Home

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ ମିଳିଛି ଆମେରିକାର ଓହିଓଠାରେ। ଏଠାରେ ୟଙ୍ଗ୍‌ସଟାଉନରେ ଥିବା ଚାର୍ଲି ଆଡାମ୍‌ସ ତାଙ୍କ ମା’…

ତୋଷାଳି ଭବନ ନିକଟ ଓମ୍‌ଫେଡ୍‌ ପାର୍ଲରକୁ ଯାଇଥିଲେ ନାମ ପଞ୍ଜୀକରଣ କରନ୍ତୁ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସତ୍ୟନଗରରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିୟମିତ ଭାବେ ତୋଷାଳି ଭବନ ନିକଟରେ ଥିବା ଓମ୍‌ଫେଡ୍‌ ପାର୍ଲରକୁ ଯାଇଥିବା ବିଏମ୍‌ସି ଜାଣିବାକୁ ପାଇଛି। ଏଥିପାଇଁ ଯେଉଁମାନେ ବି ଉକ୍ତ ଓମ୍‌ଫେଡ୍‌ ପାର୍ଲରକୁ ଗତ ୧୪ଦିନ…

ସତସଙ୍ଗ ପକ୍ଷରୁ କୋଭିଡ୍‌-୧୯ ମୁକାବିଲା ପାଇଁ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୦ କୋଟି ଦାନ

ଦେଓଘର,୯।୪: କରୋନା(କୋଭିଡ୍‌-୧୯) ସଂକ୍ରମିତଙ୍କ ସଂଖ୍ୟା ପୃଥିବୀରେ ବଢ଼ିବାରେ ଲାଗିଛି। ଭାରତରେ କରୋନା ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି।  ସ୍ଥିତିକୁ ସ୍ବାଭାବିକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶବାସୀ ଏକଜୁଟ ହୋଇଛନ୍ତି। ଏହି ମର୍ମରେ ସତସଙ୍ଗର ପୂଜ୍ୟପାଦ ଆଚାର୍ଯ୍ୟ ଦେବ…

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବସିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ତେବେ ପ୍ରଥମଥର ପାଇଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହା ଅନୁଷ୍ଠିତ ହୋଇଛି। ନବୀନ ନିବାସରେ ରହି ମୁଖ୍ୟମନ୍ତ୍ରୀ ଏଥିରେ…

ଭାଜପା ନେତାଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ବର୍ତ୍ତମାନ ଭୟଙ୍କର ରୂପ ଧାରଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ଏହି ସଙ୍କଟରୁ ରକ୍ଷା ପାଇବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମୟରେ ଭାଜପା ପକ୍ଷରୁ ‘ଆରୋଗ୍ୟ…

କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଘରୁ ଅଳିଆ ଉଠାଇବାକୁ ଗଲା ସ୍ବତନ୍ତ୍ର ଟିମ୍‌

ନୂଆଦିଲ୍ଲୀ,୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହା କେଜରିଓ୍ବାଲ ସରକାରଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏବେ ଦିଲ୍ଲୀରେ ଯେଉଁ ପରିବାର କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଘରର ଅଳିଆ ଉଠାଇବାକୁ ପୂର୍ବ…

ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟର ସାଢେ ୪ କୋଟି ଲୋକ ଧର୍ଯ୍ୟର ସହିତ କରୋନା ବିପତ୍ତିର ମୁକାବିଲା କରୁଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏଭଳି ଏକ ସଙ୍କଟାପନ୍ନ…

ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ:ଡିଜି

କଟକ ଅଫିସ୍‌,୯ା୪: କରୋନା ମୁକାବିଲା ଦିଗରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ଆଗ ଧାଡ଼ିର ଯୋଦ୍ଧା। ହେଲେ ସେମାନଙ୍କ ଉପରେ ହେଉଥିବା ଆକ୍ରମଣ ଏବଂ ଅଶୋଭନୀୟ ଆଚରଣ ନିନ୍ଦାଜନକ। ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଓଡ଼ିଶା ପୋଲିସର ବଡ଼ ଦାୟିତ୍ୱ…

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଆନ୍ଧ୍ରର ଶ୍ରୀକାକୁଲମ ଜିଲା ରେଗୁଲୁସ୍ଥିତ ଘରୋଇ ଚିକିତ୍ସାଳୟରେ ଚିକିତ୍ସା ଚାଲିଥିଲା। ମଙ୍ଗଳବାର ଘରକୁ…

ହ୍ବାଟ୍‌ସ ଆପ୍‌, ଭିଡିଓ କଲିଂରେ ହେବ ଶୁଣାଣି

କଟକ ଅଫିସ୍‌,୯ା୪: ଲକ୍‌ଡାଉନ୍‌ର ପ୍ରଭାବ ନ୍ୟାୟିକ ବ୍ୟବସ୍ଥା ଉପରେ ପଡ଼ିଛି। ଅଦାଲତଗୁଡ଼ିକୁ ବନ୍ଦ ରଖାଯିବା ସହ ଶୁଣାଣିକୁ ମଧ୍ୟ ସ୍ଥଗିତ କରାଯାଇଛି। ଫଳରେ ଆବେଦନକାରୀ, ପ୍ରତିପକ୍ଷ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳିସ୍ଥିତରେ ଓଡ଼ିଶା ହାଇକୋର୍ଟ ତରଫରୁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ…

୪୦ ଡିଗ୍ରୀ ତଳକୁ ଖସିଲା ପାରଦ: ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ତାତି କମିଛି। ମେଘୁଆ ପାଗ ଯୋଗୁ ପାରଦ ୪୦ ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ମେଘୁଆ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଜିଲା ସମେତ ମୟୂରଭଞ୍ଜ, ରାୟଗଡ଼ା, କନ୍ଧମାଳ…

କରୋନାକୁ ଭୟ ନ କରି ସେବା ଯୋଗାଉଛନ୍ତି ସଫେଇ କର୍ମଚାରୀ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଦିନକୁ ଦିନ କରୋନା ଭୟଙ୍କର ରୂପ ନେଉଛି। ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି l ଏହି ଭୂତାଣୁ ବ୍ୟାପିବା ଆଶଙ୍କାରେ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି l…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri