କୋଭିଡ୍-୧୯ ଜରୁରୀ ସେବାରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର ଫେରାର
କୋରୁକୋଣ୍ଡା,୯ା୪(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ କୋଭିଡ୍-୧୯ ଜରୁରୀ ସେବାରେ ନିଯୋଜିତ ଗାଡ଼ିଟି ଗୁରୁବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁଯାୟୀ, ଦୁର୍ଘଟଣାଗ୍ରସ୍ତ ଗାଡ଼ି ନମ୍ବର ଓଡି ୦୨ ଜେ ୯୩୭୭ ହୋଇଥିବା ବେଳେ ଏହାକୁ ପୂର୍ଣ୍ଣଧାର ମୁଦୁଲି ନାମକ ଜଣେ ଯୁବକ…
ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଜଣେ ଗୁରୁତର
ପବିତ୍ରନଗର,୯ା୪(ଡି.ଏନ୍.ଏ.) : ଅନୁଗୋଳ ଜିଲା ତାଳଚେର ବନାଞ୍ଚଳ କଣିହାଁ ବ୍ଲକ ବିରୁ ଗ୍ରାମର ଭାଗବତ ଦେହୁରୀଙ୍କୁ ଗୁରୁବାର ହାତୀ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ତାଳଚେର ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର…
କରୋନା ଯୋଦ୍ଧା ଏବେ ସଙ୍କଟରେ
ଭୋପାଳ,୯।୪: ମଧ୍ୟପ୍ରଦେଶର ଭୋପାଳରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୦ ଜଣ ସ୍ବାସ୍ଥ୍ୟ କର୍ମଚାରୀ ଥିବା ବେଳେ ୧୨ ପୋଲିସ ଥିବା ସୂଚନା ମିଳିଛି। ଏହି କରୋନା ଯୋଦ୍ଧାମାନେ ଏବେ ଏଭଳି ମହାମାରୀ କବଳରୁ ମୁକ୍ତ…
୭୨ ବର୍ଷରେ ଜୟା ବଚ୍ଚନ: ହିନ୍ଦୀ ଫିଲ୍ମ ଗୁଡ୍ଡିର ଶୁଟିଂ ସେଟ୍ରେ ଅମିତାଭଙ୍କ ସହିତ ହୋଇଥିଲା ସାକ୍ଷାତ୍
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଜୟା ବଚ୍ଚନ ଗୁରୁବାର ୭୨ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୮ ଏପ୍ରିଲ ୯ରେ ଜବଲପୁରଠାରେ ଜନ୍ମଗ୍ରହଣ କରିଥିଲେ। ହିନ୍ଦୀ ଫିଲ୍ମ ଗୁଡ୍ଡିର ଶୁଟିଂ ସେଟ୍ରେ ଅମିତାଭ ବଚ୍ଚନଙ୍କ ସହିତ ଜୟାଙ୍କର ପ୍ରଥମ ସାକ୍ଷାତ୍ ହୋଇଥିଲା। ଏହାପରେ…
ରିଲିଜ୍ ହେଲା ତାରା-ସିଦ୍ଧାର୍ଥଙ୍କ ନୂଆ ଗୀତ
ମୁମ୍ବାଇ: ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ଅଭିନେତ୍ରୀ ତାରା ସୂତରିଆ ପୁଣି ଥରେ ଏକାଠି ହୋଇଛନ୍ତି। ଉଭୟଙ୍କ ନୂଆ ଗୀତ ରିଲିଜ୍ ହୋଇଛି। ଗୀତର ନାଁ ହେଉଛି ‘ମସ୍କଲି ୨.୦’। ଏହି ଗୀତରେ ପୁଣିଥରେ ଉଭୟଙ୍କ ଜବରଦସ୍ତ କେମେଷ୍ଟ୍ରି ଦେଖିବାକୁ…
କରୋନା ଆତଙ୍କ: ଫଲ୍ସ୍ ନେଗେଟିଭ୍ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !
ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…
ପାରସ୍-ମାହିରା ଗରିବଙ୍କୁ ବାଣ୍ଟିଲେ ଖାଦ୍ୟ
ମୁମ୍ବାଇ: ଦେଶରେ କରୋନା ଭାଇରସ୍ ସଂକ୍ରମଣ ପାଇଁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ଅନେକ ଲୋକ କାମଧନ୍ଦା ହରାଇ ଘରେ ବସି ରହିଛନ୍ତି। ବହୁତ ଲୋକ ଖାଇବାକୁ ମଧ୍ୟ ପାଉନାହାନ୍ତି। ସେମାନଙ୍କୁ ସାହାଯ୍ୟ ପାଇଁ ବଲିଉଡ୍ ଅଭିନେତ୍ରୀ ଅଭିନେତାମାନେ ଆଗକୁ ବାହାରିଛନ୍ତି।…
ସ୍ମାର୍ଟ ଟଏଲେଟ୍
ଆପଣ ଟଏଲେଟ୍ ଯାଇଥିବେ ଆଉ ଟଏଲେଟ୍ ସରିବା ପରେ ହିଁ ନିଜ ସ୍ବାସ୍ଥ୍ୟ ସୂଚନା ଜାଣିପାରିବେ। ଏଭଳି ଏକକଥା ଶୁଣିବା ପାଇଁ ଅବଶ୍ୟ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ସୂଚନା ଦେବାପାଇଁ ବୈଜ୍ଞାନିକମାନେ ତିଆରି କରିଛନ୍ତି ଏକ ସ୍ମାର୍ଟ ଟଏଲେଟ୍। ଏହି…
ଡିଜିଟାଲ ପ୍ଲାଟ୍ଫର୍ମରେ ‘ଅଂଗ୍ରେଜୀ ମିଡିୟମ’
ମୁମ୍ବାଇ: ଇର୍ଫାନ ଖାନ୍ଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍’ ରିଲିଜ ପୂର୍ବରୁ ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଏକ ଜବରଦସ୍ତ କ୍ରେଜ୍ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ଜରିଆରେ ଦୀର୍ଘ ସମୟ ପରେ ଇର୍ଫାନ୍ ବଡ଼ ପରଦାକୁ କମ୍ ବ୍ୟାକ୍ କରିଥିଲେ। ହେଲେ…
ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୨୯୭
ମୁମ୍ବାଇ,୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ୧୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ…
ରଣବୀରଙ୍କୁ ବିଗାଡ଼ିଦେଲେ ଦୀପିକା
ମୁମ୍ବାଇ: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଭାରତରେ ୨୧ଦିନ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ଭଳି ବଲିଉଡ୍ ତାରକାମାନେ ମଧ୍ୟ ସରକାରଙ୍କ ନିୟମକୁ ମାନି ଘରେ ରହୁଛନ୍ତି। ହେଲେ ଏହାରି ଭିତରେ ଦୀପିକା ପାଦୁକୋନଙ୍କ ଉପରେ ଅଭିଯୋଗ ଲଗାଇଛନ୍ତି…
କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ପ୍ରତିଷେଧକ ଟୀକା କରିବ ବିକ୍ରି !
ବେଜିଂ,୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି। କରୋନା ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ସ୍ଥିତି ଏବେ ସ୍ବାଭାବିକ ହେବାରେ ଲାଗିଛି। ଚାଇନା…
Archives


