ଆଇସିସି ମହିଳା ଟି୨୦ ବିଶ୍ୱକପ୍ : ଅଷ୍ଟ୍ରେଲିଆକୁ ରେକର୍ଡ ପଞ୍ଚମ ଟାଇଟଲ
ମେଲବୋର୍ନ, ୮।୩(ପି.ଟି.)- ଆୟୋଜକ ଅଷ୍ଟ୍ରେଲିଆ ରେକର୍ଡ ପଞ୍ଚମଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍ ଟାଇଟଲ ହାସଲ କରିଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍ରେ ଅଷ୍ଟ୍ରେଲିଆ ବୃହତ୍ ୮୫ ରନରେ ଭାରତକୁ ହରାଇ ଚାମ୍ପିୟନ ହୋଇଛି। ଉଦ୍ଘାଟନୀ…
ଅନ୍ତର୍ଜାତୀୟ ମହିଳା ଦିବସରେ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମିତି କେତେଜଣ ମହିଳାଙ୍କୁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କରିଛନ୍ତି ଯେଉଁମାନେ ନିଜ ନିଜ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଭାରତୀୟ ବାୟୁସେନାର ପ୍ରଥମ ଫାଇଟର ଜେଟ୍ ପାଇଲଟ ମୋହନା…
ରାଜ୍ୟ ସଭା ନିର୍ବାଚନ: ୪ ଟିଏମ୍ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା
କୋଲକାତା,୮।୩: ରାଜ୍ୟ ସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ତୃଣମୂଳ କଂଗ୍ରେସ(ଟିଏମ୍ସି) ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ ଅର୍ପିତା ଘୋଷ, ମୌସମ ନୁର୍, ଦିନେଶ ତ୍ରିବେଦୀ ଏବଂ ସୁବ୍ରତ ବକ୍ସିଙ୍କ ନାମ ରହିଛି। ଏନେଇ ମମତା…
ରାଜ୍ୟ ସଭା ପ୍ରାର୍ଥୀ ଭବାନୀପାଟଣାର ସୁଜିତ୍ କୁମାର: ଜିଲାରେ ଖୁସିର ଲହରି
ଭବାନୀପାଟଣା,୮।୩(ଡି.ଏନ୍.ଏ.): ରାଜ୍ୟ ବିଜେଡି ପକ୍ଷରୁ ଘୋଷିତ ପ୍ରାର୍ଥୀ ତାଲିକାରେ କଳାହାଣ୍ଡି ଜିଲାର ଭବାନୀପାଟଣା ନିବାସୀ ସୁଜିତ୍ କୁମାରଙ୍କ ନାମ ପ୍ରକାଶ ପାଇବା ପରେ ସହର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଖଯାଇଛି। ଏନେଇ ସୁଜିତ୍ କୁମାରଙ୍କୁ ଓ ତାଙ୍କ ପରିବାରଙ୍କ…
ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ
ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଅମୃତସରରେ ୨,ଗୁଡ଼ଗାଓ୍ବଁରେ ୧, ଦିଲ୍ଲୀରେ ୩, ଜୟପୁରରେ ୧୭, ଲଦାଖରେ…
ଭୁଶୁଡିଲା କରୋନା ସନ୍ଦିଗ୍ଧ ରହୁଥିବା ୮୦ ବଖରା ବିଶିଷ୍ଟ ହୋଟେଲ
ବେଜିଂ,୮।୩: ଚାଇନାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ଏବେବି ସେଠାରେ କେତେଜଣଙ୍କୁ କରୋନା ଭାଇରସ ଥିବା ସନ୍ଦେହ କରି ପୃଥକ ଭାବେ ରଖାଯାଇଛି। ଫୁଜିଆନ ଅଞ୍ଚଳରେ ୮୦ ବଖରା ବିଶିଷ୍ଟ ଏକ ହୋଟେଲରେ କେତେଜଣ…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଲିଭିଗଲା ୩ ଜଣଙ୍କ ଜୀବନଦୀପ
ବାଲିଆପାଳ,୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖାଳମୁହାଣି ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ତିନି ଜଣଙ୍କ ଜୀବନଦୀପ ଲିଭିଯାଇଛି। ମୃତକମାନେ ହେଲେ ଜଳେଶ୍ୱର ଥାନା ଅନ୍ତର୍ଗତ ଶାଳୀକୋଠା ଗାଁର…
ଟୁଇଟରର ପାସଓ୍ବାର୍ଡ କହିଲେ ମୋଦି
ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟୁଇଟର ଆକାଉଣ୍ଟ ଚଲାଇବା ଦାୟିତ୍ୱ ୭ ଜଣ ମହିଳାଙ୍କୁ ଦିଆଯାଇଛି। ନାରୀ ଶକ୍ତି ପୁରସ୍କାରରେ ସମ୍ମାନୀତ ଏହି ମହିଳାମାନେ ଦିନ ତମାମ ନିଜ ନିଜର ଜୀବନ କାହାଣୀ ଏହି…
ମହୁମାଛିର ବି ରହିଛି ଗଣିତ ଜ୍ଞାନ
ବର୍ଲିନ୍,୮।୩: ମହୁମାଛିର ବି ଗଣିତ ଜ୍ଞାନ ରହିଛି। ଦୁଇଟି ସଂଖ୍ୟା ମଧ୍ୟରେ କେଉଁଟି ବଡ଼ ଏବଂ କିଏ ସାନ ତାହା ମହୁମାଛି ଜାଣିପାରିଥାଏ। ଏନେଇ ଜର୍ମାନୀର କୋଲୋଜେନ୍ ବିଶ୍ୱ ବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମହୁମାଛି ଦୁଇଟି…
ଆବଶ୍ୟକ ନ ଥିଲେ ମାସ୍କ ପିନ୍ଧନ୍ତୁ ନାହିଁ: ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୮।୩: କରୋନା ଭାଇରସ ଏବେ ଭାରତରେ ତା’ର କାୟା ବିସ୍ତାର ଆରମ୍ଭ କରିଥିବା ବେଳେ ରବିବାର ସୁଦ୍ଧା ଭାରତରେ ୩୯ ଜଣ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ସମସ୍ତଙ୍କ ମନରେ ଭୟ ସୃଷ୍ଟି ହୋଇଛି। ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା…
ଫିଡେ ମହିଳା ଗ୍ରାଁ ପ୍ରି: ତୃତୀୟ ସ୍ଥାନକୁ ଖସିଲେ ହରିକା
ଲଉସେନ,୮।୩(ପି.ଟି.)-ଏଠାରେ ଚାଲିଥିବା ଫିଡେ ମହିଳା ଗ୍ରାଁ ପ୍ରି ଚେସ୍ ଟୁର୍ନାମେଣ୍ଟରେ ଭାରତୀୟ ଗ୍ରାଣ୍ଡମାଷ୍ଟର ଦ୍ରୋଣଭାଲି ହାରିକା ଷଷ୍ଠ ରାଉଣ୍ଡ ମ୍ୟାଚ୍ରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଆଲେକଜାଣ୍ଡ୍ରା କୋଷ୍ଟେନେଉକଙ୍କଠାରୁ ପରାସ୍ତ ହୋଇଛନ୍ତି। ଫଳରେ ସେ ତୃତୀୟ ସ୍ଥାନକୁ ଖସିଛନ୍ତି। ଦୁଇଟି ବିଜୟ ଓ…
ଆଇସିସି ଟି୨୦ ମହିଳା ବିଶ୍ୱକପ୍: ଭାରତର ଟାର୍ଗେଟ୍ ୧୮୫
ମେଲବୋର୍ନ,୮।୩- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍ରେ ଆୟୋଜକ ଅଷ୍ଟ୍ରେଲିଆ ଭାରତ ସମ୍ମୁଖରେ କଷ୍ଟାସାଧ୍ୟ ୧୮୫ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍ ଫାଇନାଲ ମ୍ୟାଚ୍ରେ ଟସ୍ ଜିତି ଅଷ୍ଟ୍ରେଲିଆ…
Archives


