Home

୪ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨୧ଗିରଫ, ୮୫ ହଜାର ଟଙ୍କା ଜବତ

ଛତ୍ରପୁର,୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଗତ ୨୪ ଘଣ୍ଟାରେ ୪ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଛି । ଘଟଣାରେ ସମ୍ପୃକ୍ତ ୨୧ ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୮୫ ହଜାର ୩୨୦ ଟଙ୍କା, ୫ଟି ବାଇକ ଓ ୭ଟି…

ଭୁବନେଶ୍ୱରରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ: ହୋମ କ୍ୱାରାଣ୍ଟାଇନ୍‌ର ୭, ଲୋକାଲ କେସ୍‌ ୬

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶୁକ୍ରବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୬ ଲୋକାଲ କେସ୍‌ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ କରି…

ଡନ୍‌ ବ୍ରାଡ୍‌ମ୍ୟାନ୍‌ଙ୍କୁ ‘ଶୂନ’ରେ ଆଉଟ୍‌ କରି ଇତିହାସ ରଚିଥିଲେ ଏହି ବୋଲର୍‌

ଜୁନ୍‌ ୫, ଏହି ତାରିଖଟି କ୍ରିକେଟ ଇତିହାସ ପାଇଁ ଏକ ଖାସ୍‌ ଦିନ। ଏହି ଦିନ ଜନ୍ମ ହୋଇଥିବା ଜଣେ ବୋଲର ଗୋଟିଏ ଉଇକେଟ କାରଣରୁ ସେ କ୍ରିକେଟ ଇତିହାସରେ ଅମର ହୋଇଗଲେ। ସେ ହେଉଛନ୍ତି ଇଂଲଣ୍ଡର ପୂର୍ବତନ ଲେଗ ସ୍ପିନର…

ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା। ଏହାପରେ ହୋମ୍‌ କ୍ବାରାଣ୍ଟାଇନରେ ରହୁଥିବା ସମ୍ପୃକ୍ତ ଯୁବକଙ୍କୁ ତାଙ୍କ ଘରୁ ଅଣାଯାଇ ସ୍ବାସ୍ଥ୍ୟ ବିଭାଗ…

ଏମିତି ଏଟିଏମ୍‌, ଟଙ୍କା ବଦଳରେ ବାହାରିଥାଏ ସୁନା

ଆଜିକାଲି ସମୟରେ ବ୍ୟାଙ୍କରେ ଲମ୍ବା ଲାଇନ୍‌ ଲଗାଇ ଗ୍ରାହକମାନେ ଆଉ ଟଙ୍କା ଉଠାଉ ନାହାନ୍ତି। ଏଥିପାଇଁ ଏଟିଏମ୍‌ ସହଜ ଏବଂ ସୁଲଭ ମାଧ୍ୟମ ପାଲଟିଛି। ବିଶ୍ୱର ଯେଉଁ ସ୍ଥାନକୁ ଗଲେ ମଧ୍ୟ ଏଟିଏମ୍‌ରୁ ଟଙ୍କା ଉଠାଇ ପାରିବେ। କିନ୍ତୁ ଜାଣନ୍ତି କି,…

ଲକ୍‌ଡାଉନ୍‌ରେ କ’ଣ କରୁଛନ୍ତି ଧୋନୀ; ଭିଡିଓ ଭାଇରାଲ

କରୋନା ଭାଇରସ୍‌ ଯୋଗୁ ଗତ ଦୁଇ ମାସ ହେବ କୌଣସି ମ୍ୟାଚ୍‌ ଆୟୋଜନ କରାଯାଇ ନାହିଁ। ଫଳରେ ଖେଳାଳିମାନେ ଲକ୍‌ଡାଉନ୍‌ରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଗତ ବିଶ୍ୱକପ୍‌ ପରଠାରୁ କ୍ରିକେଟରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କ କିଛି…

ବିନା ଭକ୍ତରେ ଚାଲିଛି ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା

ସଜନାଗଡ଼, ୫।୬(ଡି.ଏନ୍‌.ଏ.): ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିରରେ ଠାକୁରଙ୍କ ନୀତି ଶୁକ୍ରବାର ଭୋରରୁ ଯଥା ରୀତିନୀତି ଅନୁସାରେ ଚାଲିଛି। ନୀଳଗିରି ରାଜା ଜୟନ୍ତ ମର୍ଦ୍ଦରାଜ ହରିଚନ୍ଦନ ଛେରା…

ବରଗଡ଼ରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା

ବରଗଡ଼ ଅଫିସ,୫ା୬: ବରଗଡ଼ ଜିଲାରେ ପୁଣି ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ସାତବନ୍ଧ, ଜାରିଂ କନପୁରୀ ଓ ବାନ୍ଦୁପାଲିର ଜଣେ ଲେଖାଏ ହୋଇଥିବା ବେଳେ ସମସ୍ତେ ତାମିଲନାଡୁ ଫେରନ୍ତା ବୋଲି ଜିଲା ସୂଚନା…

ଖୋର୍ଦ୍ଧାରୁ ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧା ଜିଲାରେ ଶୁକ୍ରବାର ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଟାଙ୍ଗିରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଙ୍ଗା ୧, ବାଣପୁର ୨, ବାଳକାଟୀ ୩ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି।…

କୁଇଣ୍ଟାଲ ଓଜନର ଲେହେଙ୍ଗା ପିନ୍ଧି ବିବାହ କଲେ ଯୁବତୀ

ବିବାହକୁ ସ୍ବତନ୍ତ୍ର ତଥ ସ୍ମରଣୀୟ କରିବା ପାଇଁ ବର-କନ୍ୟା କିଛି ନୂଆ କରିବାକୁ ଚେଷ୍ଟା କରିଥାନ୍ତି। ସେହିପରି ପାକିସ୍ତାନର ଜଣେ ଯୁବତୀ ବିବାହକୁ ସ୍ବତନ୍ତ୍ର କରିବା ପାଇଁ ଏକ ନିଆରା ପନ୍ଥା ଆପଣାଇଛନ୍ତି। ସେ ବିବାହରେ ୧ କି ୨ ନୁହେଁ,…

ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ…

ରିଲ୍‌ ନୁହେଁ, ରିୟଲ୍‌ ହିରୋ

ଭୁବନେଶ୍ୱର,୫।୬(ବ୍ୟୁରୋ): ଅନ୍ୟକୁ ସାହାଯ୍ୟ କରିବା ପାଇଁ କେବଳ ଆବଶ୍ୟକ ଦୃଢ ମନୋବଳ ଓ ସାହାଯ୍ୟ କରିବାର ମନୋବୃତ୍ତି। ନିକଟରେ ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଅନେକ ବ୍ୟକ୍ତିବିଶେଷ। ଏଭଳିସ୍ଥିତିରେ ଓଡ଼ିଆ କଳାକାର ସବ୍ୟସାଚୀ ମିଶ୍ର ନିଜ ସହଯୋଗ ମନୋବୃତ୍ତି ପାଇଁ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?