ରାଜଧାନୀର ୧୭ ଘରୋଇ ହସ୍ପିଟାଲରେ ହୋଇପାରିବ ଫ୍ଲୁ ପରୀକ୍ଷଣ: ବାଗ୍ଚୀ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କୋଭିଡ୍ ଯୁଦ୍ଧରେ ରାତିଦିନ ଏକ କରି କାମ କରୁଥିବା ପ୍ରତ୍ୟେକ ଲାବରେଟୋରୀ କର୍ମଚାରୀ, ଟେକ୍ନିସିଆନ୍ ଏବଂ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର କୃତଜ୍ଞତା ଜ୍ଞାପନ କରିଛନ୍ତି। ଟାଟା ଷ୍ଟିଲ୍ର ସହାୟତାରେ ବ୍ରହ୍ମପୁରଠାରେ ୨୦୦ ଶଯ୍ୟା ଏବଂ ୧୫ ଆଇସିୟୁ…
ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ
ହିଳିକାଟୁ,୧୦ା୪(ଡି.ଏନ୍.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା ବ୍ୟକ୍ତିଙ୍କ ଠାରୁ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି। ତେବେ କେତେକ ବ୍ୟକ୍ତି…
କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ…
ଲକ୍ଡାଉନ୍ରେ ସ୍ବାମୀଙ୍କ ସହ ଭାରତୀଙ୍କ ନୂଆ ଶୋ’: ହମ୍, ତୁମ୍ ଔର କ୍ୱାରାଣ୍ଟାଇନ
ମୁମ୍ବାଇ: କରୋନା ଭାଇରସ୍ ସହ ମୁକାବିଲା ପାଇଁ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନ୍ ଯୋଗୁ ସମସ୍ତ ଟିଭି ସିରିୟଲ୍, ଶୋ’ ଓ ଫିଲ୍ମର ଶୁଟିଂ ବନ୍ଦ ରହିଛି। ଏହି ସମୟରେ ଟିଭିରେ ପୁରୁଣା ଶୋ’କୁ ପୁନଃ ପ୍ରସାରଣ କରାଯାଉଛି। ଇତିମଧ୍ୟରେ…
ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍ ଡାଉନ ଜାରି କରିଛନ୍ତି। ଅନ୍ୟପଟେ ଦିନକୁ ଦିନ କରୋନା ପୋଜେଟଭ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର…
ଅଲିମ୍ପିକ୍ସ ଘୁଞ୍ଚିବା ପରେ ପ୍ରସ୍ତୁତି ପାଇଁ ସମୟ ମଳିଛି: ଇର୍ଫାନ
ମୁମ୍ବାଇ, ୧୦।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ୨୦୨୦ ଅଲିମ୍ପିକ୍କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏ ନେଇ ରେସ୍ ଓ୍ବାକର କେ.ଟି. ଇର୍ଫାନଙ୍କ କୌଣସି ଅଭିଯୋଗ ନାହିଁ। ବରଂ ଏହା ପ୍ରସ୍ତୁତି ପାଇଁ ପର୍ଯ୍ୟାପ୍ତ ସମୟ ସୃଷ୍ଟି କରିଛି ବୋଲି…
ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ
କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଡଭୋକେଟ୍ ଜେନେରାଲ ଏବଂ ସରକାରୀ ଓକିଲ…
ସାମାଜିକ ଦୂରତା ରକ୍ଷା ଲାଗି ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର
ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା…
ସଚିନ, କୋହଲିଙ୍କୁ କ୍ଲାର୍କଙ୍କ ପ୍ରଶଂସା
ମେଲବୋର୍ନ,୧୦।୪ (ପି.ଟି.): ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପ୍ରଶଂସାରେ ଶତମୂଖ ହୋଇଛନ୍ତି ମାଇକେଲ କ୍ଲାର୍କ। ସେହିପରି ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ସଚିନ୍ଙ୍କ ଭଳି ଜଣେ ମହାନ ବ୍ୟାଟ୍ସମ୍ୟାନ ବୋଲି କ୍ଲାର୍କ କହିଛନ୍ତି। ଏହି ଦୁଇ ଖେଳାଳିଙ୍କ ଟେକ୍ନିକ୍ ଅସାଧାରଣ।…
ଜୁନ୍ ୧୦ ପର୍ଯ୍ୟନ୍ତ ବଢିଲା ସ୍କଟିଶ ଫୁଟବଲ୍ ସସ୍ପେନ୍ଶନ
ଗ୍ଲାସ୍ଗୋ, ୧୦।୪(ଏଏଫ୍ପି): ଭୋଭିଡ-୧୯ ମହାମାରୀ ପାଇଁ ସ୍କଟଲାଣ୍ଡ ଫୁଟବଲ୍ ପ୍ରଭାବିତ ହୋଇଛି। ଏହି କାରଣରୁ ସ୍କଟିଶ ଫୁଟବଲ ସେସେନର ସସ୍ପେନ୍ଶନକୁ ଜୁନ୍ ୧୦ ତାରିଖକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୧୩ ତାରିଖରେ ଲିଗ୍ ଫୁଟବଲକୁ ବନ୍ଧ କରିଯାଇଥିଲା। ପରେ ଏହାକୁ ଏପ୍ରିଲ…
ଏନ୍ବିଏ ଖେଳାଳି ପୂରା ଦରମା ପାଇବେ
ଓ୍ବାଶିଂଟନ,୧୦।୪ (ଏଏଫପି): କୋଭିଡ-୧୯ ମହାମାରୀ ସତ୍ତ୍ୱେ ଏନ୍ବିଏ ଖେଳାଳିମାନେ ଏପ୍ରିଲ ୧୫ ତାରିଖରେ ପୂରା ପାଉଣା ପାଇବେ ବୋଲି ଆମେରିକୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ତେବେ କରୋନା ଭାଇରସ୍ ସଂକ୍ରମଣ ପାଇଁ ଲିଗ୍ ଶଟ୍ ଡାଉନ ରହୁଥିବାରୁ ଭବିଷ୍ୟତରେ ପାଉଣା କଟାଯାଇପାରେ…
ଏହି ଔଷଧର ମୂଲ୍ୟ ସୁନାଠାରୁ ଅଧିକ
ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି ଔଷଧ ଭାରତ, ନେପାଳ ଏବଂ ଚାଇନାର କେତେକ ଅଞ୍ଚଳରେ ମିଳିଥାଏ ଏହା ହିମାଳୟରେ ସ୍ବାସ୍ଥ୍ୟ…
Archives


