Home

ଏହି ଔଷଧର ମୂଲ୍ୟ ସୁନାଠାରୁ ଅଧିକ

ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି ଔଷଧ ଭାରତ, ନେପାଳ ଏବଂ ଚାଇନାର କେତେକ ଅଞ୍ଚଳରେ ମିଳିଥାଏ ଏହା ହିମାଳୟରେ ସ୍ବାସ୍ଥ୍ୟ…

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍‌ସିବି ପରେ ଏମ୍‌କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ…

ଲକ୍‌ଡାଉନ୍‌ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ

ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ ସରୁଥିବା ବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ…

ମୋଟର ଚାଳକଙ୍କୁ ସହାୟତା ପାଇଁ ଦାବିପତ୍ର ପ୍ରଦାନ

ରାଇକିଆ,୧୦।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ଗାଡ଼ି ଚଳାଚଳ ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଯୋଗୁ ମୋଟର ଚାଳକମାନେ ବେରୋଜଗର ହୋଇ ଘରେ ବସିରହିଛନ୍ତି। ଏଭଳି ସଙ୍କଟମୟ…

ବିନା ମାସ୍କରେ ଘରୁ ବାହାରିବାରୁ ୩୨ଜଣଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ କରୋନା ଭାଇରସ୍‌ ସଂକ୍ରମଣରେ ୭୨୦ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୨ଜଣଙ୍କର ମୃତ୍ୟୁ ଘଟିସାରିଛି। ସେଥିମଧ୍ୟରୁ ୨୦ ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। କରୋନା ଭୟାବହତାକୁ…

ଲକ୍‌ଡାଉନ୍‌ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’

ହାଇଦ୍ରାବାଦ,୧୦।୪: ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ବହୁ ଲୋକ ଘରକୁ ଫେରି ପାରି ନ ଥିବା ବେଳେ ବିଭିନ୍ନ ସ୍ଥାନରେ ଫସି ହୋଇ…

କରୋନା କଟକଣା: ଘରେ ପାଳିଲେ ଗୁଡ୍‌ ଫ୍ରାଇଡେ

ବଲାଙ୍ଗୀର, ୧୦ା୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର । ଲକ୍‌ଡାଉନ ଯୋଗୁ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ ଭଳି ଧର୍ମାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଭଳି ସମୟରେ ବିଭିନ୍ନ ଧର୍ମ ସମ୍ପ୍ରଦାୟର ଲୋକମାନଙ୍କୁ ଘରେ…

ରାଶନ ଦୋକାନ ସିଲ୍‌ କଲା ପୋଲିସ: ୨ କୋର୍ଟ ଚାଲାଣ

ଦିଗପହଣ୍ଡି,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ମୌଳାଭଣଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ କବିରାଜ ବିଷୋୟୀଙ୍କୁ ଦିଗପହଣ୍ଡି ପୋଲିସ ଶୁକ୍ରବାର କେସ୍‌ ନଂ. ୭୫/୨୦ ଅନୁଯାୟୀ କୋର୍ଟ ଚାଲାଣ କରିଛନ୍ତି। କବିରାଜଙ୍କ ରାଶନ ଦୋକାନକୁ ସାନଖେମୁଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର…

ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ଆଇସିୟୁରୁ ବାହାରିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୦।୪: କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ସୁସ୍ଥ ହେବା ପରେ ଗୁରୁବାର ସନ୍ଧ୍ୟାରେ ତାଙ୍କୁ ଆଇସିୟୁରୁ ଓ୍ବାର୍ଡକୁ ଅଣାଯାଇଛି। ଏନେଇ ସରକାରୀ ମୁଖପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବୋରିସ୍‌…

ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନକୁ ସିଏମ୍‌ଓର ପରାମର୍ଶ: ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ/ସ୍ଥଗିତ ରଖାଯାଉ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟରେ ଏବେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାଫଳରେ ଆର୍ଥିକ ବୋଝ ବଢ଼ିଛି। ଏପରି କରିବା ଦ୍ୱାରା ଅଭିଭାବକମାନଙ୍କ ରୋଜଗାର ଉପରେ ପ୍ରଭାବ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’…

ଲକ୍‌ଡାଉନ୍‌ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ

ଚୌଦ୍ୱାର,୧୦ା୪(ଡି.ଏନ୍‌.ଏ.): କରୋନା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଅନୁଯାୟୀ, କଟକ ଜିଲା କୋଠାବାଡ଼ି ନିର୍ମାଣ ଶ୍ରମିକମାନଙ୍କୁ ଚୌଦ୍ୱାରରେ ଅନୁଦାନ ଦେବା କାର୍ଯ୍ୟର…

ଡେଲି ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁ ନାହାନ୍ତି ଅମାନିଆ: ପୋଲିସ ପ୍ରଶାସନ ଉପସ୍ଥିତ ରହିବାକୁ ସାଧାରଣରେ ଦାବି

ବିଜେପୁର,୧୦।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୁଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ କଟକଣାକୁ ୩୦ଯାଏ ବଢ଼ାଇ ଦେଇଛନ୍ତି। ସାମାଜିକ ଦୂରତ୍ୱ ଓ ମୁହଁରେ ମାକ୍ସ ଲଗାଇବାକୁ ସଚେତନତା ସୃଷ୍ଟି କରାଯାଉଛି। ହେଲେ ବରଗଡ଼ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri