Home

ଭାରତ-ଅଷ୍ଟ୍ରେଲିଆ ବଡ଼ ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୫ା୬(ପି.ଟି.):ଭାରତ ମହାସାଗର ଅଞ୍ଚଳରେ ଚାଇନା ନିଜର ଶକ୍ତି ବୃଦ୍ଧି କରିଚାଲିଥିବାରୁ ଏହାକୁ ନଜରରେ ରଖି ଭାରତ ଓ ଅଷ୍ଟ୍ରେଲିଆ ପରସ୍ପର ମଧ୍ୟରେ ପ୍ରତିରକ୍ଷା ସହଯୋଗ ଲାଗି ହାତ ବଢ଼ାଇଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ ମୋରିସନଙ୍କ…

ଆଜି ସ୍ନାନଯାତ୍ରା

ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି…

ଆସୁଛି ଲଘୁଚାପ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ ଉପକୂଳ…

‘ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ’

ଭୁବନେଶ୍ୱର,୫ା୬(ବ୍ୟୁରୋ):ଜୀବନ ଓ ଜୀବିକା ଦୁଇଟି ଯାକ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥରେ ରହିଲେ ଜୀବିକା ଆଗକୁ ବଢ଼ିବ। ଜୀବିକା ଗୁରୁତ୍ୱପୂର୍ଣ୍ଣ ବୋଲି ଲକ୍‌ଡାଉନ କୋହଳ କରାଯାଇଛି। ଜୀବନ ପ୍ରତି ଯେପରି ବିପଦ ସୃଷ୍ଟି ନ ହେବ ସେଥିପ୍ରତି ସାବଧାନ ରହିବା ଜରୁରୀ। ଆତ୍ମସଂଯମ ହିଁ…

୮ ବର୍ଷରେ ୭୫୦ ବାଘ ମୃତ

ନୂଆଦିଲ୍ଲୀ,୫ା୬(ପି.ଟି.):ଶିକାର ଓ ଅନ୍ୟାନ୍ୟ କାରଣରୁ ଗତ ୮ ବର୍ଷ ମଧ୍ୟରେ ଭାରତରେ ୭୫୦ ବାଘ ମୃତ୍ୟୁମୁଖରେ ପଡ଼ିଥିବା ସରକାରୀ ତଥ୍ୟରୁ ଜଣାପଡିଛି। କେବଳ ମଧ୍ୟପ୍ରଦେଶରେ ସର୍ବାଧିକ ୧୭୩ଟି ବାଘ ପ୍ରାଣ ହରାଇଛନ୍ତି। ସ୍ବାଭାବିକ୍‌ କାରଣରୁ ୩୬୯ଟି ବାଘ ମୃତ୍ୟୁମୁଖରେ ପଡ଼ିଥିବାବେଳେ ଶିକାରୀଙ୍କ…

ପ୍ରଦୂଷଣ ରୋକିବ ଲକ୍‌ଡାଉନ୍‌ ମଡେଲ

ନୂଆଦିଲ୍ଲୀ,୫ା୬:ମହାମାରୀ କରୋନା ବିଶ୍ୱ ପାଇଁ ଏକ ଅଭିଶାପ ରୂପରେ ଆସିଛି। କିନ୍ତୁ ଏହି ଘାତକ ଭୂତାଣୁର ମୁକାବିଲା ଲାଗି ନିଆଯାଉଥିବା ପଦକ୍ଷେପ ଭାରତ ସମେତ ସାରା ବିଶ୍ୱକୁ ବାଟ ବତାଇଛି। ଲକ୍‌ଡାଉନ୍‌ ଘୋଷଣା ବେଳେ ସମସ୍ତେ ଏହାର ନକାରାମତ୍କ ଦିଗକୁ ନେଇ…

ଶରୀରରେ ହିମୋଗ୍ଲୋବିନ୍‌ ସ୍ତର ବୃଦ୍ଧି କରେ ମିଶ୍ରି

ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ଶରୀରରେ ହିମୋଗ୍ଲୋବିନ୍‌ର ସ୍ତର କମ ହେବା ଦ୍ୱାରା ରକ୍ତର ଅଭାବ ଦେଖାଦେଇଥାଏ। ଯାହା ଫଳରେ କିଛି କାମ ନକରି ମଧ୍ୟ ଥକା ଲାଗିଥାଏ। ଏପରିକି ଶରୀର ଦୁର୍ବଳ ଲାଗେ। ମିଶ୍ରି ଏହି…

କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ, ସେହ୍ବାଗଙ୍କ ପ୍ରେମ କାହାଣୀ

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ ନୁହେଁ ସମ୍ପର୍କୀୟ ଭଉଣୀ ଆରତି ଅଗ୍ରଓ୍ବାଲଙ୍କ ପ୍ରେମରେ ପଡିଥିଲେ। ଆରତିଙ୍କ ବଡ ଭଉଣୀ ଏକ…

ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଗୁରୁବାର ବୋମା ମାଡ଼ ହୋଇଛି। ଏ ନେଇ ଗ୍ରାମରେ ସଦର…

୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହାସହ ୭ ଦଫା ସମ୍ବନ୍ଧିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।…

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଜଳି ପାଉଁଶ ହୋଇଯାଇଛି। ସୂଚନା ମୁତାବକ, ଜେନା…

ଶନିବାର,ରବିବାର ଶଟ୍‌ଡାଉନ୍‌ ନେଇ କଟକଣା

ଭଦ୍ରକ ଅଫିସ,୪ା୬- ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଜିଲା ପାଇଁ ନୀତି ଧାର୍ଯ୍ୟ କରିବା ସହିତ ଆଇନକୁ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?