ୍କୁ ଏକାଠି ଦେଖିବା ନିହାତିଭାବେ ଆଶ୍ଚର୍ଯ୍ୟର କଥା। ମାତ୍ର…

ଭାଇରସ୍‌ରେ ୪୧% ‘କ୍ଲେଡ୍‌ ଏ୩-ଆଇ’

ହାଇଦ୍ରାବାଦ: ପରିବେଶ ଅନୁଯାୟୀ ପରିବର୍ତ୍ତିତ ଗୁଣାବଳୀ କରୋନା ଭାଇରସ୍‌କୁ ସଂକ୍ରମଣ ଲାଗି ବଳ ଯୋଗାଉଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି ଭୂତାଣୁ ଆମେରିକାରେ ଯେଉଁ ପ୍ରତିକ୍ରିୟା ଦେଖାଉଛି, ୟୁରୋପୀୟ ରାଷ୍ଟ୍ରରେ ଏହା ଭିନ୍ନ। ସେହିପରି ଭାରତରେ ମଧ୍ୟ ଭୂତାଣ ଗୁଣରେ ବିବିଧତା…

ସହଯୋଗର ହାତ ବଢ଼ାଇଲେ ନୋରା

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ମଜାଦାର ପୋଷ୍ଟକରି ନିଜର ଫ୍ୟାନ୍‌ମାନଙ୍କୁ ମନୋରଞ୍ଜନ କରାଉଥିବା ବଲିଉଡ୍‌ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ଏବେ ଅନ୍ୟ ଏକ କାରଣ ଯୋଗୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନୋରା ବର୍ତ୍ତମାନ ଫ୍ରଣ୍ଟ୍‌ଲାଇନ୍‌ ଓ୍ବାର୍କର୍ସଙ୍କ ସହାୟତା ଲାଗି ଆଗେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?