ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା
ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର ଗୋଡ଼ରେ…
ଭାଲୁ ସହ ହାତାହାତି: ଯୁବକ ଗୁରୁତର
କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ ଥାନା ତାଳପଦା ଗ୍ରାମର ରମେଶ ଜୁଆଙ୍ଗ। ସେ ରବିବାର ମଧ୍ୟାହ୍ନ ୧୨ଟା ବେଳେ…
ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା
କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବୋଦପଳସା…
ନୀଳରକ୍ତ କଙ୍କଡା ସୁରକ୍ଷା ପାଇଁ ବେଳାଭୂମି ସଫେଇ
ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବଗଦା ବେଳାଭୂମିରେ ସୋମବାର ସଫେଇ ଅଭିଯାନ ଆରମ୍ଭ ହୋଇଛି। ସମୁଦ୍ରରେ ନୀଳରକ୍ତ କଙ୍କଡାର ସୁରକ୍ଷା ପାଇଁ ବାଲେଶ୍ୱରର ଆସୋସିଏଶନ ଫର ବାୟୋଡାଇଭରସିଟି କଞ୍ଜରଭେଶନ(ଏବିସି), ବଗଦ୍ାର ମମତା ଜଙ୍ଗଲ ସୁରକ୍ଷା କମିଟି,…
ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ
ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳ ଉତ୍ସବ…
ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି
ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ଏହି ମେଳଣର ଜମାଣ ଉତ୍ସବ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ…
ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ
ସତ୍ୟବାଦୀ,୯।୩(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି। ତାଙ୍କ ଶ୍ବଶୁର ଘର ନିକଟରେ ଗୁଳିମାଡ଼ରେ ମୃତ୍ୟୁ ହୋଇଥିବା ଖବରପାଇ ପରିବାର ଲୋକେ…
ବାଂଲାଦେଶରେ ୩ କରୋନା ସଂକ୍ରମିତ ରୋଗୀ: ବାତିଲ ହେଲା ମୋଦିଙ୍କ ଗସ୍ତ
ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଢାକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେଠାରେ ୩ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରେ ସୋମବାର ମୋଦିଙ୍କ ବାଂଲାଦେଶ ଗସ୍ତକୁ ବାତିଲ କରାଯାଇଥିବା ଜଣାପଡିଛି। ମାର୍ଚ୍ଚ ୧୭ରେ ବାଲାଂଦେଶରେ…
ପୁରୁଷଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଅଧିକ: ରିପୋର୍ଟ !
ବେଜିଂ, ୯।୩: କରୋନା ସଂକ୍ରମଣ ଯୋଗୁ ପୃଥିବୀର ୧୦୧ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ଚାଇନାରେ କରୋନା ଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକ ପୁରୁଷ ରହିଥିବା ବେଳେ ଛୋଟ ପିଲା ଏବଂ ମହିଳାଙ୍କ…
ନୀତୀଶଙ୍କୁ ଟକ୍କର ଦେବେ ପୁଷ୍ପମ ପ୍ରିୟା
ପାଟନା,୯।୩: ପାଖେଇ ଆସୁଛି ବିହାର ବିଧାନସଭା ନିର୍ବାଚନ। ଆଉ ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ଏକ ନୂଆ ଚେହେରା ଆସିଛି ଚର୍ଚ୍ଚାକୁ। ବ୍ରିଟେନରେ ପାଠ ପଢୁଥିବା ପୁଷ୍ପମ ପ୍ରିୟା ଚୌଧୁରୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ…
ହୃଷୀକେଶ ପଣ୍ଡା ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ
ଭୁବନେଶ୍ୱର,୯।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଚାକିରିରୁ ଅବସର ଗ୍ରହଣ କରିଥିବା ଓଡ଼ିଆ ଅଫିସର ହୃଷୀକେଶ ପଣ୍ଡାଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ମିଳିଛି। ହୃଷୀକେଶଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ ଭାବେ ନିଆଯାଇଛି। ଏହି ପ୍ୟାନେଲ ଜଙ୍ଗଲ…
୪୯୯ ବର୍ଷ ପରେ ହୋଲିରେ ଦୁର୍ଲଭ ସଂଯୋଗ
ଫାଲ୍ଗୁନ ପୂର୍ଣ୍ଣିମାରେ ହୋଲିକା ଦହନର ପରଦିନ ହୋଲି ଉତ୍ସବ ପାଳନ କରାଯିବ। ଏବର୍ଷ ଏହି ଉତ୍ସବରେ ବୃହସ୍ପତି ଓ ଶନି ଏକ ଦୁର୍ଲଭ ଯୋଗ ସୃଷ୍ଟି କରିଛନ୍ତି। ହୋଲି ଦିନ ଉକ୍ତ ଗ୍ରହମାନେ ସେମାନଙ୍କ ନିଜ ନିଜ ରାଶିରେ ରହିବେ ବୋଲି…
Archives


