Home

ଗିଲ୍‌ଗିଟ୍‌ ବାଲତିସ୍ତାନରେ ବୌଦ୍ଧ କୀର୍ତ୍ତି ଭାଙ୍ଗିଦେଲେ

ନୂଆଦିଲ୍ଲୀ,୪ା୬(ପି.ଟି.): ପାକିସ୍ତାନର ଗିଲ୍‌ଗିଟ୍‌ ବାଲତିସ୍ତାନରେ ଥିବା ଏକ ବୌଦ୍ଧ ଐତିହ୍ୟକୁ ଭାଙ୍ଗିଦିଆଯାଇଛି। ଏହାକୁ ନେଇ ବୁଧବାର ଭାରତ ପକ୍ଷରୁ ଆପତ୍ତି ଉଠାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି, ଏପରି କଠୋରପନ୍ଥୀ କାର୍ଯ୍ୟକଳାପ ପ୍ରାଚୀନ ସଭ୍ୟତା ଓ ସାଂସ୍କୃତିକ ଐତିହ୍ୟର…

କରୋନା କବଳରେ ସାରା ଓଡ଼ିଶା

ଭୁବନେଶ୍ୱର,୪।୬:(ବ୍ୟୁରୋ):ମହାମାରୀ କରୋନା କବଳକୁ ଚାଲିଯାଇଛି ରାଜ୍ୟର ସମସ୍ତ ଜିଲା। ପୂର୍ବରୁ ୨୯ ଜିଲାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଥିବାବେଳେ ଏବେ ବାକିଥିବା ରାୟଗଡ଼ା ଜିଲାରୁ କୋଭିଡ୍‌-୧୯ ଠାବ ହୋଇଛି। ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟରୁ…

ଛାଡ଼ପତ୍ର ଦାବିକଲେ ଡେରେକ୍‌ଙ୍କ ସ୍ତ୍ରୀ

ଓ୍ବାଶିଂଟନ,୪ା୬(ପି.ଟି.): ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଅଧିକାରୀ ଡେରେକ୍‌ ଶଉଭିନ୍‌ (୪୪)ଙ୍କୁ ଚାକିରିରୁ ନିଲମ୍ବନ କରାଯାଇ ଗିରଫ କରାଯାଇଛି। ଡେରେକ୍‌ଙ୍କ ସ୍ତ୍ରୀ କିଲିଏ ମେ ଶଉଭିନ୍‌ (୪୫) ଏହି ଥାର୍ଡ-ଡିଗ୍ରୀ ହତ୍ୟାକାଣ୍ଡକୁ ନେଇ ମର୍ମାହତ ହୋଇ ତାଙ୍କଠାରୁ ଛାଡ଼ପତ୍ର ଦାବି…

ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ ରୋଷେଇ ଖର୍ଚ୍ଚ

ଭୁବନେଶ୍ୱର, ୪।୬(ବ୍ୟୁରୋ)- ସ୍କୁଲ ବନ୍ଦ ଥିବାରୁ ପିଲାଙ୍କୁ ପୂର୍ବରୁ ୩ ମାସ ପାଇଁ ମଧ୍ୟାହ୍ନ ଭୋଜନ ରାଶନ ମିଳିଥିଲା। ଏବେ ରୋଷେଇ ଖର୍ଚ୍ଚ ମିଳିବ। ଏନେଇ ମଧ୍ୟାହ୍ନ ଭୋଜନ ରାଜ୍ୟ ନୋଡାଲ ଅଫିସର ଗଙ୍ଗାଧର ସାହୁ ବୁଧବାର ସମସ୍ତ ଜିଲାପାଳଙ୍କୁ ଚିଠି…

୫୦% କୋଭିଡ୍‌ ମୃତକଙ୍କ ବୟସ ୬୦ ଉପରେ

ନୂଆଦିଲ୍ଲୀ,୪ା୬: ଭାରତରେ ବରିଷ୍ଠ ବ୍ୟକ୍ତିଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ୧୦ ପ୍ରତିଶତ ହୋଇଥିବାବେଳେ କୋଭିଡ୍‌-୧୯ ମୃତ୍ୟୁରେ ଏମାନଙ୍କ ସଂଖ୍ୟା ୫୦% ଥିବା ସରକାର ସୂଚନା ଦେଇଛନ୍ତି। ୭୩ ପ୍ରତିଶତ କୋଭିଡ୍‌ ମୃତକଙ୍କଠାରେ ଅନ୍ୟାନ୍ୟ ରୋଗ ରହିଥିବା ଜଣାପଡିଛି। ଅନ୍ୟ ଦେଶ ତୁଳନାରେ…

ପ୍ରସିଦ୍ଧ ଗୀତିକାର ଅନଓ୍ବର ସାଗରଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ର ପ୍ରସିଦ୍ଧ ଗୀତିକାର ଅନଓ୍ବର ସାଗରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ୮୦ ଏବଂ ୯୦ ଦଶକରେ ସାଗରଙ୍କ ଅନେକ ଗୀତ ଲୋକପ୍ରିୟ ହୋଇଥିଲା। ଏଥିମଧ୍ୟରୁ ଅକ୍ଷୟ କୁମାର ଏବଂ ଆୟଶା ଜୁଲକାଙ୍କ ଅଭିନୀତ ‘ଖିଲାଡି’…

ହିରୋ ସାଜିଲେ ଭାରତୀୟ ବ୍ୟବସାୟୀ

ଓ୍ବାଶିଂଟନ,୪ା୬(ପି.ଟି.): ମିନେସୋଟା ରାଜ୍ୟସ୍ଥିତ ମିନିଆପଲିସରେ କୃଷ୍ଣକାୟ ଜର୍ଜ ଫ୍ଲୋଏଡ୍‌ ହତ୍ୟା ଘଟଣାର ପ୍ରତିବାଦରେ ଆମେରିକାରେ ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିବାବେଳେ ଜଣେ ଭାରତୀୟ ବ୍ୟବସାୟୀ ୭୫ ବିକ୍ଷୋଭକାରୀଙ୍କୁ ନିଜ ଘରେ ସୁରକ୍ଷା ଦେଇ ନିଜ ପାଇଁ ଜଣେ ହିରୋର ପରିଚୟ ସୃଷ୍ଟି…

ବର୍ଣ୍ଣବୈଷମ୍ୟ ପ୍ରତି ଆଖି ବୁଜିଦେଇପାରିବା ନାହିଁ

ଭାଟିକାନ୍‌ ସିଟି,୪ା୬: କୃଷ୍ଣକାୟ ଆମେରିକୀୟ ଜର୍ଜ ଫ୍ଲୟଡ୍‌ଙ୍କ ମୃତ୍ୟୁକୁ ନେଇ କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ଶୋକବ୍ୟକ୍ତ କରିଛନ୍ତି। ପୋପ୍‌ ଫ୍ଲୟଡ୍‌ଙ୍କ ମୃତ୍ୟୁକୁ ବର୍ଣ୍ଣବୈଷମ୍ୟ ପାପର ପରିଣାମ ଭାବେ ଅଭିହିତ କରି ତାଙ୍କ ଆମତ୍ାର ସତ୍‌ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି। ସପ୍ତାହିକ…

ହାତୀକୁ ଖୁଆଇଦେଲେ ବାଣଭର୍ତ୍ତି ସପୁରି

ନୂଆଦିଲ୍ଲୀ/ଥିରୁଭାନନ୍ଥପୁରମ୍‌, ୪।୬: ନିରୀହ ପ୍ରାଣୀଙ୍କ ପ୍ରତି ମନୁଷ୍ୟର ବର୍ବରତା ସୀମା ଟପିବାରେ ଲାଗିଛି। ହେଲେ ନିକଟର କେରଳ ରାଜ୍ୟର ମଲ୍ଲାପୁରମ୍‌ରୁ ଆସିଥିବା ପ୍ରାଣୀ ନିଷ୍ଠୁରତାର ହୃଦୟ ବିଦାରକ ଚିତ୍ର ସବୁ ସୀମାକୁ ପାର୍‌ କରିଯାଇଛି। ଏଠାରେ ଏକ ଗର୍ଭିଣୀ ହାତୀକୁ କେତେଜଣ…

ଆଉ ଜଣେ କରୋନା ପ୍ରଘଟକାରୀ ଡାକ୍ତରଙ୍କ ମୃତ୍ୟୁ

ବେଜିଂ,୪ା୬: କରୋନା ସଂକ୍ରମଣରେ ଚାଇନାର ଆଉ ଜଣେ ଡାକ୍ତରଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଉହାନ ସେଣ୍ଟ୍ରାଲ ହସ୍ପିଟାଲରେ ୟୁରୋଲୋଜିଷ୍ଟ ଭାବେ କାର୍ଯ୍ୟରତ ୪୨ ବର୍ଷୀୟ ଡା. ହୁ ଉଇଫେଙ୍ଗ୍‌। ଡା.ହୁଙ୍କ ଶରୀର ରଙ୍ଗ କଳା ପଡ଼ିଯାଇଥିବା ଦେଖିବାକୁ ମିଳିଛି।…

କ୍ରିକେଟ୍‌ ଛାଡି ପାଇଲଟ୍‌ ହେଲେ ଏହି କ୍ରିକେଟର୍‌

ସାଧାରଣତଃ କ୍ରିକେଟରମାନେ କ୍ରିକେଟ ଛାଡି ଖେଳ ସହ ଯୋଡି ହୋଇରହିଥାନ୍ତି। କିଏ କମେଣ୍ଟଟର୍‌ ହୁଅନ୍ତି ତ ଆଉ କିଏ କ୍ରିକେଟ ଏକ୍ସପର୍ଟ, କୋଚ୍‌ ଭାବେ କାର୍ଯ୍ୟ କରନ୍ତି। ଆଉ କିଛି କ୍ରିକେଟର୍‌ ଖେଳ ସହ କୌଣସି ସମ୍ପର୍କ ରଖନ୍ତି ନାହିଁ। ସେମାନଙ୍କ…

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍‌

ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ପୁଞ୍ଜିନିବେଶ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଥିଲା। କ୍ୟାବିନେଟ ନିଷ୍ପତ୍ତି କୃଷି ସେକ୍ଟରରେ ପରିବର୍ତ୍ତନ ଆଣିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?